୧୯୯୬ ବ୍ୟାଚ୍ର ଆଇପିଏସ ଅରୁଣ ବୋଥ୍ରା କଟକ କ୍ରାଇମବ୍ରାଞ୍ଚର ମୁଖ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅରୁଣ ବୋଥ୍ରା ।
OCAC ସିଇଓ ମନୋଜ କୁମାର ପଟ୍ଟନାୟକଙ୍କ ହ୍ୱାଟ୍ସଆପ୍ ହ୍ୟାକ୍ କରି ଟଙ୍କା ଲୁଟିବା ଘଟଣା଼ ପଛରେ ନାଇଜେରିଆ ଗ୍ୟାଙ୍ଗର ସମ୍ପୃକ୍ତି ନେଇ ସ୍ପଷ୍ଟ ହୋଇଥିଲା। ସାଇବର ଠକେଇର ମୁଖ୍ୟ ଅଭିଯୁକ୍ତ ଅକ୍ୟୁଦୁରୀ ପାସ୍କେଲ୍କୁ ଦିଲ୍ଲୀ ପୋଲିସ୍ ଗତ ମାସରେ ବେଙ୍ଗାଲୁରୁରୁ ଗିରଫ କରିଥିଲା। ଏହି ଘଟଣାରେ ଫେରାର ଥିବା ଅନ୍ୟ ଜଣେ ଅଭିଯୁକ୍ତ କ୍ରାଇମ୍ବ୍ରାଞ୍ଚ୍ ADG ସଞ୍ଜୀବ ପଣ୍ଡାଙ୍କ ଠାରୁ ମଧ୍ୟ ଠକେଇ ଉଦ୍ୟମ କରିଥିବା ସୂଚନା ମିଳିଛି
କ୍ରାଇମ୍ବ୍ରାଞ୍ଚ୍ ADG ସଞ୍ଜୀବ ପଣ୍ଡାଙ୍କ ଠାରୁ ମଧ୍ୟ ଠକେଇ ଉଦ୍ୟମ ହୋଇଥିବା ସୂଚନା ମିଳିଛି। ଦୁଇଟି ବ୍ୟାଙ୍କ୍ ଆକାଉଣ୍ଟରେ ଟଙ୍କା ପଠାଇବାକୁ ଅଭିଯୁକ୍ତ ଜଣକ ମେସେଜ ପଠାଇଥିଲା।