କଟକ ଆଠଗଡ଼ ବନ ବିଭାଗ ହେପାଜତରେ ଧନେଶ୍ୱର ବେହେରାଙ୍କ ମୃତ୍ୟୁ ଘଟଣାରେ ନୂଆ ଟ୍ୱିଷ୍ଟ୍। କାଳରାତିର କାହାଣୀ ବଖାଣିଛନ୍ତି ମାଡ଼ରେ ଲହୁଲୁହାଣ ହୋଇଥିବା ଅନ୍ୟ ଜଣେ ବ୍ୟକ୍ତି।
୫ ଲକ୍ଷ କ୍ଷତିପୂରଣ ସହ ଜଣଙ୍କୁ ଚାକିରି ପ୍ରତିଶ୍ରୁତି ।
ହାତୀ ଶିକାର ଅଭିଯୋଗରେ ବନ ବିଭାଗ ଦ୍ୱାରା ଅଟକ ବ୍ୟକ୍ତିଙ୍କ ହେପାଜତ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଘଟଣାକୁ ନେଇ ମୃତକଙ୍କ ପରିବାର ଓ ଗ୍ରାମବାସୀଙ୍କ ପକ୍ଷରୁ ରାସ୍ତାରୋକୋ କରାଯାଇଛି।
ଏସ୍ପିଙ୍କୁ ଭେଟିବା ପରେ ଗଣମାଧ୍ୟମକୁ କହିଛନ୍ତି, ପୁଅର ମୃତ୍ୟୁ ଖବର ପାଇଲା ବେଳେ ତାଙ୍କର ମାନସିକ ଅବସ୍ଥା ଠିକ୍ ନଥିଲା । ତେଣୁ ସେ ସେମିତି କହି ଦେଇଥିଲେ ।
ପାରାଦୀପ ବୃନ୍ଦାବନ କଲୋନୀ ବସ୍ତିର ମନୋରଂଜନ ଗେଡ଼ିକୁ ମିଛ କେସରେ ଫସାଇ ପୋଲିସ ବାଡ଼େଇ ମାରିଦେଇଥିବାର ଆସିଛି ସଂଗୀନ ଅଭିଯୋଗ । ଅଭିଯୋଗ ହେଉଛି, ଦୁଇ ଦିନ ପୂର୍ବରୁ ମନୋରଂଜନକୁ ରାତି ଅଧରେ ଅଭୟଚାନ୍ଦପୁର ପୋଲିସ ଉଠାଇ ନେଇଥିଲା
ଅଭୟଚାନ୍ଦପୁର ଥାନା ଘଟଣା ସହ ପୁରାୀ ବାସେଳି ସାହି ଥାନା ଘଟଣାକୁ ଯୋଡ଼ିଛି କଂଗ୍ରେସ।
ପୋଷ୍ଟମର୍ଟମ ରିପୋର୍ଟ, ପାରିପାର୍ଶ୍ୱିକ ସ୍ଥିତି, ବୟାନ ଏବଂ ଅନ୍ୟାନ୍ୟ ତଥ୍ୟ ଆଧାରରେ ଏହି ତଦନ୍ତ ଚାଲିଛି । ପ୍ରଦୀପଙ୍କ ମୃତ୍ୟୁକୁ ନେଇ ପୋଲିସ୍କୁ ଦାୟୀ କରିଛନ୍ତି ପରିବାରଲୋକେ ।
ପୋଲିସ ହେପାଜତରେ ମୃତ୍ୟୁ । ଭୁବନେଶ୍ୱର ବଡ଼ଗଡ ଥାନା ପୋଲିସ ହେପାଜତରେ ଥିବା ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।
ଜୟପୁରରେ ୪ ପୋଲିସଙ୍କ ବିରୋଧରେ ହତ୍ୟା ମାମଲା I ଗୋଳନ୍ଥରା କଷ୍ଟୋଡିଆଲ୍ ଡେଥ୍ ମାମଲାରେ ବି କେସ୍ I ଜଣେ ବିଜେଡି ନେତା ଓ ତତ୍କାଳୀନ ଗୋଳନ୍ଥରା ଥାନା ଅଧିକାରୀଙ୍କ ନାଁରେ ମାମଲା #CustodialDeath
ପୋଲିସ ହେପାଜତରେ ଥିବା ବେଳେ ଯୁବକଙ୍କ ମୃତ୍ୟୁ । ଏହି ଘଟଣାରେ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରିଛି କ୍ରାଇମବ୍ରାଞ୍ଚ ।
ବରଗଡ଼ ପୋଲିସ୍ ହେପାଜତରେ ଗୋବିନ୍ଦ କୁମ୍ଭାର ମୃତ୍ୟୁ ମାମଲାକୁ ନେଇ ଭାରତ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ମାମଲା ଦାଏର କରାଯାଇଛି। ଏଥିରେ କେନ୍ଦ୍ର ଓ ରାଜ୍ୟ ସରକାର, ଡିଜିପି, ବରଗଡ଼ ଏସ୍ପି, ଥାନା IICଙ୍କୁ ପକ୍ଷଭୁକ୍ତ କରାଯାଇଛି।
ପୋଲିସ ହେପାଜତରେ ଗୋବିନ୍ଦ କୁମ୍ଭାର ମୃତ୍ୟୁ ମାମଲାର ତଦନ୍ତ ପାଇଁ ବରଗଡ଼ରେ ପହଞ୍ଚିଲା ଏଚଆରପିସିର ଦୁଇ ଜଣିଆ ଟିମ୍ । ଗତ ସେପ୍ଟେମ୍ବର ୨୫ ତାରିଖରେ ପୋଲିସ ହେପାଜତରେ ବରଗଡ଼ ତୋରା ଗାଁର ଗୋବିନ୍ଦ କୁମ୍ଭାରଙ୍କ ମୃତ୍ୟୁ ହୋଇଥିଲା ।
ବରଗଡ଼ରେ ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣାର ହେବ HRPC ଓ ବିଚାରବିଭାଗୀୟ ତଦନ୍ତ। ଏ ନେଇ ବରଗଡ଼ ଏସ୍ପି ରାହୁଲ ଜୈନ ADG HRPCଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।
ପୋଲିସ ହେପାଜତରେ ଜଣେ ଅଭିଯୁକ୍ତଙ୍କର ମୃତ୍ୟୁ ଅଭିଯୋଗ ମାମଲାରେ ବରଗଡ଼ ଟାଉନ ଥାନାର ୪ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟାନ୍ତର କରାଯାଇଛି। ଟାଉନ ଥାନାର ଜଣେ ସବ୍-ଇନ୍ସପେକ୍ଟର ଏବଂ ୨ ଜଣ ASIଙ୍କୁ କାର୍ଯ୍ୟାନ୍ତର କରାଯାଇଛି।