ସେମାନେ ଉବୈଶ ଏବଂ ତାଙ୍କ ଭାଇ ଅବଦୁଲ୍ଲାଙ୍କୁ ଥାନାରେ ଗୋଇଠା ମାରିଥିଲେ। ଏହି ଘଟଣା ବିବାଦକୁ ଅଧିକ ବଢ଼ାଇ ଦେଇଥିଲା। ଏହାକୁ କେନ୍ଦ୍ର କରି ଗଣ୍ଡଗୋଳ ସୃଷ୍ଟି ହୋଇଥିଲା। ଏହି ଘଟଣାକୁ ନେଇ ଥାନାରେ ସ୍ୱାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଶେଷରେ ଉବୈଶ ରାଗି ଯାଇ ଥାନା ସାମନାରେ ଗୁଲିସ୍ତାଙ୍କୁ ତିନି ତଲାକ ଦେଇଥିଲେ।
ଗୋଟିଏ ପାର୍ଶ୍ୱରେ ଗାଡ଼ି ରଖିବା ପରେ ପଛରେ ବସିଥିବା ଶାନୁ ତୁରନ୍ତ ମିନୁଙ୍କ ଦୁଇ ହାତକୁ ପଛକୁ ଟାଣି ନେଲା। ରବି ତାଙ୍କୁ ଧରି ପକାଇଲା। ଯତୀନ୍ ମିନୁଙ୍କ ବେକରେ କ୍ରମାଗତ ଭାବେ ୭ଟି ଇଞ୍ଜେକ୍ସନ ଦେଇଥିଲା। ଯାହା ଫଳରେ ତାଙ୍କର କିଛି ମିନିଟ୍ ମଧ୍ୟରେ ମୃତ୍ୟୁ ହୋଇଥିଲା। ସମଗ୍ର ଘଟଣାକୁ ଡକାୟତି ରୂପ ଦେବା ପାଇଁ ଶାନୁ ସେହି ସ୍ଥାନରେ ମିନୁଙ୍କ ସମସ୍ତ ଅଳଙ୍କାର କାଢ଼ି ନେଲା।
ଜାନୁଆରି ୯ ତାରିଖରେ ବି ସେହି ଘର ଖୋଲି ସଫା ସଫି କଲେ। ସେଦିନ ହଠାତ୍ ଘରୁ କିଛି ଦୁର୍ଗନ୍ଧ ଆସିଥିଲା। କିନ୍ତୁ ଏହାକୁ ଗୁରୁତ୍ବ ନଦେଇ ସଫା କରିବା ପରେ କବାଟ ବନ୍ଦ କରି ଚାଲିଆସିଥିଲେ। ଜାନୁଆରି ୧୦ ସକାଳେ ଘର ଭିତରୁ ଉତ୍କଟ ଦୁର୍ଗନ୍ଧ ଆସିଲା। ବଲବିର୍ ଘରର କବାଟ ଖୋଲି ସାରା ଘର ଯାଞ୍ଚ କରିଥିଲେ। କିନ୍ତୁ ଘରେ ସେଭଳି କୌଣସି ଜିନିଷ ପଚିନଥିବା ଜଣାପଡ଼ିଥିଲା। ତେବେ ଫ୍ରିଜ ନିକଟକୁ ଗଲା ପରେ ସେଠାରୁ ଦୁର୍ଗନ୍ଧ ଆସୁଥିବା ଜାଣିବାକୁ ପାଇଥିଲେ।
‘କେମିତି ଅନୁଭବ ହେଉଛି’ ଜାଣିବା ପାଇଁ କ୍ରିମିନୋଲୋଜି ଛାତ୍ର ମାରିଦେଲା ମହିଳାଙ୍କୁ । ଜହ୍ନରାତିରେ ସମୁଦ୍ର କୂଳରେ ଅଚାନକ ଛୁରୀ ଭୁସି ଚାଲିଲା ଦୁଇ ମହିଳାଙ୍କୁ ।
'ଅନେକ ପୁରୁଷଙ୍କ ସହ ସଂପର୍କ ରଖିବାକୁ କରାଯାଉଥିଲା ବାଧ୍ୟ’ । ଅଭିଯୁକ୍ତକୁ ଗିରଫ ସହ ମହିଳା ଚାଲାଣ ରାକେଟକୁ ଧରିବାକୁ ଦାବି ।
ଦୁଷ୍କର୍ମକାରୀଙ୍କ ପରିଚୟ, କେତେ ଜଣ ଦୁଷ୍କର୍ମକାରୀ ଥିଲେ, ତାଙ୍କ ସହ କେଉଁଠି କଣ ଘଟିଥିଲା, କିଛି କହିପାରୁନଥିଲେ ।
ସଂପୃକ୍ତ ମହିଳାଙ୍କ ଅଭିଯୋଗ ପରେ ଦୁର୍ବୃତ୍ତଙ୍କୁ ଧରିବା ପାଇଁ ମୈତ୍ରୀବିହାର ପୋଲିସ ବିଭିନ୍ନ ସ୍ଥାନରେ ଛାନଭିନ୍ ଜାରି ରଖିଛି।
ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ ଆଣିଛନ୍ତି । ହତ୍ୟାକାଣ୍ଡରେ ସଂପୃକ୍ତି ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖିଛି ପୋଲିସ ।
ବିଶ୍ୱବ୍ୟାପୀ ବୃଦ୍ଧି ପାଇବାରେ ଲାଗିଛି ମହିଳା ବିରୋଧୀ ଅପରାଧ ଓ ହିଂସା ଘଟଣା । ଏନେଇ ପ୍ରକାଶ ପାଇଥିବା ଏକ ସଦ୍ୟତମ ରିପୋର୍ଟ ଚିନ୍ତାଜନକ ରହିଛି ।
କୌଣସି ଟ୍ରେନିଂ ଇନଷ୍ଟିଚ୍ୟୁଟରେ ନିଯୁକ୍ତି ନଦେବାକୁ ପରାମର୍ଶ । ବିଶେଷ କରି ଅଧିକ ମହିଳା କାର୍ଯ୍ୟ କରୁଥିବା ସଂସ୍ଥାରେ ନିଯୁକ୍ତି ନଦେବାକୁ ସୁପାରିଶ ।
ସ୍ତ୍ରୀ ଗର୍ଭବତୀ ଥିବା ବେଳେ ସ୍ୱାମୀ କଲା ମାରାଣାତ୍ମକ ଆକ୍ରମଣ। ସ୍ତ୍ରୀର ପେଟ ଚିରି କରୁଥିଲା ଲିଙ୍ଗ ନିରୂପଣ। କୋର୍ଟ ଦେଲେ ଆଜୀବନ କାରାଦଣ୍ତ ଦଣ୍ତାଦେଶ।
ଭୁବନେଶ୍ୱରରେ ଡ୍ୟାନ୍ସ ଗାର୍ଲଙ୍କୁ ହତ୍ୟା ନା ଆତ୍ମହତ୍ୟା । ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ । ଜଗତସିଂହପୁର ଅଲଣା ଗାଁର ଯୁବତୀ ସୁଲୋଚନା ଦାସ । ଦୀର୍ଘ ଦିନ ଧରି ନିହାର ଗିରୀ ନାମକ ଜଣେ ଯୁବକଙ୍କ ସହ ରହୁଥିଲେ ।
ବ୍ରହ୍ମପୁରରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ନିଶା ଦେଇ ଜଣେ ଯୁକ୍ତ ଦୁଇ ପଢ଼ୁଥିବା ନାବାଳିକା ଛାତ୍ରୀଙ୍କୁ ୮ ଜଣ ପୁରୁଷବନ୍ଧୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।
ଆଉ କିଛିଦିନ ଯାଇଥିଲେ ଘରକୁ ଶୁଭ ଖବର ଆସିଥାଆନ୍ତା । କୁଆଁ କୁଆଁ ଶବ୍ଦରେ ପୁରି ଉଠି ଥାଆନ୍ତା ଘର । ଛୋଟ ଛୋଟ ପାଦ ଦ୍ୱୟ ଘରର ଅଗଣାରେ ଖେଳି ବୁଲିଥାଆନ୍ତା । ନାରୀର ନାରୀତ୍ୱ, ପୁରୁଷର ପୌରୁଷ ପୂର୍ଣ୍ଣ ହୋଇଥାଆନ୍ତା । କିନ୍ତୁ ...
ଡାକ୍ତରଙ୍କ ଅଜବ ଅଫର୍। ଶାରୀରିକ ସମ୍ପର୍କ ରଖିଲେ ମାଗଣାରେ କରିଦେବେ ଚିକିତ୍ସା।
ସ୍ତ୍ରୀକୁ ଛୁରୀ ଭୁସି ହତ୍ୟା । ପଞ୍ଜାବର ଜଣେ ବ୍ୟକ୍ତି କାନାଡ଼ାରେ ନିଜ ସ୍ତ୍ରୀକୁ ଛୁରୀ ଭୁସି ହତ୍ୟା କରିଛନ୍ତି । ମୃତକ ଜଣକ ହେଲେ ୪୧ ବର୍ଷୀୟ ବଲବିନ୍ଦର କୌର ।
ଭାଉଜକୁ ଏକ ତରଫା ପ୍ରେମ । ବିରୋଧ କରିବାରୁ ଭାଇକୁ ନିର୍ମମ ହତ୍ୟା । ରାଜଧାନୀ ଉପକଣ୍ଠରେ ଏଭଳି ହତ୍ୟାକାଣ୍ଡ ଘଟିଛି ।
ସ୍ତ୍ରୀ ଶବ ସହ ୩ ଦିନ ବିତାଇଲା ସ୍ୱାମୀ । ଭୁବନେଶ୍ୱର ମୈତ୍ରୀ ବିହାର ହତ୍ୟା ଘଟଣାର ପର୍ଦ୍ଦାଫାସ୍ କରିଛି ପୋଲିସ୍ । ମୈତ୍ରୀ ବିହାର ତାରିଣୀ ନଗର ଅଞ୍ଚଳରେ ମହିଳାକୁ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି ।
ହରିୟାଣା ଗୁରୁଗ୍ରାମର ଜଣେ ୫୯ ବର୍ଷୀୟ ବୃଦ୍ଧା ରାନୁ ଶାହ ତାଙ୍କ ପୁଅର ପାଗଳାମୀ ପାଇଁ ମୃତ୍ୟୁ ସହ ଲଢ଼େଇ କରୁଛନ୍ତି।
ବିଦେଶରେ ନିଜ ସ୍ତ୍ରୀକୁ ହତ୍ୟା କଲା । ପରେ ପୁଅକୁ ଆଣି ଭାରତ ଫେରିଲା । ମନ ବୁଝିଲାନି ଯେ, ପୁଅକୁ ନେଇ ସ୍ତ୍ରୀ ବାପଘରେ ଛାଡ଼ିବା ପରେ ନିଜ ଅପରାଧ ସ୍ୱୀକାର କରି ଫେରାର ହୋଇଗଲା । ଏପରି ଏକ ଅତି ଲଜ୍ଜାଜନକ ଘଟଣା ଘଟିଛି ଅଷ୍ଟ୍ରେଲିଆରେ ।
ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ । ଦେହରେ କିରୋସିନ ଢାଳି ନିଆଁ ଲଗାଇଦେଲା । ଦିଲ୍ଲୀରେ ଏପରି ଭୟଙ୍କର ତଥା ବିଭତ୍ସ ହତ୍ୟାକାଣ୍ତ ଘଟିଛି ।
ଝିଅମାନେ ଚିନ୍ତା କଲେ ଏଭଳି ଜୀବନ ବଞ୍ଚିବା ଅପେକ୍ଷା ମରିଯିବା ଭଲ । ତେଣୁ ସେମାନେ ଆଜି ଗଛରେ ଝୁଲି ନିଜ ଜୀବନ ହାରିଛନ୍ତି ।
ଅଧ ଏକର ଜମି ପାଇଁ ମହିଳାଙ୍କୁ ରାସ୍ତାରେ ନଗ୍ନ ଅବସ୍ଥାରେ ଚଲାଇଲା ଅଭିଯୁକ୍ତ। ତା’ଛଡ଼ା ପରିବାର ଲୋକଙ୍କୁ ନିସ୍ତୁକ ମାଡ଼ ବି ମାରିଲା।
ରାତିରେ ପାଟ୍ରୋଲିଂ ବେଳେ ମହିଳା ଆଇଆଇସିଙ୍କୁ ଦୋକାନ ଘରେ ବନ୍ଦ କରି ନିର୍ଯାତନା ଅଭିଯୋଗ। ଜୋର ଜବରଦସ୍ତ ମହିଳା ଥାନାଧିକାରୀଙ୍କୁ ଦୋକାନ ଘର ଭିତରେ ଅଟକ ରଖିବା ସହ, ପୋଲିସ ଗାଡ଼ିର ଡ୍ରାଇଭରଙ୍କୁ ଆକ୍ରମଣ।
ରାଜଧାନୀ ଦିଲ୍ଲୀରେ ଲଜ୍ଜାଜନକ ଘଟଣା। ପୁରୁଷ ବନ୍ଧୁଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇଛନ୍ତି ଜଣେ ଯୁବତୀ।