ରାଜସ୍ୱ ମନ୍ତ୍ରୀଙ୍କ ଜିଲ୍ଲାରେ ଚାଲିଛି ବାଲି ଚୋରାଚାଲାଣର ସାହାଣମେଲା । ପ୍ରଶାସନ ଓ ବାଲି ମାଫିଆଙ୍କ ମଧୁଚନ୍ଦ୍ରିକାରେ ଲୁଟ୍ ହେଉଛି ବୁଢ଼ାବଳଙ୍ଗ ନଦୀର ବାଲି । ଆଇନ ଓ ସରକାରୀ ବ୍ୟବସ୍ଥା ଆଖିରେ ଅଙ୍ଗୁଳି ଗେଞ୍ଜି ମାଫିଆ ଖୋଳ କରିବାରେ ଲାଗିଛନ୍ତି ଚୀରସ୍ରୋତା ନଦୀକୁ ।
ଭିଡିଓରେ ଦେଖାଯାଇଛି ଯେ, ବ୍ରିଜେଶ ଏବଂ ତାଙ୍କ ସାଙ୍ଗମାନେ ବାର୍ ବାହାରକୁ ଆସୁଛନ୍ତି । ସେହି ସମୟରେ ମଲ୍ର କିଛି କର୍ମଚାରୀ ଏବଂ ବାଉନ୍ସରମାନଙ୍କ ସହିତ ସେମାନଙ୍କର ଯୁକ୍ତିତର୍କ ହେଉଛି ।
ସଂପତ୍ତି ଲୋଭ ହେଉ କି ପ୍ରତିପତି ହାସଲ ଲକ୍ଷ୍ୟ, ରାଜ୍ୟରେ ନରବଳିର ଅନେକ ନଜିର ରହିଛି ।
ମାଲକାନଗିରିର ଭଡ଼ା ଘର, ସୁନାବେଡ଼ାର ସରକାରୀ ଗୃହ, କୋରାପୁଟର ଦୁଇଟି ଘର ଏବଂ ଶ୍ୱଶୁର ଘର ସମେତ ୫ଟି ସ୍ଥାନରେ ଚଢାଉ କରିଛି ।
DEOଙ୍କ ସହ ଆଲୋଚନା କରୁଥିବା ବେଳେ ଉଭୟ ପକ୍ଷଙ୍କ ମଧ୍ୟରେ ବଚସା ହୋଇଥିଲା ।
ଦୋକାନ ସାମ୍ନାରୁ ଲୁଟି ନେଲେ ୩ କେଜି ସୁନା ଗହଣା । ଗୁଣପୁର ହଳଦିଆ ନାଳ ନିକଟ ଗହଣା ଦୋକାନ ସାମ୍ନାରୁ ଏହି ଲୁଟ୍ ହୋଇଛି ।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ମାମୁକୁ ଅଟକ ରଖି ପଚରାଉଚରା କରୁଛି ।
ଗଞ୍ଜାମ ହଂସପୁରରେ ତୁମୁଳକାଣ୍ଡ । ମୁଖ୍ୟ ଅଭିଯୁକ୍ତକୁ ଗିରଫ ଦାବିରେ ହିଂସାତ୍ମକ ମୋ଼ଡ ନେଲା ଆନ୍ଦୋଳନ ।
ଗତ ଗୁରୁବାର ଦିନ ନର୍ସ ଭାବେ ରାଜଧାନୀର ଏକ ଘରୋଇ ମେଡିକାଲରେ କାମ କରୁଥିବା ଶାଳୀ ସରସ୍ୱତୀଙ୍କୁ ଅପରାହ୍ନ ସାଢ଼େ ୩ଟାବେଳେ ନିଜ ଘରକୁ ଆଣିଥିଲା
ସୁଯୋଗ ଦେଖି ଚାବି ମେକାନିକକୁ ଡାକି ତାଲା ଭାଙ୍ଗି ଲୁଟ୍ କରୁଥିଲା । ସିକ୍ୟୁରିଟି ଗାର୍ଡ ବେଶରେ ଲୁଟେରା ଜଣକ ବାଇକ ଲୁଟି ଚମ୍ପଟ ମାରୁଥିଲା ।
ମଦ ନିଶା ଆଗରେ ହାରିଗଲା ମା’ର ମମତା। ଯିଏ ଜନ୍ମ ଦେଇ ପାଳିପୋଷି ବଡ଼ କରିଥିଲା, ଶେଷରେ ମଦ ନିଶାରେ ଚୁର ହୋଇ ତାକୁ ହିଁ କୁରାଢ଼ିରେ ହାଣି ଦେଲା ପୁଅ।
ପ୍ରସବ କରାଇବା ପାଇଁ ରୋଗୀଙ୍କ ସମ୍ପର୍କୀୟଙ୍କୁ ଲାଞ୍ଚ ମାଗୁଥିଲେ ଡାକ୍ତର । ଭଦ୍ରକ ଜିଲ୍ଲା ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ସ୍ତ୍ରୀ ଓ ପ୍ରସୂତୀ ବିଭାଗ ଡାକ୍ତର ପ୍ରଦ୍ୟୁମ୍ନ କୁମାର ସାହୁଙ୍କ ବିରୋଧରେ ଲାଞ୍ଚ ମାଗୁଥିବା ଅଭିଯୋଗ ଆଣିଲେ ରୋଗୀଙ୍କ ସଂପର୍କୀୟ ।
କଟକ ସଦର ଥାନା ଅଞ୍ଚଳରୁ ଆସିଛି ବଧୂ ହତ୍ୟା ଅଭିଯୋଗ । ଯୌତୁକ ପାଇଁ ଜଣେ ବଧୂଙ୍କ ଜୀବନ ଯାଇଛି । କଟକ ସଦର ଥାନା ଅନ୍ତର୍ଗତ ପ୍ରତାପ ନଗରୀ ଅଞ୍ଚଳରେ ଏଭଳି ଘଟଣା ଘଟିଥିବା ଅଭିଯୋଗରେ ଦର୍ଶାଯାଇଛି ।
ଜାନୁଆରି ୩୧ରେ ମଡେଲ ସୌମ୍ୟରଂଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟା । ଏପ୍ରିଲ ୧୯ ତାରିଖରେ ହେଲା ଏଫ୍ଆଇଆର୍ । ଏତଲା ପାଇଁ କମିଶନରେଟ ପୋଲିସକୁ ଲାଗି ଗଲା ୨ ମାସ ୧୯ ଦିନ ।
ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଝାରସୁଗୁଡ଼ା ବାସଭଭନରେ କାର୍ଯ୍ୟରତ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଏବେ ରାଜନୀତି ଉଷ୍ମ ହେବାରେ ଲାଗିଛି ।
ପୋଷ୍ଟମର୍ଟମ ରିପୋର୍ଟ, ପାରିପାର୍ଶ୍ୱିକ ସ୍ଥିତି, ବୟାନ ଏବଂ ଅନ୍ୟାନ୍ୟ ତଥ୍ୟ ଆଧାରରେ ଏହି ତଦନ୍ତ ଚାଲିଛି । ପ୍ରଦୀପଙ୍କ ମୃତ୍ୟୁକୁ ନେଇ ପୋଲିସ୍କୁ ଦାୟୀ କରିଛନ୍ତି ପରିବାରଲୋକେ ।
ମେଗା ଇଭେଣ୍ଟକୁ ଟାର୍ଗେଟ କରି ରାଜଧାନୀରେ ମହଙ୍ଗା ନିଶା । କୋକେନ୍ ବିକ୍ରି ଯୋଜନା କରି ଗିରଫ ହୋଇଥିବା ଦୁଇ ଅଭିଯୁକ୍ତ ରବି କୁମାର-ଶନି କୁମାରକୁ ରିମାଣ୍ଡରେ ନେଲା ଏସଟିଏଫ୍ ।
ହତ୍ୟାରେ ବ୍ୟବହୃତ ମାରଣାସ୍ତ୍ର, କଟୁରୀ ଓ ଶିବର ମୋବାଇଲ ପୂର୍ବରୁ ସିଜ୍ କରିଛି ପୋଲିସ ।
ପ୍ରଥମଥର ପାଇଁ ଭୁବନେଶ୍ୱରରୁ ଧରାହେଲା କୋକେନ । ଦୁଇ ଜଣ ଆନ୍ତଃରାଜ୍ୟ ନିଶା ମାଫିଆଙ୍କୁ କୋକେନ ବିକ୍ରି ଅଭିଯୋଗରେ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ ।
ଗରମ ତେଲ ଢାଲି ଯୁବକଙ୍କୁ ହତ୍ୟା ଅଭିଯୋଗ । ନୟାଗଡ଼ ଶରଣକୁଳ ଚଢ଼େୟାପଲ୍ଲୀ ଗାଁରେ ଘଟିଛି ଏଭଳି ଘଟଣା ।
ବନ୍ଦ କୋଠରୀରେ ରକ୍ତରଂଜିତ ଅବସ୍ଥାରେ ବିକ୍ଷିପ୍ତ ହୋଇ ପଡ଼ିରହିଛି ମୃତଦେହ । ଆଉ ଏହି ବର୍ବର କାଣ୍ଡ ଭିଆଇଥିବା ଅଭିଯୁକ୍ତ ହେଉଛି ଅଲେଖଙ୍କ ସାନ ଭାଇ ଶିବ ସାହୁ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଣହତ୍ୟା କରିଥିବା ସେ ନିଜେ ସ୍ୱୀକାର କରୁଛି ।
ନିଶାସକ୍ତ ଅବସ୍ଥାରେ ମାଆକୁ ପିଟିପିଟି ହତ୍ୟା କଲା ପୁଅ । ଏଭଳି ଅଭିଯୋଗ ଆସିଛି ବାଲେଶ୍ୱର ସୋର ଥାନା ସିଙ୍ଗାଖୁଣ୍ଟା ପଞ୍ଚାୟତ ଗୁଜଡିହା ଗାଁରୁ ।
ବାଲେଶ୍ୱର ନୀଳଗିରିରେ ଜନୈକ ଗଣମାଧ୍ୟମ ପ୍ରତିନିଧିଙ୍କ ଗୋଡ଼ରେ ବେଡ଼ି ପକାଇଥିଲା ନୀଳଗିରି ପୋଲିସ୍ ।
ମଧ୍ୟରାତ୍ରୀରେ ଭୁବନେଶ୍ୱର ଲିଙ୍ଗିପୁର ଅଞ୍ଚଳରେ ଏକ SBI ଏଟିଏମ୍ରୁ ଏଭଳି ଲୁଟ୍ ହୋଇଛି । ମେସିନ୍ ଲୁଟ୍ ପରେ ସେଥିରୁ ସବୁ ଟଙ୍କା ନେଇ ଭଙ୍ଗା ମେସିନଙ୍କୁ ବି ଫିଙ୍ଗି ଦେଇଛନ୍ତି ଲୁଟେରା ।
ପ୍ରମାଣ ନଷ୍ଟ ପାଇଁ ହତ୍ୟା କରି ପୋଡିଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାର ଛାନ୍ଭିନ୍ ଚଳାଇଛି । ତଦନ୍ତ ପରେ ଅଧିକ ତଥ୍ୟ ସାମ୍ନାକୁ ଆସିବ ବୋଲି କୋରାପୁଟ ଏସ୍ଡିପିଓ କହିଛନ୍ତି ।