• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Crime Branch Adg Sanjeeb Panda

Cyber Fraudster Tries To Defraud Crime Branch ADG
କ୍ରାଇମ୍‌ବ୍ରାଞ୍ଚ୍‌ ADG ସଞ୍ଜୀବ ପଣ୍ଡାଙ୍କ ଠାରୁ ମଧ୍ୟ ଠକେଇ ଉଦ୍ୟମ ହୋଇଥିବା ସୂଚନା

OCAC ସିଇଓ ମନୋଜ କୁମାର ପଟ୍ଟନାୟକଙ୍କ ହ୍ୱାଟ୍ସଆପ୍‌ ହ୍ୟାକ୍‌ କରି ଟଙ୍କା ଲୁଟିବା ଘଟଣା଼ ପଛରେ ନାଇଜେରିଆ ଗ୍ୟାଙ୍ଗର ସମ୍ପୃକ୍ତି ନେଇ ସ୍ପଷ୍ଟ ହୋଇଥିଲା। ସାଇବର ଠକେଇର ମୁଖ୍ୟ ଅଭିଯୁକ୍ତ ଅକ୍ୟୁଦୁରୀ ପାସ୍କେଲ୍‌କୁ ଦିଲ୍ଲୀ ପୋଲିସ୍‌ ଗତ ମାସରେ ବେଙ୍ଗାଲୁରୁରୁ ଗିରଫ କରିଥିଲା। ଏହି ଘଟଣାରେ ଫେରାର ଥିବା ଅନ୍ୟ ଜଣେ ଅଭିଯୁକ୍ତ କ୍ରାଇମ୍‌ବ୍ରାଞ୍ଚ୍‌ ADG ସଞ୍ଜୀବ ପଣ୍ଡାଙ୍କ ଠାରୁ ମଧ୍ୟ ଠକେଇ ଉଦ୍ୟମ କରିଥିବା ସୂଚନା ମିଳିଛି

Crime Branch ADG
କ୍ରାଇମ୍‌ବ୍ରାଞ୍ଚ୍‌ ADGଙ୍କ ଠାରୁ ଠକେଇ ଉଦ୍ୟମ

କ୍ରାଇମ୍‌ବ୍ରାଞ୍ଚ୍‌ ADG ସଞ୍ଜୀବ ପଣ୍ଡାଙ୍କ ଠାରୁ ମଧ୍ୟ ଠକେଇ ଉଦ୍ୟମ ହୋଇଥିବା ସୂଚନା ମିଳିଛି। ଦୁଇଟି ବ୍ୟାଙ୍କ୍‌ ଆକାଉଣ୍ଟରେ ଟଙ୍କା ପଠାଇବାକୁ ଅଭିଯୁକ୍ତ ଜଣକ ମେସେଜ ପଠାଇଥିଲା।