• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Custodial Death In Odisha

Custodial Death
ଥାନା ହାଜତରେ ମରିଥିବା ବ୍ୟକ୍ତି କିଏ?

ଭାସିଗଲା ସଂସାର, ଭେଳା ବୁଡ଼ିଗଲା ପରିବାରର। ପରିବାରକୁ ଦାନା ଯୋଗାଉଥିବା ରୋଜଗାରିଆ ମଣିଷର ପୋଲିସ ହାଜତରେ ମୃତ୍ୟୁ ଅଭିଯୋଗ। ଏ ହେଲା ସୁନ୍ଦରପଦା କପିଳପ୍ରସାଦର ଦେବେନ୍ଦ୍ର ଚୌଧୁରୀଙ୍କ ପତ୍ନୀ ଓ ପରିବାର। ଗତ ରାତିଠୁ ଆଖିକୁ ନିଦ ନାହିଁ, ପେଟକୁ ଭୋକ ନାହିଁ। ସେମାନଙ୍କ ଅଭିଯୋଗ, ଦେବେନ୍ଦ୍ରଙ୍କୁ ପୋଲିସ ପିଟି ପିଟି ମାରିଦେଇଛି।  

 Murder Case Against Police
୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ

୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ ହୋଇଛି। ଏକ ପୋଲିସ୍ ହେପାଜତ ମୃତ୍ୟୁ ଘଟଣାରେ ଏହି ୪ ପୋଲିସ୍‌ ଅଧିକାରୀଙ୍କ ବିରୋଧରେ କ୍ରାଇମ୍‌ବ୍ରାଞ୍ଚ ହତ୍ୟା ମାମଲା ରୁଜୁ କରିଛି।