• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Cricket

IND vs SA match at Barabati
ଆଜି ଭୁବନେଶ୍ୱରରେ ପହଞ୍ଚିବେ ଭାରତୀୟ କ୍ରିକେଟ୍ ଟିମ୍

କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Barabati stadium turns battlefield, crowd clash at ticket counter
ବାରବାଟୀରେ ଟିକେଟ ମହାଭାରତ

ଦ୍ୱିତୀୟ ଟି-ଟ୍ୱେଣ୍ଟିର ଟିକେଟ ପାଇଁ ଖଣ୍ଡଯୁଦ୍ଧ…

IND vs SA
ପ୍ରଥମ T-20ରେ ହାରିଲା ଭାରତ, ରେକର୍ଡ ଭାଙ୍ଗିଲା ସାଉଥ୍ ଆଫ୍ରିକା

୫ଟି ବଲ୍‌ ବାକିଥାଇ ମ୍ୟାଚକୁ କବଜା କରିନେଇଥିଲା ସାଉଥ୍ ଆଫ୍ରିକା। 

Mithali Raj
୧୪ ବର୍ଷରୁ ଆନ୍ତର୍ଜାତୀୟ କ୍ରିକେଟ୍ ! ୧୬ ବର୍ଷରେ ମଇଦାନରେ ଥିଲା ପ୍ରଚଣ୍ଡ ଚମକ

ଏକାଧିକ ବିଶ୍ୱକପ୍ ସହ ଅନେକ ଟୁର୍ଣ୍ଣାମେଣ୍ଟରେ ଟିମ୍‌ର ନେତୃତ୍ୱ ନେଇଥିଲେ। ମିତାଲିଙ୍କ ନାଁରେ ରହିଛି ଏକାଧିକ ରେକର୍ଡ।

Barabati
ଖେଳାଳିଙ୍କୁ ଭୁବନେଶ୍ୱର ଦେବ ଭବ୍ୟ ଆତିଥ୍ୟ

ଖେଳାଳି କଣ ଖାଇବେ? କଣ ସେମାନଙ୍କର ପସନ୍ଦ ? କେମିତି ଏଠି କୌଣସି ଅସୁବିଧା ଯେପରି ନହେବ ଏସବୁକୁ ଧ୍ୟାନ ଦେବା ପାଇଁ କଣ ସବୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ଦେଖନ୍ତୁ 

Barabati
ବାରବାଟୀ ବ୍ୟାଟେଲ୍ ! ଅଫ୍‌ଲାଇନ୍‌ରେ ବିକ୍ରି ହେବ ୧୨ ହଜାର ଟିକେଟ୍‌, ରାତିରୁ କାଉଣ୍ଟରରେ ଲାଗିପାରେ ଲାଇନ୍

ଟିକେଟ୍‌ କାଉଣ୍ଟରରେ ପରିଚୟପତ୍ର ଦେଖାଇ କିଣିବାକୁ ହେବ ଟିକେଟ । ମ୍ୟାଚ ପାଇଁ ଏୟାରପୋର୍ଟରୁ ହୋଟେଲ ଯାଏଁ କଡ଼ା ସୁରକ୍ଷାବ୍ୟବସ୍ଥା ।

KL Rahul
ଓଡ଼ିଶା ଆସିବେନି ରାହୁଲ, ପୁରା ସିରିଜ୍‌ରୁ ପଡ଼ିଲେ ବାଦ୍‌

କଟକରେ ଆସନ୍ତା ୧୨ ତାରିଖରେ ରହିଛି ୫ ମ୍ୟାଚ୍ ବିଶିଷ୍ଟ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍ । ଏଥିରେ ଖେଳିବେନି କେ ଏଲ୍ ରାହୁଲ ।

Rahul Tripathi
ରାହୁଲ ତ୍ରିପାଠୀଙ୍କୁ ଦଳରେ ସାମିଲ କରାନଯିବାରୁ ରାଗିଲେ ସେହୱାଗ-ହରଭଜନ

ପ୍ରଥମ ଥର ପାଇଁ ଦଳରେ ଉମ୍ରାନ ମଲିକ ଏବଂ ଅର୍ଶଦୀପ ସିଂଙ୍କୁ ମଧ୍ୟ ସାମିଳ କରାଯାଇଛି ।

INDvsSA
ସାଉଥ୍ ଆଫ୍ରିକା ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା

ଇଂଲଣ୍ଡର ବର୍ମିଂହାମରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ ଲାଗି ଦଳ ଘୋଷଣା କରିଛି ବିସିସିଆଇ। 

Maxwell
ମାଥ୍ୟୁ ୱେଡଙ୍କୁ ଅମ୍ପାୟାର ଦେଲେ ଆଉଟ୍, ରାଗିଯାଇ ଡ୍ରେସିଂ ରୁମ୍‌ରେ କଲେ ଭଙ୍ଗାରୁଜା ! ଦେଖନ୍ତୁ ଭିଡିଓ..

ଗୁଜୁରାଟ ଟାଇଟାନ୍ସର ମାଥ୍ୟୁ ୱେଡଙ୍କୁ ଆଉଟ୍‌ ଦିଆଯିବାରୁ ସେ ଅତ୍ୟନ୍ତ କ୍ରୋଧିତ ହୋଇଯାଇଥିଲେ । ଡ୍ରେସିଂ ରୁମରେ ପହଞ୍ଚି ସେ ଭଙ୍ଗାରୁଜା କରିଥିଲେ ।

 Barabati Stadium To Host T20I Against South Africa
ପୂର୍ଣ୍ଣ ଦର୍ଶକୀୟ କ୍ଷମତାରେ ହେବ ବାରବାଟୀ T-20 ମ୍ୟାଚ୍, BCCI ଦେଲା ଅନୁମତି

ବାରବାଟୀର ହେବ ନବକଳେବର । ଏଥିପାଇଁ ଅଣ୍ଟା ଭିଡ଼ିଛି ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) । ଆସନ୍ତା ଜୁନ୍ ୧୨ତାରିଖରେ ଏଠାରେ ଆୟୋଜିତ ହେବାକୁ ଥିବା ଏହି ଟି -୨୦ ମୁକାବିଲା ପୂର୍ବରୁ ସମସ୍ତ କାମକୁ ଶେଷ କରିବା ପାଇଁ ଲକ୍ଷ୍ୟ ରଖିଛି ଓସିଏ ।

Shane Warne With Andrew Symonds
ଦୁଃଖର ପାହାଡ଼ ଭିତରେ ଅଷ୍ଟ୍ରେଲିଆ କ୍ରିକେଟ୍ ! ଦୁଇ ଦୁଇ ଜଣ କିମ୍ବଦନ୍ତି କ୍ରିକେଟରଙ୍କୁ ହରାଇଲା

ମହାନ କ୍ରିକେଟରଙ୍କ ବିୟୋଗ କ୍ରିକେଟ ଜଗତ ପାଇଁ ବି ଏକ ଅପୂରଣୀୟ କ୍ଷତି ସୃଷ୍ଟି ହୋଇଛି । 

Andrew Symonds
ସଡ଼କ ଦୁର୍ଘଟଣାରେ ଚାଲିଗଲା ଅଷ୍ଟ୍ରେଲିଆ ଷ୍ଟାର କ୍ରିକେଟର ଆଣ୍ଡ୍ର୍ୟୁ ସାଇମଣ୍ଡସ୍‌ଙ୍କ ଜୀବନ

ଅଷ୍ଟ୍ରେଲିଆ ପାଇଁ ୨୬ ଟେଷ୍ଟ, ୧୯୮ ଦିନିକିଆ ଓ ୧୪ ଟି-ଟ୍ୱେଣ୍ଟି ଖେଳିଥିଲେ ସାଇମଣ୍ଡସ୍‌ ।

Wriddhiman Saha
ରିଦ୍ଧିମାନ ସାହାଙ୍କୁ ଧମକ ଘଟଣା ବୋରିଆ ମଜୁମଦାରଙ୍କୁ ୨ ବର୍ଷ ପାଇଁ ବ୍ୟାନ୍ କଲା ବିସିସିଆଇ

ଟିମ୍‌ ଇଣ୍ତିଆର ୱିକେଟ କିପର ବ୍ୟାଟର ରିଦ୍ଧିମାନ ସାହାଙ୍କୁ ଧମକ ଓ ଡରାଇବା ଭଳି ମେସେଜ କରିଥିବା ବରିଷ୍ଠ କ୍ରୀଡ଼ା ସାମ୍ବାଦିକ ବୋରିଆ ମଜୁମଦାରଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ବିସିସିଆଇ। ତାଙ୍କୁ ବିସିସିଆଇ ପକ୍ଷରୁ ୨ ବର୍ଷ ପାଇଁ ବ୍ୟାନ୍‌ କରାଯାଇଛି।

Arun Lal Second Marriage
ଦ୍ୱିତୀୟଥର ବିବାହ ବନ୍ଧନରେ ବାନ୍ଧି ହେବେ କ୍ରିକେଟର୍‌ ଅରୁଣ ଲାଲ୍‌

ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହେବେ ଭାରତୀୟ ପୂର୍ବତନ କ୍ରିକେଟର୍‌ ଅରୁଣ ଲାଲ୍‌ । ୬୬ ବର୍ଷ ବୟସରେ ଦ୍ୱିତୀୟ ଥର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଅରୁଣ ।

Kieron Pollard
ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ବିସ୍ଫୋରକ୍‌ ଅଲରାଉଣ୍ତର କିରଣ ପୋଲାର୍ଡ

ସୋସିଆଲ ମିଡିଆରେ ଏକ ବାର୍ତ୍ତା ମାଧ୍ୟମରେ କିରଣ ପୋଲାର୍ଡ ନିଜର ଅବସର ଘୋଷଣା କରିଛନ୍ତି। ଦୀର୍ଘ ୧୫ ବର୍ଷ ଧରି ୱେଷ୍ଟଇଣ୍ଡିଜ ପାଇଁ ଖେଳିବା ପରେ ଅବସର ଘୋଷଣା କରିଛନ୍ତି ପୋଲାର୍ଡ । ୨୦୧୯ରେ ଦଳ ତାଙ୍କୁ ଅଧିନାୟକ ପଦ ଦେଇଥିବାରୁ ସେ ଦଳକୁ କୃତଜ୍ଞତା ଜଣାଇଛନ୍ତି ।

Mumbai Indians
IPL ଇତିହାସରେ ରେକର୍ଡ କଲା ମୁମ୍ବାଇ ଇଣ୍ଡିଆନ୍ସ

ପ୍ରଥମ ଥର ପାଇଁ ଆଇପିଏଲ୍ ଇତିହାସରେ ଗୋଟିଏ ଦଳ କ୍ରମାଗତ ଭାବେ ୬ ଥର ପରାଜୟ ବରଣ କରିଛି । ଆଉ ଏହାସହ ମୁମ୍ବାଇ ଇଣ୍ଡିଆନ୍ସକୁ ପଏଣ୍ଟ ଟେବୁଲରେ କୌଣସି ଅଙ୍କ ମିଳିନାହିଁ ।

Joe Root
ସମାଲୋଚନା ଓ ବିବାଦ ମଧ୍ୟରେ ଇଂଲଣ୍ତ ଟେଷ୍ଟ ଟିମ୍‌ର କ୍ୟାପ୍ଟେନସିପ୍‌ ଛାଡିଲେ ରୁଟ୍‌

ଇଂଲଣ୍ତର ଟେଷ୍ଟ କ୍ୟାପ୍ଟେନସିପ୍‌ ଛାଡ଼ିଲେ ଜୋ ରୁଟ୍‌ । ଅଷ୍ଟ୍ରେଲିଆ ଓ ୱେଷ୍ଟିଇଣ୍ତିଜ୍‌ ବିପକ୍ଷରେ ଟେଷ୍ଟ ହାରିବା ପରେ ସେ ଏଭଳି ପଦକ୍ଷେପ ନେଇଛନ୍ତି । ସମାଲୋଚନା ଓ ବିବାଦ ମଧ୍ୟରେ ଆଜି ଟେଷ୍ଟ ଟିମ୍‌ର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଜୋ ରୁଟ୍‌ ।

Womens world cup-2022 : no ball end the dream of India to reach in semifinal
ମହିଳା ବିଶ୍ୱକପ୍‌ : ନୋ ବଲ୍ ଶେଷ କରିଦେଲା ସେମିଫାଇନାଲ୍‌ରେ ପହଞ୍ଚିବାର ସ୍ୱପ୍ନ

ଏକ ରୋମାଞ୍ଚକର ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଭାରତକୁ ୩ ୱିକେଟ୍‌ରେ ପରାସ୍ତ କରିଛି। ଗୋଟିଏ ନୋ ବଲ୍ ହିଁ ଏ ସବୁ କରିଦେଇଛି। ପରାଜୟ ସହିତ ସେମିଫାଇନାଲ୍‌ରେ ପ୍ରବେଶ କରିବାର ଭାରତର ସ୍ୱପ୍ନ ଶେଷ ହୋଇଯାଇଛି।

India Vs Srilanka
ଭାରତର କ୍ଲିନ୍‌ ସ୍ୱିପ୍ ! ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ରେ ଦମଦାର ବିଜୟ

ପ୍ରଥମ ମ୍ୟାଚ୍‌ ଭଳି ଦ୍ୱିତୀୟ ଟେଷ୍ଟକୁ ମଧ୍ୟ ୩ ଦିନ ଭିତରେ ଜିତି ନେଇଛି ଟିମ୍‌ ଇଣ୍ଡିଆ । ପ୍ରଥମ ଟେଷ୍ଟରେ ଶ୍ରୀଲଙ୍କାର ସବୁ ବ୍ୟାଟ୍ସମ୍ୟାନ୍‌ ଆତ୍ମସମର୍ପଣ କରିଥିଲେ । ଭାରତ ଏହି ମ୍ୟାଚ୍‌ ଜିତିବାକୁ ଶ୍ରୀଲଙ୍କାକୁ ୪୪୭ର ବିଶାଳ ଲକ୍ଷ୍ୟ ଦେଇଥିଲା ।

womens world cup
ପାକିସ୍ତାନକୁ ହରାଇ ଭାରତର ବିଜୟ ଅଭିଯାନ ଆରମ୍ଭ

ମହିଳା କ୍ରିକେଟ ବିଶ୍ୱକପ୍‌ରେ ପାକିସ୍ତାନକୁ ପରାସ୍ତ କଲା ଭାରତ । ୧୦୭ ରନ୍‌ର ବିରାଟ ବ୍ୟବଧାନରେ ଭାରତ ବିଜୟୀ ହୋଇଛି ।

IND vs SL Test
ମୋହାଲିରେ ଚାଲିଲା ଜାଡେଜାଙ୍କ ଜାଦୁ: ୧୭୪ ରନ୍‌ରେ ଧରାସାୟୀ ଶ୍ରୀଲଙ୍କା ଟିମ୍‌

ଭାରତ-ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ମୋହାଲି ଟେଷ୍ଟର ଆଜି ତୃତୀୟ ଦିନ । ଏହି ଟେଷ୍ଟରେ ଦମଦାର ସ୍ଥିତିରେ ରହିଛି ଟିମ୍‌ ଇଣ୍ତିଆ ।

Ind vs Sl test
ଭାରତ- ଶ୍ରୀଲଙ୍କା ପ୍ରଥମ ଟେଷ୍ଟ: ଦମଦାର ସ୍ଥିତିରେ ଟିମ୍‌ ଇଣ୍ତିଆ, ୪୬୬ ରନ୍‌ରେ ପଛୁଆ ଶ୍ରୀଲଙ୍କା

ଶ୍ରୀଲଙ୍କା ଭାରତଠାରୁ ୪୬୬ ରନ୍ ପଛୁଆ ରହିଛି । ଆର୍.ଅଶ୍ୱିନ୍‌ଙ୍କ ସ୍ପିନ୍ ଯାଦୁ ପୁଣି ଥରେ ମୋହଲିରେ ଚାଲିଛି । ଅଶ୍ୱିନ୍‌ଙ୍କୁ ଦୁଇଟି ୱିକେଟ୍ ମିଳିଥିବା ବେଳେ ଜାଡେଜା ଓ ଜସପ୍ରିତ ବୁମରାଙ୍କୁ ଗୋଟିଏ ଲେଖାଏଁ ୱିକେଟ୍ ମିଳିଛି ।

India V/s West Indies
ସୂର୍ଯ୍ୟ କୁମାରଙ୍କ ଧୁଆଁଧାର ବ୍ୟାଟିଂ, ଭଲ ସ୍ଥିତିରେ ଭାରତ

କେବଳ ଶେଷ ୫ ଓଭରରେ ଦଳ ପାଇଁ ୮୬ ରନ ସଂଗ୍ରହ କରିଛନ୍ତି ଉଭୟ ସୂର୍ଯ୍ୟକୁମାର ଓ ଭେଙ୍କଟେଶ ଆୟର୍ । ଏବେ ୧୮୫ ରନ୍‌ର ବିଜୟ ଲକ୍ଷ ନେଇ ୱେଷ୍ଟଇଣ୍ଡିଜ ମଇଦାନକୁ ଓହ୍ଲାଇଛି ।

Rohit Sharma
ଟିମ୍‌ ଇଣ୍ତିଆ ଟେଷ୍ଟ ଟିମ୍‌ର ମଙ୍ଗ ଧରିବେ ରୋହିତ

ୱାନଡେ ଓ ଟିଟ୍ଵେଣ୍ଟି ପରେ ଏବେ ଟେଷ୍ଟରେ ମଧ୍ୟ ଟିମ୍ ଇଣ୍ଡିଆର ନେତୃତ୍ୱ ନେବେ ହିଟ୍ ମ୍ୟାନ୍ ରୋହିତ ଶର୍ମା । ଆଜି ବିସିସିଆଇ ପକ୍ଷରୁ ରୋହିତଙ୍କୁ ଆସନ୍ତା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି ।