କଟକ ସ୍ୱତନ୍ତ୍ର ପକ୍ସୋ କୋର୍ଟ ବିଚାରପତି ସୁବାସ ବିହାରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ ସାମ୍ନାକୁ ଆସିଛି। ରଶି ଲଗାଇ ଝୁଲି ପଡ଼ିବାରୁ ବିଚାରପତି ସୁବାସଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି।