୨୦୧୨ ମସିହାରେ ଆରମ୍ଭ ହୋଇଥିବା ଜାଇକା ପ୍ରକଳ୍ପ ନିର୍ମାଣ କାମ ୪ ବର୍ଷରେ ଶେଷ କରିବାକୁ ଚୁକ୍ତି ହୋଇଥିଲା। ଏହାମଧ୍ୟରେ ୧୨ ବର୍ଷ ବିତି ଯାଇଥିଲେ ମଧ୍ୟ ଏହା ସମ୍ପୂର୍ଣ୍ଣ ହେବାର ନାଁ ନେଉନାହିଁ ।
କଟକ ଚୌଧୁରୀ ବଜାରର ମୁଖ୍ୟ ରାସ୍ତାରେ ଜାଇକା ଡ୍ରେନରେ ମାଟି ଧସି ହେବାପରେ ହଠାତ୍ ରାସ୍ତାରେ ୬ ଫୁଟର ଖାଲ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଥିଲା।