କଟକ ଚଣ୍ଡୀ ମନ୍ଦିର ନବୀକରଣ କାର୍ଯ୍ୟର ଅହେତୁକ ବିଳମ୍ବକୁ ନେଇ ଅସନ୍ତୋଷ। ଦୀର୍ଘ ୨ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟ ଚାଲୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ସମୂର୍ଣ୍ଣ ହୋଇ ପାରିନାହିଁ। ଯାହାକୁ ନେଇ ଅସନ୍ତୋଷ ବଢୁଛି।
ଚଣ୍ଡୀ ମନ୍ଦିର ସାମ୍ନା ରାସ୍ତା ଡାଇଭର୍ଟ କରାଯିବ । ଏହାସହ ମନ୍ଦିର ଚଟାଣ ଉଚ୍ଚ ହେବ ।