ଖାଲି ୨୦୨୨ରେ ରୁଜୁ ହୋଇଛି ୨୨ଟି ମାମଲା । ଖାଲି ଚକରା କାହିଁକି ଗ୍ୟାଙ୍ଗ ସଦସ୍ୟ ରାଜେଶ ମହାପାତ୍ର, ରବିନ ଶତପଥୀ ନାଁରେ ବି ରହିଛି ମାଳମାଳ ମାମଲା ।
ପୋଲିସ ଉପସ୍ଥିତିରେ ଆକ୍ରମଣ କରିଚାଲିଥିଲେ ହେଁ କାବୁ କରିବାକୁ ଯାଇ ନାକେଦମ ହୋଇଥିଲା ପୋଲିସ ।
ପୂର୍ବ ଶତ୍ରୁତାରୁ ଗୁଳିମାଡ଼ ସୂଚନା । ୨ ଜଣ ଦୁର୍ବୃତ୍ତ ୨ ରାଉଣ୍ଡ ଗୁଳି କରିଥିବା ସୂଚନା ।
ରାଜଧାନୀରେ ଗୋଟିଏ ପରେ ଗୋଟିଏ ଗହଣା ବ୍ୟବସାୟୀଙ୍କୁ ଟାର୍ଗେଟ ସହ ବେଗୁନିଆ ଏବଂ ନୟାଗଡ଼ରେ ଗହଣା ଦୋକାନ ଲୁଟ ପଛର ଆନ୍ତଜିଲ୍ଲା ଲୁଟେରା ଗ୍ୟାଙ୍ଗ ଧରାପଡିଛି ।
ଏକ୍ସକ୍ଳୁସିଭ ଭିଜୁଆଲ ସହ ତଥ୍ୟ ଲାଗିଛି ଓଟିଭି ହାତରେ । ପୋଲିସ କହିଛି, ଗାଡି ଭିତରେ ୨ ଜଣ ଥିବାବେଳେ ଜଣେ ଧରାପଡ଼ିଛି ଆଉ ଜଣେ ଫେରାର ମାରିଛି ।
ଔରଙ୍ଗାବାଦ୍ ପୋଲିସର ଏକ ସ୍ୱତନ୍ତ୍ର ଟିମ୍ ରବିବାର ତାକୁ ଗିରଫ କରିଛି । ଅଭିଯୁକ୍ତ ଜଣଙ୍କ ହେଲା ୨୦ ବର୍ଷିୟ ସାରନ୍ସିଂହ ସେଠି ।
ଖାଲି ଏତିକି ନୁହେଁ, ଲିଙ୍ଗରାଜ ଥାନାରେ ବି ରୁଜୁ ହୋଇଛି ନନ୍ଦିନୀଙ୍କ ନାଁରେ ମାମଲା ।
ପୋଲିସ କାର୍ଯ୍ୟନୁଷ୍ଠାନ ନେଉ ନଥିବାରୁ ଥାନା ଆଗରେ କିରାସିନ ଢାଳି ଆତ୍ମାହୂତି ଉଦ୍ୟମ କଲେ ମହିଳା।
ସାମାନ୍ୟ କଥାକୁ ନେଇ ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ କଳହ ଦେଖା ଦେଇଥିଲେ । ଆଉ ତା’ପରେ ସାତ ଜନମର ସାଥୀକୁ କାଠ ଫାଳିଆରେ ପିଟି ମାରିଦେଲା ସ୍ତ୍ରୀ।
ସ୍ତ୍ରୀର ନିର୍ଯାତନାରେ ଅତିଷ୍ଠ ହେଲାଣି ସ୍ୱାମୀ । ମାମଲା ଏତେ ବଢିଗଲାଣି ଯେ, ଏମିତି ସ୍ତ୍ରୀ ସାଙ୍ଗରେ କେମିତି ରହିବେ ସେ କଥା ଚିନ୍ତା କରୁଛନ୍ତି ନିରଞ୍ଜନ ।
ତା’ପରଦିନ ଘରୁ ସୁନା, ଟଙ୍କା ଧରି ଖସିଯାଇଛନ୍ତି ନିଜ ବାପଘରକୁ ।
ମେ’ ୧୨ ତାରିଖ । ବୈଦିକ ରୀତିନୀତି ଅନୁଯାୟୀ, ସଂପନ୍ନ ହୋଇଥିଲା ଉଭୟଙ୍କ ବିବାହ । ଅଗ୍ନିକୁ ସାକ୍ଷୀ ରଖି ପିପିଲି ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ କରିଥିଲେ ବଳରାମ ।
ପୁଣି ଥରେ କୋରାପୁଟ ଜିଲ୍ଲାର ଖଡିମାଟି ଖନନ ଅଞ୍ଚଳରେ ଦେଖା ଦେଇଛି ଉତେଜନା । ମୁହାଁମୁହିଁ ହୋଇଛନ୍ତି ପୋଲିସ-ଗ୍ରାମବାସୀ ।
ତା’ନିକଟରୁ ଏକ ଅତ୍ୟାଧୁନିକ ମାରଣାସ୍ତ୍ର ଜବତ କରାଯାଇଛି ।
୧୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ଗତକାଲି ସେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ।
ଭୁବନେଶ୍ୱର ଭିଜିଲାନ୍ସ କାର୍ଯ୍ୟାଳୟରେ ସେ ହାଜର ହୋଇଛନ୍ତି । ଭିଜିଲାନ୍ସ ନିର୍ଦ୍ଦେଶରେ ସେ ହାଜର ହୋଇଥିବା ଜଣାପଡିଛି ।
ଗୁରୁବାର ସକାଳ ସାଢ଼େ ୮ଟାରେ ବାହାରିଥିଲେ ସରୋଜ । ତା’ରେ ସେ ଆଉ ଘରକୁ ଫେରିନାହାନ୍ତି ।
ଲୁଟେରା ଗ୍ୟାଙ୍ଗକୁ ଧରିବାକୁ ଯାଇଥିବା ପୋଲିସ୍ ଉପରକୁ ଅତର୍କିତ ଗୁଳି ଚଳାଇଲେ ଲୁଟେରା । ଏହି ଫାୟାରିଂରେ କେହି ପୋଲିସ୍ କର୍ମୀ ଆହତ ହୋଇ ନ ଥିବା ବେଳେ ୩ ଲୁଟେରାଙ୍କୁ କାବୁ କରିବାରେ ସଫଳ ହୋଇଛି ପୋଲିସ୍ ।
ଯାଞ୍ଚ ବେଳେ ଘରୁ ୫୫ ଲକ୍ଷ ଓ ଅଫିସ୍ରୁ ୧୪.୫ ଲକ୍ଷ ଟଙ୍କା ମିଳିଥିଲା । ଏତେ ପରିମାଣର ନଗଦ ଟଙ୍କା କେଉଁଠୁ ଆସିଲା ବୋଲି ପଚାରିଲେ ।
ଭଉଣୀ ମୁଣ୍ତରୁ ସିନ୍ଦୂର ପୋଛିଦେଲା ଭାଇ । ଘର ବିରୁଦ୍ଧରେ ବାହା ହେବାରୁ ପରିବାର ଲୋକେ ଭିଆଇଲେ ଏଭଳି ବିଭତ୍ସ କାଣ୍ତ ।
ବିଡ଼ିଓଙ୍କୁ ଆକ୍ରମଣ ଅଭିଯୋଗ ଦର୍ଶାଇ ଜଣେ ବିଜେପି ବିଧାୟକଙ୍କୁ ଗିରଫ କରିଥିବା ପୋଲିସ, ଏଭଳି ଜଘନ୍ୟ ଅପରାଧରେ ଜଡ଼ିତ ଶାସକ ଦଳ ବିଧାୟକଙ୍କ ପ୍ରତି କାହିଁକି ଏତେ ଅନୁକମ୍ପା ଦେଖାଉଛି ବୋଲି ଦଳ ପ୍ରଶ୍ନ କରିଛି ।
କୋରାପୁଟ ଜିଲ୍ଲା ନନ୍ଦପୁର ଥାନା IIC ଙ୍କୁ ଆକ୍ରମଣ । ଆସାମୀଙ୍କୁ ଧରିବା ପାଇଁ ୩ ପ୍ଲାଟୁନ୍ ଫୋର୍ସ ମୂତୟନ।
ବାୟର ସେଲର ଅଫ୍ ଓଟିପି ଗ୍ରୁପ୍ ସହ ସମ୍ପର୍କରେ ଥାଆନ୍ତି ପ୍ରିଆକ୍ଟିଭେଟେଡ୍ ସିମ୍ ଯୋଗାଉଥିବା ଦୋକାନୀ।