Ravichandran Ashwin: ରେକର୍ଡ ପରେ ରେକର୍ଡ । ପୁଣି ଆଜି ଆଉ ଏକ ରେକର୍ଡ କରିଛନ୍ତି ଅଶ୍ୱିନ । ଭାରତରେ ଟେଷ୍ଟ ଖେଳିବାବେଳେ ୩୫୦ ୱିକେଟ୍ ପୂରଣ କରିଛନ୍ତି ଅଶ୍ୱିନ ।
Sachin-Amir: କଥା ଦେଇ କଥା ରଖିଲେ କ୍ରିକେଟ୍ ଜଗତର ଭଗବାନ । ପୂର୍ବତନ କ୍ରିକେଟ୍ର ସଚିନ ତେନ୍ଦୁଲକର ତାଙ୍କ ପ୍ରତିଶ୍ରୁତି ପାଳନ କରି କାଶ୍ମୀର ଗସ୍ତ ସମୟରେ ଜାମ୍ମୁ କାଶ୍ମୀର ପାରା କ୍ରିକେଟ୍ ଟିମ୍ର ଅଧିନାୟକ ଆମୀର ହୁସେନ୍ ଲୋନେଙ୍କୁ ଭେଟିଛନ୍ତି ।
ପୂରା ଭଙ୍ଗାହେବ, ସଂପୂର୍ଣ୍ଣ ନୂଆ ହେବ। ନୂଆ ରୂପରେ ଦେଖିବାକୁ ମିଳିବ କଟକ ବାରବାଟୀ ଷ୍ଟାଡିୟମ୍। ୭ ଶହ କୋଟି ଟଙ୍କାର ବ୍ୟୟବରାଦରେ ନୂଆ ଲୁକ୍ ପାଇବ ବାରବାଟୀ ଷ୍ଟାଡିୟମ।
ଧୋନିଙ୍କ ବିରୁଦ୍ଧରେ ଆଣିଲେ ସାଙ୍ଘାତିକ ଅଭିଯୋଗ। ଅନ୍ତର୍ଜାତୀୟ କ୍ରିକେଟ୍ରୁ ଅବସର ଘୋଷଣା କରିଛନ୍ତି ମନୋଜ ତିୱାରୀ। ତେବେ ଏକ କାର୍ଯ୍ୟକ୍ରମରେ ସେ ଧୋନିଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି।
ରାଜକୋଟ୍ରେ ଟିମ୍ ଇଣ୍ତିଆର ଧମାକା। ଦମଦାର ବ୍ୟାଟିଂ ବଳରେ ଇଂଲଣ୍ତ ଆଗରେ ଠିଆ କରିଛି ବିଶାଳ ସ୍କୋର।
ପୁଣି ବିଶ୍ୱକପ୍ ହାରିଲା ଭାରତ । ଅଧାରେ ରହିଗଲା ବିଶ୍ବକପ୍ ବିଜୟର ସ୍ୱପ୍ନ । ପ୍ରଥମେ ସିନିୟର୍ ଟିମ୍, ଏବେ ଜୁନିୟର ଟିମ୍ କ୍ରିକେଟ୍ ପ୍ରେମୀଙ୍କୁ କରିଛନ୍ତି ନିରାଶ । ଭାରତକୁ ୭୯ ରନ୍ରେ ହରାଇଲା ଅଷ୍ଟ୍ରେଲିଆ...
ଟିମ୍ ଇଣ୍ଡିଆ ଦ୍ୱିତୀୟ ଟେଷ୍ଟରେ ଇଂଲଣ୍ଡକୁ ହରାଇ ସିରିଜ୍କୁ ସମାନ ସ୍ଥିତିକୁ ଆଣିବା ପରେ ଏବେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି। ଭାରତ ମାଟିରେ ଧରାଶାୟୀ ହେବ କି ଇଂଲଣ୍ଡର ‘ବାଜ୍ବଲ୍’ ରଣନୀତି? ବିଫଳ ହେବେ କି ମୁଖ୍ୟ କୋଚ୍ ବ୍ରେଣ୍ଡନ୍ ମ୍ୟାକୁଲମ୍?
ଭାରତରେ କ୍ରିକେଟ୍ ଖେଳର ଲୋକପ୍ରିୟତା ଯଥେଷ୍ଟ ଅଧିକ ରହିଛି । କିନ୍ତୁ ଏହି କ୍ରିକେଟ୍ ମ୍ୟାଚ୍ରୁ ଘଟିଛି କରୁଣ କାହାଣୀ...ସାଙ୍ଗକୁ ହତ୍ୟା କରିଛି ସାଙ୍ଗ...
୩୨ ରନ୍ ରେ ଚତୁର୍ଥ ୱିକେଟ ହରାଇଥିଲା ଭାରତ। ତଥାପି ୭ଟି ବଲ୍ ବାକି ଥାଇ ଟାର୍ଗେଟ ରନ୍ ହାସଲ କରି ଦେଇଛି ଟିମ୍ ଇଣ୍ଡିଆ।
ଶେଷ ବଲରେ ମାତ୍ର ୨ ରନର ଆବଶ୍ୟକ ଥିବା ବେଳେ ରୋହିତ ପାଭିଲିୟନ ଫେରି ଯାଇଥିଲେ । ରୋହିତଙ୍କ ସ୍ଥାନରେ ରିଙ୍କୁ ସିଂଙ୍କୁ ପଠା ଯାଇଥିଲା । ସେବେ ସେ ସେପରି କାହିଁକି କରିଥିଲେ ତାହାର କିଛି ସ୍ପଷ୍ଟ ଉତ୍ତର ମିଳିପାରିନଥିଲା ।
ଆଜି ବେଙ୍ଗଲୁରୁରେ ଖେଳାଯିବ ଭାରତ- ଆଫଗାନିସ୍ଥାନ ଟି-ଟ୍ୱେଣ୍ଟି ସିରିଜର ଅନ୍ତିମ ମ୍ୟାଚ । ସିରିଜର ପ୍ରଥମ ଦୁଇଟି ମ୍ୟାଚ ଜିତି ଭାରତ ୨-୦ ରେ ଆଗୁଆ ରହିଛି । ଟି-ଟ୍ୱେଣ୍ଟି ବିଶ୍ବକପ ପୂର୍ବରୁ ଭାରତ ଆଜିର ମ୍ୟାଚ ଜିତି ସିରିଜ କ୍ଲିନ ସ୍ୱିପ କରିବାକୁ ଲକ୍ଷ୍ୟ ରଖିଛି ।
ଷ୍ଟାଡିୟମକୁ ଷ୍ଟାଇଲରେ ଏଣ୍ଟ୍ରି ମାରଲେ ଡେଭିଡ୍ ୱାର୍ଣ୍ଣର । ବିଗ୍ ବାସ୍ ଲିଗ୍ ମ୍ୟାଚ ଖେଳିବା ଲାଗି ହେଲିକପ୍ଟରରେ ଗ୍ରାଉଣ୍ଡକୁ ପହଞ୍ଚିଲେ ଅଷ୍ଟ୍ରେଲିଆର ଏହି ଷ୍ଟାର ବ୍ୟାଟର ।
ଦେଢ଼ ଦିନରେ ଶେଷ ହୋଇଗଲା ଖେଳ । ପ୍ରଥମ ଟେଷ୍ଟରେ ପରାଜୟ ପରେ ଦ୍ୱିତୀୟରେ ଭାରତର ଦମଦାର ବିଜୟ । ବିଜୟ ସହ ସିରିଜ ବରାବର କଲା ଭାରତୀୟ ଦଳ ।
କେପଟାଉନ ଟେଷ୍ଟରେ ଦୃଢ଼ ସ୍ଥିତିରେ ଟିମ୍ ଇଣ୍ଡିଆ । ଟ୍ରାଏଲ ବାଏ ଏଡ଼ାଇବାକୁ ଦକ୍ଷିଣ ଆଫ୍ରିକାର ସଂଘର୍ଷ । ଏବେ ବି ୩୬ ରନରେ ଅଗ୍ରଣୀ ରହିଛି ଭାରତ ।
ଗତକାଲି ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ପାଳି ପରାଜୟ ଭୋଗିଥିଲା ଭାରତ । ତେବେ ପୁରା ମ୍ୟାଚରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ ବିରାଟ କୋହଲି ।
ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ୍ ୨୦୨୪ ପାଇଁ ଟିମ୍କୁ ପାଞ୍ଚ ଥର ଚାମ୍ପିଅନ୍ କରାଇଥିବା ରୋହିତ ଶର୍ମାଙ୍କ ସ୍ଥାନରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନୂଆ ଅଧିନାୟକ କରିଛି। ଏହାକୁ ନେଇ ଭାରତୀୟ କ୍ରିକେଟ୍ ମହଲରେ ଖୁବ ଚର୍ଚ୍ଚା ହେଉଛି। ଏହା ସହିତ ପ୍ରଶ୍ନ ଉଠିଛି ଯେ ଆଇପିଏଲ୍ରେ ଆଗକୁ କ’ଣ କରିବେ ରୋହିତ - ଅନ୍ୟ ଟିମ୍କୁ ଯିବେ, ଟିମ୍ରେ ରହିବେ ନା ଆଉ କିଛି ପଦକ୍ଷେପ ନେବେ?
ଆଜି ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ତୃତୀୟ ତଥା ଶେଷ ଦିନିକିଆ ମ୍ୟାଚ୍ । ଦକ୍ଷିଣ ଆଫ୍ରିକାର ବୋଲାଣ୍ଡ ପାର୍କ ଠାରେ ଭାରତୀୟ ସମୟ ଦିନ ୪ଟା ୩୦ରେ ଖେଳାଯିବ ଏହି ମ୍ୟାଚ୍ । ଏବେ ସୁଦ୍ଧା ସିରିଜରେ ଉଭୟ ଦଳ ଗୋଟିଏ ଲେଖାଏଁ ମ୍ୟାଚ୍ ଜିତି ବରାବର ସ୍ଥିତିରେ ଅଛନ୍ତି ।
ଆଜି ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ଦିନିକିଆ । ଦକ୍ଷିଣ ଆଫ୍ରିକାର ଜେବରାହଠାରେ ଭାରତୀୟ ସମୟ ଅପରାହ୍ଣ ସାଢ଼େ ୪ଟାରେ ମ୍ୟାଚ୍ ଖେଳାଯିବ ।
ଆଇପିଏଲ ୨୦୨୪ ପାଇଁ ଆଜି ନିଲାମୀ । ପ୍ରଥମଥର ପାଇଁ ଦୁବାଇରେ ନିଲାମୀ କରିବାର ବ୍ୟବସ୍ଥା କରାଯାଇଛି ।
ଆଇପିଏଲ୍ ୨୦୨୪ ନିଲାମ ଉପରେ ଏବେ ସମସ୍ତଙ୍କର ନଜର। କିଏ କାହାର ହେବ ତାଙ୍କୁ ନେଇ ସମସ୍ତଙ୍କ ମନରେ ଉତ୍ସାହ। ତେବେ ଆସନ୍ତୁ ଜାଣିବ କେଉଁ ଟିମ୍ କେତେ ଖେଳାଳି ଆବଶ୍ୟକ କରନ୍ତି ଆଉ କେତେ ରହିଛି ବିଦେଶୀଙ୍କ ପାଇଁ।
IPLର ଆଗାମୀ ସିଜନ ପାଇଁ ଖେଳାଳିଙ୍କ ନିଲାମ ଡିସେମ୍ବର ୧୯ରେ ଅନୁଷ୍ଠିତ ହେଉଛି। ଏଥର ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଖେଳାଳିଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ଆସନ୍ତୁ ସେହି ପାଞ୍ଚ ଜଣ କ୍ରିକେଟରଙ୍କ ବିଷୟରେ ଜାଣିନେବା ଯେଉଁମାନେ ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରି ନିଲାମ ପାଇଁ ସେମାନଙ୍କର ସ୍ଥିତିକୁ ଦୃଢ କରିଛନ୍ତି।
ଆଇପିଏଲ୍ ନିଲାମକୁ ନେଇ ରବିଚନ୍ଦ୍ରନ୍ ଅଶ୍ୱିନ୍ ଏକ ପୂର୍ବାନୁମାନ କରିଛନ୍ତି। ଭିଡିଓରେ ଶେୟାର କରି ସେ ଏକ ନିଆରା ଢଙ୍ଗରେ ଖେଳାଳିଙ୍କ ବିଷୟରେ ପୂର୍ବାନୁମାନ କରିଛନ୍ତି। କେଉଁମାନେ କେତେ ଟଙ୍କାରେ କିଣାହେବ ସେ କହିଛନ୍ତି।
ଭାରତୀୟ କ୍ରିକେଟ୍ ଇତିହାସର ସଫଳତମ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ଜର୍ସି ନଂ ୭ କୁ ଅବସର ଦେଇଛି BCCI ।
୧.୦୪ କ୍ୟାରେଟ୍ ହୀରାରେ ଖଚିତ ବ୍ୟାଟ୍ । ଏହାର ବଜାର ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କା । ସୁରଟ ବ୍ୟବସାୟୀ ତଥା କୋହଲିଙ୍କ ପ୍ରଶଂସକ ଉତ୍ପଲ ମିସ୍ତ୍ରୀ ଏହି ବ୍ୟାଟଟି ତିଆରି କରାଇଛନ୍ତି । ରିପୋର୍ଟ ଅନୁଯାୟୀ, ବ୍ୟାଟରେ ଲାଗିଥିବା ହୀରାଗୁଡ଼ିକ ପ୍ରାକୃତିକ ।
ଦକ୍ଷିଣ ଆଫ୍ରିକା ଗସ୍ତର ଦ୍ୱିତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍ରେ ଅର୍ଦ୍ଧଶତକ ହାସଲ କରିଛନ୍ତି ରିଙ୍କୁ ସିଂ । ଏହା ତାଙ୍କ ଆନ୍ତର୍ଜାତୀୟ କ୍ୟାରିୟରର ପ୍ରଥମ ଅର୍ଦ୍ଧଶତକ ।