• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Cuttack

Sex Racket Busted In Cuttack
ଥାନା ପଛପଟ ହୋଟେଲ୍‌ରେ ଚାଲିଥିଲା ଦେହ ବ୍ୟବସାୟ, ଧରାପଡ଼ିଲା ରାଣୀ ମହୁମାଛି

କଟକ ସିଡିଏ ସେକ୍ଟର-୭ ମର୍କତନଗର ଅଞ୍ଚଳରେ ଗତକାଲି ସେକ୍ସ ରାକେଟ ଠାବ ହୋଇଛି। ମହିଳା କିଙ୍ଗପିନ୍‌ଙ୍କ ସମେତ ଜଣେ ଗ୍ରାହକ, ଜଣେ ଦଲାଲ୍ ଏବଂ ଅନ୍ୟ ଜଣେ ହୋଟେଲ୍ କର୍ମଚାରୀଙ୍କୁ ପୋଲିସ୍ ଗିରଫ କରିଛି। 

Unique Paint
ମ୍ୟୁଜିୟମରେ ଶୋଭାପାଉଛି ନମିତା, ରାଜାରାମଙ୍କ ତୁଳୀର ଯାଦୁ

କାହାଠୁ କେବେ ଚିତ୍ରକଳାର ପ୍ରଶିକ୍ଷଣ ନେଇନଥିବା ନମିତାଙ୍କ ଏହି ଟ୍ରାଇବାଲ ପେଣ୍ଟିଂକୁ ଦେଖି ଦର୍ଶକ ବିଭୋର ହୋଇଛନ୍ତି।

Duplicate Sauce in Cuttack
ଟମାଟୋ ସସ୍‌ରେ ଟମାଟୋ ନାହିଁ, ଖାଲି ଅଛି ତ...

ବଜାରରେ ମିଳୁଥିବା ସସ୍‌କୁ ଆପଣ ବେଶ୍ ଉପଭୋଗ କରି ଖାଉଥିବେ । ଲାଲ ରଙ୍ଗର ସସ୍ ଦେଖିବାକୁ ଯେତେ ସୁନ୍ଦର ସ୍ୱାସ୍ଥ୍ୟ ପକ୍ଷେ ସେତେ ଖରାପ । ଏହା ଆମେ କହୁନୁ ବରଂ ଏଭଳି କିଛି ଦୃଶ୍ୟ କଟକର ମାଲଗୋଦାମରେ ଦେଖିବାକୁ ମିଳିଛି । ଏହାର ତିଆରି ପ୍ରଦ୍ଧତି ଓ କାରଖାନାକୁ ଦେଖିଲେ ଏହା ସ୍ପଷ୍ଟ ଭାବେ ଜାଣି ହେବ ଯେ ଏହା ଦେହ ପ୍ରତି କେତେ ହାନିକାରକ ।

Coaching Centre Sealed
ଅଫ୍‌ଲାଇନ୍‌ କ୍ଲାସ୍‌ ଚାଲିଥିବା ବେଳେ କୋଚିଂ ସେଣ୍ଟର ସିଲ୍‌

କଟକ ବାଦାମବାଡ଼ି ଲିଙ୍କ୍ ରୋଡ୍ ସ୍ଥିତ ଏକ କୋଚିଂ ସେଣ୍ଟରକୁ CMC ସିଲ୍‌ କରିଛି। କୋଭିଡ୍ କଟକଣା ଉଲ୍ଲଙ୍ଘନ ଅଭିଯୋଗରେ ସିଏମ୍‌ସି ଚଢ଼ଉ କରିଥିଲା।

Excise Dept Destroys Litres Of Country Liquor In Cuttack
ଗଛ ଉପରେ ଥିଲା ଦେଶୀ ମଦ

ତୁମ ବୁଦ୍ଧିକୁ ଶହେ ସଲାମ : ଅବକାରୀ ବାବୁଙ୍କୁ ଡରି ଗଛ ଉପରେ ଲୁଚାଯାଇଥିଲା ଦେଶୀ ମଦ, ଆଉ ତା'ପରେ ହେଲା କଣ?

Mathematics Cafe
ଗଣିତ ପଢା ସାଙ୍ଗକୁ ସ୍ନାକ୍ସ ଖିଆ: ଏଭଳି କିଛି ନିଆରା ପ୍ରୟାସ କରିଛନ୍ତି ଏହି ଯୁବକ..

ଆପଣମାନେ କଫି କାଫେ ଦେଖିଥିବେ, ନେଟ୍ କାଫେ ବି ଦେଖିଥିବେ, ହେଲେ କେବେ ମାଥମେଟିକ୍ସ କାଫେ ଦେଖିଛନ୍ତି କି? କେଉଁଠି ରହିଛି ଏମିତି କାଫେ ଏବଂ କଣ ହୁଏ ସେହି କାଫେରେ ଆସନ୍ତୁ ଜାଣିବା । ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି କଟକ ଶିଖରପୁରରେ ।

vaccination
କାଲିଠୁ ୧୫ରୁ ୧୮ ବର୍ଷର ପିଲାଙ୍କୁ ଦିଆଯିବ କରୋନା ଟିକା: କଟକରେ ଆଜି ସନ୍ଧ୍ୟାରୁ ସ୍ଲଟ୍‌ ବୁକିଂ

କଟକ ଜିଲ୍ଲାରେ ୧୫ରୁ ୧୮ ବର୍ଷ ବର୍ଗଙ୍କୁ ଟିକା ପାଇଁ ଆଜି ସନ୍ଧ୍ୟାରୁ ସ୍ଲଟ୍ ବୁକିଂ ହେବ। ସ୍ଲଟ୍ ବୁକିଂ କରିଥିବା ୧୫ରୁ ୧୮ ବର୍ଷ ବର୍ଗ ପିଲା କାଲିଠାରୁ ଟିକା ନେବେ।

Story Of Dipu - Cuttack Boy Who Sells Tea On Cycle To Earn Livelihood For Family
ଶୈଶବ କାନ୍ଧରେ ପରିବାର ବୋଝ; କଟକର ଗଳିକନ୍ଦିରେ ବୁଲି ବିକ୍ରି କରୁଛନ୍ତି ଚା’

କଟକ ଜାଉଁଳିଆପଟି ଅଞ୍ଚଳର କୁନି ଚା ବିକାଳି ଉମା ଶଙ୍କର ଚୌଧୁରୀ ଓରଫ ଦୀପୁ । ମାତ୍ର ୧୧ ବର୍ଷ ବୟସରେ ସେ ପରିବାର ପ୍ରତିପୋଷଣ ପାଇଁ କଟକର ଗଳିକନ୍ଦିରେ ବୁଲି ଚା ବିକ୍ରି କରିଥାନ୍ତି । କେବଳ ଏତିକି ନୁହେଁ ଏହାସହ ସେ ଫୋନରେ ଅନଲାଇନ୍ ଅର୍ଡର ନେଇ ମଧ୍ୟ ଚାହା ଯୋଗାଇଥାନ୍ତି ।

Story Of Dipu - Cuttack Boy Who Sells Tea On Cycle To Earn Livelihood For Family
ଶୈଶବ କାନ୍ଧରେ ପରିବାର ବୋଝ

ଗୋଟେ ହାତରେ ସାଇକେଲ୍, ଆଉ ଗୋଟେ ହାତରେ ଚା ବ୍ୟାଗ୍ କୁନି ସାଇକେଲ୍ ଖଣ୍ଡିଏ ଧରି ସକାଳୁ ସକାଳୁ ବୁଲୁଚନ୍ତି କଟକର ଗଳିକନ୍ଦିରେ ଆଉ ଛକ ଛକରେ ଅଟକି ଲୋକଙ୍କୁ ଚା ଦେଉଛନ୍ତି ଲୋକେ ବି ଚା ପିଇ ଖୁବ୍ ପ୍ରଶଂସା କରୁଛନ୍ତି

Special story
ପଦବୀ ଗଲା ପରେ ପଚାରେ କିଏ ?

ଦିନେ ଗୁହାରି ଧରି ଲୋକେ ଆସୁଥିଲେ, ଆଉ ସହାୟତା ପାଉଥିଲେ ହେଲେ ଆଜି ସେ ଦିନକୁ ଦୁଇ ମୁଠା ଖାଇବା ଯୋଗାଡ଼ କରିବାକୁ ନାନା ସଂଘର୍ଷ କରୁଛନ୍ତି ସମ୍ବଲପୁର ଧନକଉଡ଼ାର ପୂର୍ବତନ ବ୍ଲକ ଅଧ୍ୟକ୍ଷା ନିରାଶୀ ।

vegetable Price
ଏବେ କଞ୍ଚା ପରିବା ରେଟ୍ ଅମୂଲମୂଲ ! ଯାହାକୁ ଧରିବ କିଲୋ ୫୦ ନହେଲେ ୮୦

ଏବେ ଅପେକ୍ଷା କେବେ କମୁଛି ପନିପରିବା ଦର, କେବେ ଖାଉଟିଙ୍କୁ ମିଳୁଛି ଆଶ୍ୱସ୍ତି?

ଜୟନ୍ତ ସାମଲ ଓ ତାଙ୍କ ପତ୍ନୀ
ସ୍ତ୍ରୀର ଆଖି ଆଗରେ ଚାଲିଗଲା ସ୍ୱାମୀର ଜୀବନ

ଗୁରୁତର ଅବସ୍ଥାରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

cuttack SCB
ଏସ୍‌ସିବି ମେଡିକାଲ୍‌ରେ BSKY ଯୋଜନା ବାଟବଣା !

କଟକ ଏସସିବି ମେଡିକାଲର ଇନଡୋର ରୋଗୀଙ୍କ ପାଇଁ ମାଗଣା ମେଡିସିନ୍ ବ୍ୟବସ୍ଥା ଠପ୍ ହୋଇଯାଇଛି । ନ୍ୟୁରୋଲୋଜି ବିଭାଗରେ ରୋଗୀଙ୍କୁ ମିଳୁନି ଆବଶ୍ୟକ ଇଞ୍ଜେକସନ୍ । ସରକାର ଗୋଟିଏ ପଟେ ମାଗଣା ସ୍ମାର୍ଟ ସ୍ୱାସ୍ଥ୍ୟକାର୍ଡ ବଣ୍ଟନ ପ୍ରଚାର ସାଙ୍ଗକୁ ମାଳମାଳ ହୋର୍ଡିଂ ମାରି ବାହାବା ନେବାରେ ବ୍ୟସ୍ତ ଥିବାବେଳେ ଅନ୍ୟପଟେ ବାସ୍ତବ ଚିତ୍ର କିଛି ଏମିତି ଲାଗୁଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଏବେ ବାଟବଣା ।

Biswanath Pandit Central Library
ଅସ୍ତିତ୍ୱ ହରାଇଲାଣି ଜ୍ଞାନର ଏନ୍ତୁଡ଼ିଶାଳ ବିଶ୍ୱନାଥ ପାଠାଗାର

ପାଠକଙ୍କ ପାଇଁ ପାଠାଗାର ହେଉଛି ଜ୍ଞାନର ଏନ୍ତୁଡ଼ିଶାଳ । ହେଲେ କଟକସ୍ଥିତ ପୁରାତନ ବିଶ୍ୱନାଥ ପଣ୍ତିତ କେନ୍ଦ୍ରୀୟ ପାଠାଗାର ଏବେ ଧିରେ ଧିରେ ତାର ଅସ୍ତିତ୍ୱ ହରାଇବାକୁ ବସିଲାଣି ।

international Record by little Boy
ଇଣ୍ଟରନାସନାଲ୍ ବୁକ୍ ଅଫ୍ ରେକଡର୍ସରେ ସ୍ଥାନ ପାଇଲେ ୭ ବର୍ଷର ବାଳକ

କେବଳ ଏହି ପ୍ରତିଯୋଗିତା ନୁହେଁ, ସେ ଅନେକ ଜାତୀୟ ଓ ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟରେ ମଧ୍ୟ ସଫଳତା ହାସଲ କରିଛନ୍ତି।

\'Mahanadi Mahotsav\' Kick Starts In Cuttack
କଟକରେ ମହାନଦୀ ଉତ୍ସବ ଆରମ୍ଭ

କଟକ ବାଲିଯାତ୍ରା ପଡିଆରେ ଉଦଘାଟିତ ହୋଇଛି ମହାନଦୀ ମହୋତ୍ସବ। ୫ ଦିନ ଧରି ଚାଲିବା ଏହି ମହୋତ୍ସବ ।

Dhanu Sankranti- Maun Makers In Cuttack Do Brisk Business
ଆଧୁନିକ ଯୁଗରେ ପରମ୍ପରାର ଛାପ; ବଢୁଛି ଧନୁ ମୁଆଁର ଚାହିଦା

ଆଜି ହେଉଛି ଧନୁ ସଂକ୍ରାନ୍ତି । ଏନେଇ କାରିଗରମାନେ ଲାଗିପଡିଛନ୍ତି ମୁଆଁ ପ୍ରସ୍ତୁତ କରିବାରେ । ଆଧୁନିକତା ଭିତରେ ଆଜି ବି ବଞ୍ଚି ରହିଛି ପରମ୍ପରା । ରାଜ୍ୟର ବିଭିନ୍ନ ସ୍ଥାନରେ ମୁଆଁ ବିକ୍ରି କରାଯାଏ ।

Dhanu Sankranti- Maun Makers In Cuttack Do Brisk Business
ଆଜି ଧନୁ ମୁଆଁ ଖାଇବା

ଆଜି ଧନୁ ସଂକ୍ରାନ୍ତି.. ଓଡ଼ିଆଙ୍କ ଘରେ ପୂଜା ହୁଏ ଧନୁ ମୁଆଁ.. ସମୟ ବଦଳିବା ସହ ବଦଳିଛି ଲୋକଙ୍କ ପାଟିର ସ୍ୱାଦ.. ଆଧୁନିକତା ଭିତରେ ଆଜି ବି ବଞ୍ଚି ରହିଛି ପରମ୍ପରା.. କରୋନା କଟକଣା ଥିବାରୁ ଏଥର ମୁଆଁ ଅନଲାଇନରେ ବି ମିଳୁଛି.

Jayashree Sahu
୬୦ ଦିନରେ ୬୦ କାହାଣୀ ଲେଖି ସମ୍ମାନିତ ହେଲେ ଜୟଶ୍ରୀ

ସର୍ଜନା ଦୁନିଆରେ ଛୋଟ ଛୋଟ ପାଦ ପକାଇ ସେ ସାଉଁଟୁଛନ୍ତି ଆର୍ଶୀବାଦ ରୂପକ ସମ୍ମାନ ଓ ସମ୍ବର୍ଦ୍ଧନା.. କଟକ ବାଦାମବାଡ଼ି ଅଞ୍ଚଳରେ ରହୁଥିବା କାର୍ତ୍ତିକ ସାହୁ ଓ ଜାନକୀ ସାହୁଙ୍କ ସୁନା ଝିଅ ଜୟଶ୍ରୀ ସାହୁ..

CM Naveen Patnaik Visit Cuttack To Distribute BSKY Card
ଠେଲିକି ଭ୍ୟାନରେ ପୁରେଇଲା ପୋଲିସ

କଟକର ବାଲିଯାତ୍ରା ପଡିଆରେ ମୁଖ୍ୟମନ୍ତ୍ରୀ ପହଞ୍ଚି ଆଜି BSKY କାର୍ଡ ବଣ୍ଟନ କରିଛନ୍ତି ।ସେପଟେ ବିଜେପି ଯୁବ ମୋର୍ଚ୍ଚା ଏହାର ବିରୋଧ କରିଛନ୍ତି ।

Cyclone Jawad | Central Team To Visit Ganjam, Jajpur Cuttack Today For Damage Assessment
ଗ୍ରାଉଣ୍ଡ ଜିରୋରେ କେନ୍ଦ୍ରୀୟ ଟିମ୍

ବର୍ଷା ଛାଡ଼ିବାର ସପ୍ତାହେ ପରେ ଗ୍ରାଉଣ୍ଡ ଜିରୋରେ କେନ୍ଦ୍ରୀୟ ଟିମର ଅନୁଧ୍ୟାନ... ଆଜି ଗଞ୍ଜାମ, ଯାଜପୁର ଓ କଟକ ଜିଲ୍ଲା ବୁଲି ଦେଖିବେ ...

CM Naveen Patnaik To Visit Cuttack Today
ଆଜି କଟକ ଯିବେ ମୁଖ୍ୟମନ୍ତ୍ରୀ

ଆଜି କଟକ ଯିବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାର ୨୦୦ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବାଣ୍ଟିବେ ନବୀନ... ବାଲିଯାତ୍ରା ଉପର ପଡ଼ିଆରେ କାର୍ଯ୍ୟକ୍ରମ ଆୟୋଜନ .

Winter Wear Market In Cuttack Witnesses Huge Footfall As Mercury Continues To Drop In Odisha
ଏଠି ଶସ୍ତାରେ ମିଳୁଛି ଭଲ ପୋଷାକ !

ସିଲଭର ସିଟିରେ ଧିରେ ଧିରେ ବଢୁଛି ଶୀତ । ଆଉ ତା ସାଙ୍ଗକୁ ବଢୁଛି ଶୀତ ବସ୍ତ୍ର ବଜାରରେ ବିକ୍ରିବଟା । ଦେଖନ୍ତୁ କଟକରେ କେମିତି ଚାଲିଛି ଶୀତବସ୍ତ୍ରର ବ୍ୟବସାୟ ଏହି ରିପୋର୍ଟରେ...

winter dress
ସିଲଭର୍ ସିଟିରେ ଶୀତ ବଢ଼ିବା ସହ ବଢୁଛି ଶୀତ ବସ୍ତ୍ରର ଚାହିଦା

ସିଲଭର୍ ସିଟିରେ ଧିରେ ଧିରେ ଶୀତ ବଢିବାରେ ଲାଗିଛି । ଆଉ ତା ସାଙ୍ଗକୁ ବଢୁଛି ଶୀତ ବସ୍ତ୍ର ବଜାରରେ ବିକ୍ରିବଟା । ଦୁଇ ବର୍ଷ ହେଲା କଟକଣା କାରଣରୁ ବ୍ୟବସାୟ ଚାଲିନଥିବା ବେଳେ ଏଥର ଭଲ ବ୍ୟବସାୟ ହେବ ବୋଲି ଆଶା କରାଯାଉଛି ।

winter market in ctc
କଟକରେ ଜମୁଛି ଶୀତ ବଜାର, ମିଳୁଛି ଭଳିକି ଭଳି ଶୀତ ବସ୍ତ୍ର

ସିଲଭର ସିଟିରେ ଧିରେ ଧିରେ ବଢୁଛି ଶୀତ ଆଉ ତା ସାଙ୍ଗକୁ ବଢୁଛି ଶୀତ ବସ୍ତ୍ର ବଜାରରେ ବିକ୍ରିବଟା । ଦୁଇ ବର୍ଷ ହେଲା କରୋନା କଟକଣା କାରଣରୁ ବ୍ୟବସାୟ ଚାଲିନଥିବା ବେଳେ ଏଥର ଭଲ ବ୍ୟବସାୟ ହେବା ଆଶା ନେଇ ସୁଦୂର ଗଜପତି ଚନ୍ଦ୍ରଗିରିରୁ ଆସି ଖାନ୍ ନଗର ପାର୍କ ନିକଟରେ ତିବ୍ଦତ ବ୍ୟବସାୟୀ ମାନେ ଶୀତ ବସ୍ତ୍ରର ଆସର ଜମେଇଛନ୍ତି । ଗ୍ରାହକ ମଧ୍ୟ ଗୋଟିଏ ସ୍ଥାନରୁ ଶସ୍ତା ଓ ଭଲ ପୋଷାକ ପାଉଥିବାରୁ ଭିଡ଼ ଜମାଉଛନ୍ତି ...