ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ମହେନ୍ଦ୍ର ସିଂହ ଧୋନି ଆଜି ୨୦୨୨ ଆଇପିଏଲକୁ ନେଇ ବଡ଼ ଘୋଷଣା କରିଛନ୍ତି। ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ସହିତ ଏମଏସ ଧୋନିଙ୍କ ଭବିଷ୍ୟତ ଅନିଶ୍ଚିତତା ମଧ୍ୟରେ ରହିଛି । କିନ୍ତୁ ଆଇପିଏଲର ଆଗାମୀ ସଂସ୍କରଣ ଭାରତରେ ଆୟୋଜିତ ହେଉଥିବାରୁ ସେ ଶେଷ ମ୍ୟାଚ ଚେନ୍ନାଇରେ ଖେଳିବେ ବୋଲି ଦୁବାଇଅରେ କହିଥିଲେ ।
୧୭୩ ରନ୍ର ବିଜୟ ଲକ୍ଷ୍ୟ ନେଇ ମୈଦାନକୁ ଓହ୍ଲାଇଥିଲା ଚେନ୍ନାଇ ସୁପର କିଙ୍ଗସ୍। ଚେନ୍ନାଇ ପକ୍ଷରୁ ୪୪ଟି ବଲରେ ୬୩ ରନ୍ କରି ଆଉଟ୍ ହୋଇଥିଲେ ରବିନ ଉଥାପା। ସେହିପରି ଋତୁରାଜ ୫୦ ବଲରେ ୭୦ ରନ୍ କରି ଆଉଟ୍ ହୋଇଥିଲେ।
ଆଇପିଏଲର ଆଗାମୀ ସିଜନ ଖେଳିନପାରନ୍ତି ଧୋନୀ। ଏକ ଟ୍ବିଟକୁ ନେଇ ଲାଗି ରହିଛି ଚର୍ଚ୍ଚା । ଅଇପିଏଲ ସହ ସବୁଦିନ ପାଇଁ ପଡିଆରୁ ବିଦାୟ ନେବେ ଧୋନୀ।
ଆଇପିଏଲ୍ ୨୦୨୧ର ଦ୍ୱିତୀୟ ସଂସ୍କରଣର ପ୍ରଥମ ମ୍ୟାଚ୍ରେ ଆରମ୍ଭରୁ ଜବରଦସ୍ତ ପ୍ରଦର୍ଶନ କରିଥିଲା ମୁମ୍ବାଇ । ହେଲେ କିଛି ସମୟ ପରେ ଦଳର ସ୍ଥିତି ବିଗିଡ଼ିଗଲା । ସ୍କୋର ଆଖିଦୃଶିଆ ନଥିଲା କି ଅଧିକ ବଲ୍ ନଥିଲା ।
ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଗତ ବର୍ଷ ଅଗଷ୍ଟ ୧୫ରେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇସାରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେବା ପରେ ସବୁବେଳେ ଧୋନିଙ୍କ ଫୋକସ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଉପରେ ହିଁ ରହିଛି। ଆଇପିଏଲର ଏହି ୧୪ତମ ସଂସ୍କରଣରେ ଧୋନିଙ୍କ ଧୁଆଁଧାର ଖେଳ ଦେଖିବାକୁ ମିଳିପାରେ। କାରଣ ଧୋନି ଏବେ ଜବରଦସ୍ତ ଫର୍ମରେ ଅଛନ୍ତି। ଅଭ୍ୟାସ ମ୍ୟାଚରେ ଲମ୍ବା ଲମ୍ବା ସଟ୍ ଖେଳିବା ସହ ଚମତ୍କାର ୱିକେଟ […]