କିସ୍ରେ ଛାତ୍ରଛାତ୍ରୀଙ୍କ ରହଣୀ ଅତି ନିମ୍ନମାନର, ଆଦିବାସୀ ପିଲା ରହୁଥିବା କୋଠରୀ ଗୁଡ଼ିକରେ ଅତ୍ୟଧିକ ଭିଡ଼ ଓ ଆବଶ୍ୟକ ପରିମାଣର ଟଏଲେଟର ଅଭାବ, ଅପରିଷ୍କାର ପରିବେଶ ସାଙ୍ଗକୁ ମୌଳିକ ସୁବିଧାର ଅଭାବ ନେଇ ଦୀର୍ଘ ୮ବର୍ଷ ତଳୁ ଅର୍ଥାତ୍ ୨୦୧୭ ଜୁଲାଇ ୬ରେ ଜିଲ୍ଲା ଶିଶୁ ବିକାଶ କଲ୍ୟାଣ କମିଟି ବା CWC ରିପୋର୍ଟ ଓ ସୁପାରିସ କରିଥିଲେ ।
ଗୋଟିଏ ଦିନରେ ହିଁ ଭାରତ ପାଇଛି ୩ ଟି ପଦକ । ସେଥିରେ ଗୋଟିଏ ସ୍ୱର୍ଣ୍ଣ, ଗୋଟିଏ ରୌପ୍ୟ, ଗୋଟିଏ ବ୍ରୋଞ୍ଜ ପଦକ ସାମିଲ ରହିଛି ।