ଗ୍ଲୋରୀ ଫେଷ୍ଟରେ ଭାରତବର୍ଷର ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିବା ପାଇଁ ଚାହିଁ ରହିଥା'ନ୍ତି । ଏହି ମଞ୍ଚରେ ନିଜର କଳା ପ୍ରଦର୍ଶନ କରି ଅନେକ ଛାତ୍ରଛାତ୍ରୀ ବିଭିନ୍ନ କ୍ଷେତ୍ରରେ ସଫଳତା ପାଇବା ସହ ଉଚ୍ଚ ପଦ ପଦବୀରେ ପହଞ୍ଚି ପାରିଛନ୍ତି ।
୨ ବର୍ଷ ପରେ କରୋନା କଟକଣା ହଟିବା ପରେ ଜୀବନଜୀବିକା ଏବେ ଟ୍ରାକ୍କୁ ଫେରିଥିବା ଦେଖିବାକୁ ମିଳିଛି। ପାର୍ବଣ ପାଇଁ ଚାରିଆଡ଼େ ଉତ୍ସବ ମୁଖର ହୋଇଥିବା ବେଳେ ୨ ବର୍ଷ ହେଲା ହାତ ବାନ୍ଧି ବସିଥିବା କଳାକାରଙ୍କ ପାଖରେ ଏବେ ତର ନାହିଁ।