ବିଶ୍ୱର ବିଶିଷ୍ଟ ଧନୀ ବ୍ୟକ୍ତି ତଥା ଆମେରିକାର ସରକାରୀ କାର୍ଯ୍ୟଦକ୍ଷତା ବିଭାଗ (DOGE) ମୁଖ୍ୟ ଏଲନ୍ ମସ୍କ କହିଛନ୍ତି, ତାଙ୍କ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ‘X’ ( ପୂର୍ବର ଟ୍ୱିଟର )କୁ ହୋଇଥିବା ବଡ ଧରଣର ସାଇବର ଆଟାକ୍ ୟୁକ୍ରେନ ଦେଶରୁ ହିଁ ଆରମ୍ଭ ହୋଇଥିଲା । ଏହି ପ୍ଲାଟଫର୍ମ ସାରା ବିଶ୍ୱରେ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା ।
ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଛି ଘମାଘୋଟ ଲଢେଇ। ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି। ଆଜି ଇରାନର ଆଣବିକ ଘାଟି ସମେତ ଅନେକ ସରକାରୀ ପ୍ରତିଷ୍ଠାନ ଉପରେ ଏକକାଳୀନ ସାଇବର ଆଟାକ ହୋଇଛି।
ଭିନ୍ନ ଭିନ୍ନ ଉପାୟରେ ସାଇବର ଠକ ମାନେ ଲୋକଙ୍କୁ ଲୁଟି ଚାଲିଛନ୍ତି । ଲୋକେ ଯେତେ ସତର୍କ ହେଲେ ବି ସାଇବର ଠକ ନୂଆ ନୂଆ ଫଣ୍ଡା ଆପଣାଇ ଚୋରି କରୁଛନ୍ତି ।
ଉଚ୍ଚଶିକ୍ଷିତ ହେବା ସହ ମୋଟା ଅଙ୍କର ରୋଜଗାର କରିଥାନ୍ତି ଏହି ଡିଜିଏମ୍ । ହେଲେ ମାତ୍ର ୫୦ଟଙ୍କା ଲୋଭରେ ହରାଇଛନ୍ତି ୩୯ ଲକ୍ଷ ଟଙ୍କା ।
AIIMS ସର୍ଭର ଆଟାକ୍ ଚୀନ୍ ଦ୍ୱାରା କରାଯାଇଥିବା ସରକାରୀ ସୂତ୍ରରୁ ସ୍ପଷ୍ଟ ହୋଇଛି । ୫ଟି ସର୍ଭରରୁ ସରକ୍ଷିତ ଭାବେ ଡାଟା ରିଷ୍ଟୋର କରାଯାଇଛି ।
ତାଇଓ୍ୱାନ୍-ଆମେରିକା ସଂପର୍କକୁ ନେଇ ନାଲି ଆଖି ଦେଖାଇଛି ଚାଇନା। ତାଇୱାନ ଚାରିପାଖ ସମୁଦ୍ରରେ ଆଜି ସମରାଭ୍ୟାସ କରିବ ଡ୍ରାଗନ୍। ସେପଟେ ତାଇଓ୍ୱାନ ରାଷ୍ଟ୍ରପତି ଭବନ ସମେତ ଗୁରୁତ୍ୱପୂର୍ଣ୍ଣ ବିଭାଗର ୱେବସାଇଟ୍ ଉପରେ ସାଇବର୍ ଆଟାକ୍ ହୋଇଥିବା ତାଇୱାନ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି।
ସୁନ୍ଦର ଯୁବତୀଙ୍କ ପ୍ରେମରେ ଉବୁଟୁବୁ ଯୁବକ। ଫଟୋ ଗୋଟିଏ ମିଳିଯିବା ପରେ ପାଗଳ ହୋଇଗଲେ...ଆଉ ଏହାରି ଭିତରେ ଆକାଉଣ୍ଟରୁ ଖାଲି ହେବାରେ ଲାଗିଛି ଟଙ୍କା, ଜାଣିବା ବେଳକୁ ଆଉ କିଛି ନାହିଁ
ୟୁରୋପରେ ‘ସାଇବର ଆଟାକ୍’ ନେଇ ଆଶଙ୍କା କରାଯାଉଛି। ଏହାଦ୍ୱାରା ଅନେକ ଦେଶର ହଜାର ହଜାର ସଂଖ୍ୟକ ଇଣ୍ଟରନେଟ୍ ୟୁଜର୍ସ ପ୍ରଭାବିତ ହୋଇଥିବା ଜଣାପଡ଼ିଛି।