କାକୁଡିକୁ ଏକ ଖରା ଦିନିଆ ଫଳ ଭାବେ ବ୍ୟବହାର କରାଯାଏ। ଏନେଇ ଫେବୃଆରୀ-ମାର୍ଚ୍ଚ ମାସ କାକୁଡି ଚାଷ ପାଇଁ ଖୁବ ଭଲ। ଏହା ସମଗ୍ର ଦେଶରେ ଚାଷ କରାଯାଏ।