ଆଜି ପଶ୍ଚିମ ବଙ୍ଗର ୩ଟି ଆସନରେ ଭୋଟ ଗ୍ରହଣ ଚାଲିଛି । ଭୋଟ ଗ୍ରହଣର କିଛି ଘଣ୍ଟା ପୂର୍ବରୁ ଏଭଳି ଘଟଣା ସାମ୍ନାକୁ ଆସିଛି ।
ଲୋକସଭା ନିର୍ବାଚନ ପୂର୍ବରୁ ଦେଶର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ମୁତୟନ ହେବେ ୩ ଲକ୍ଷ ୪୦ ହଜାର CAPF ଯବାନ।
ଛତିଶଗଡ଼ ନାରାୟଣପୁର ଛୋଟାଙ୍ଗୋଙ୍ଗର ଜଙ୍ଗଲରେ ବିସ୍ଫୋରଣ। CRPF ୯ମ ବାଟାଲିୟନର କନଷ୍ଟେବଳ କମଲେଶ ସାହୁ ସହିଦ
ମୃତକ ଡି. ଗୁଣଶେଖରନ୍ , ଘର ତାମିଲନାଡୁରେ । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ, ପୋଲିସର ତଦନ୍ତ ।
ସିଆର୍ପିଏଫ୍(CRPF)ରେ ୯ ହଜାରରୁ ଅଧିକ କନଷ୍ଟେବଲ୍(ଟେକ୍ନିକାଲ୍ ଓ ଟ୍ରଡ୍ସ୍ମେନ୍) ପଦବୀ ପୂରଣ ପାଇଁ ଖୁବ୍ଶୀଘ୍ର ଆବେଦନ ପ୍ରକ୍ରିୟା ଆରମ୍ଭ ହେବ।
ସେଣ୍ଟ୍ରାଲ୍ ରିଜର୍ଭ ପୋଲିସ୍ ଫୋର୍ସ (CRPF) ଆସିଷ୍ଟାଣ୍ଟ ସବ୍ ଇନ୍ସପେକ୍ଟର (ଷ୍ଟେନୋ) ଏବଂ ହେଡ୍ କନ୍ଷ୍ଟେବଳ (ମନ୍ତ୍ରାଳୟ) ପଦବୀରେ ନିଯୁକ୍ତି ପାଇଁ ଅନ୍ଲାଇନ୍ ଆବେଦନ ସମୟସୀମା ବୃଦ୍ଧି କରିଛି। ବର୍ତ୍ତମାନ ପ୍ରାର୍ଥୀମାନେ ୩୧ ଜାନୁୟାରୀ ୨୦୨୩ ପର୍ଯ୍ୟନ୍ତ ଆବେଦନ କରିପାରିବେ।
ରେଜିଷ୍ଟ୍ରେସନ୍ ପ୍ରକ୍ରିୟା ଜାନୁଆରୀ ୨୫ ପର୍ଯ୍ୟନ୍ତ ଚାଲିବ।
ସଦର ଥାନା ପୋଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।
ଆଉ କିଛି ବର୍ଷ ମଧ୍ୟରେ ଜାମ୍ମୁ-କାଶ୍ମୀର, ଉତ୍ତର ପୂର୍ବାଞ୍ଚଳ ଓ ମାଓପ୍ରବଣ ଅଞ୍ଚଳରେ ଫେରିବ ଚିରଶାନ୍ତି। ଏଭଳି ଶାନ୍ତି ଆସିବ ଯେ, ସେଠାରେ ଆଉ CRPFଙ୍କୁ ମୁତୟନ କରିବାକୁ ପଡ଼ିବ ନାହିଁ।
ଛତିଶଗଡ଼ ରାୟପୁର ରେଲ୍ୱେ ଷ୍ଟେସନରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ଷ୍ଟେସନରେ ଅଟକି ଥିବା ଏକ ଟ୍ରେନ୍ ଭିତରେ ଏହି ବିସ୍ଫୋରଣ ଘଟିଥିବା ଜଣାପଡ଼ିଛି। ସିଆର୍ପିଏଫ୍ ଯବାନମାନେ ଏହି ସ୍ପେଶାଲ ଟ୍ରେନ୍ରେ ଯାତ୍ରା କରୁଥିଲେ।