ପୋଲିସ ଅଫିସର ଜଣଙ୍କ ପୂର୍ବରୁ ଆଭାସ୍ ପାଇସାରିଥିଲେ ଯେ, ଆଜିକାଲି କିଛି ଠକମାନେ ଏମିତି ଫର୍ମୁଲା ପକାଇ ଲୋକଙ୍କୁ ଲୁଟ୍ କରୁଛନ୍ତି ।
ମାତ୍ର ୪୯ ଟଙ୍କାରେ ୪ ଡଜନ୍ ଅଣ୍ଡା ଅର୍ଡର କରିବା ଲୋଭରେ ସେ ହରାଇଛନ୍ତି ୪୮ ହଜାର ଟଙ୍କା।
ଅନଲାଇନରେ ଠକିନେଲା କ୍ରିପ୍ଟୋ କରେନସି ସଂସ୍ଥା BTC । BTC ନାଁରେ EOWରେ ଅଭିଯୋଗ କଲେ ଜମାକାରୀ ।
ନକଲି ୱେବସାଇଟ୍ ଖୋଲି ପର୍ଯ୍ୟଟକଙ୍କୁ ଲଗାଉଛନ୍ତି ଚୂନ । ପୁରୀ ଓ ଭୁବନେଶ୍ବରରେ ଠକେଇକୁ ନେଇ ବଢ଼ିଲା ଚିନ୍ତା
ଲୋନ ଆପ୍ ଜରିଆରେ ଠକେଇ ପରେ ଏବେ ଟ୍ରେଡିଂ ଆପ୍ ନାଁରେ ଚାଲିଛି ବେଆଇନ ଟିଟଫଣ୍ଡ ବେପାର । ଜମାକାରୀଙ୍କୁ ଆକୃଷ୍ଟ କରିବାକୁ ସ୍ୱତନ୍ତ୍ର ଆପ୍ ଜରିଆରେ ଚିତା କାଟୁଛନ୍ତି ଅଦୃଶ୍ୟ ଲୁଟେରା ।
ଲୋଭରେ ପଡ଼ି ଲୋକେ ଇନଭେଷ୍ଟମେଣ୍ଟ ଏବଂ ଅନଲାଇନ୍ ଟ୍ରେଣ୍ଡିଂ ମୋହରେ ପଡ଼ି ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି । ଖାଲି ଏତିକି ନୁହେଁ ବରଂ ଟେଲିଗ୍ରାମ୍ ଜରିଆରେ ଲିଙ୍କ୍ ପଠାଇ ଅଧିକ ରିର୍ଟନ ପାଇବା ଆଶାରେ କୋଟି କୋଟି ଟଙ୍କାର ଠକେଇର ଶିକାର ହୋଇଛନ୍ତି ଲୋକେ । ପାଖାପାଖି ଏନେଇ ୧୪ ମାମଲା ସାମ୍ନାକୁ ଆସିଛି ।
୪୦ ଜଣ ବ୍ୟାଙ୍କ ଗ୍ରାହକଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି । KYC ଏବଂ PAN ବିବରଣୀ ଅପଡେଟ୍ କରିବାକୁ କହି ଲୁଟ କରିଛନ୍ତି ଲକ୍ଷାଧିକ ଟଙ୍କା । ସୂଚନା ମୁତାବକ ଗ୍ରାହକଙ୍କ ନିକଟକୁ ଏକ ମେସେଜ ଆସିଥିଲା । ଯେଉଁଥିରେ ଆକାଉଣ୍ଟ ସଂପର୍କିତ ତଥ୍ୟ ପ୍ରଦାନ କରିବାକୁ କୁହାଯାଇଥିଲା ।
ଦୁଇ ଜଣଙ୍କ ନିକଟରୁ ୪ ଲକ୍ଷ ଟଙ୍କା ଆଦାୟ କରିଛି ସାଇବର ଥାନା ପୋଲିସ ।
କେତେବେଳେ କେଉଁଠୁ କଲ ଆସିବ କିମ୍ବା ମୋବାଇଲ୍ରେ କେଉଁ ସୁଇଚ୍ ଚିପି ହୋଇଯିବ, ଆଉ ଆଖି ପିଛୁଳାକେ ସାରା ଜୀବନର ସଞ୍ଚୟ ଉଭାନ ହୋଇଯିବ ।
ସପ୍ତାହକ ମଧ୍ୟରେ ଲୁଟି ନେଲେ ୨୫ ଲକ୍ଷ ଟଙ୍କା । ସାଇବରଥାନାରେ ଅଭିଯୋଗ ପରେ ତନାଘନା ।
କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନିଙ୍କ ନାଁରେ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ ଖୋଲିଛନ୍ତି ସାଇବର ଠକ । ଏବଂ ତାଙ୍କ ନାଁରେ ଲୋକଙ୍କୁ ମେସେଜ୍ ପଠାଇ ଆମାଜନ ଗିଫ୍ଟ କାର୍ଡ ମାଗୁଛନ୍ତି ।
ନୂଆ ଉପାୟରେ ଚୂନ ଲଗାଇଛନ୍ତି ସାଇବର ଠକ । ଭୁବନେଶ୍ୱରର ଏକ ପ୍ରତିଷ୍ଠିତ ମେଡିକାଲର ଫାର୍ମାସିଷ୍ଟଙ୍କଠାରୁ ଲକ୍ଷେ ଟଙ୍କା ଠକେଇ ହୋଇଛି ।
କେନ୍ଦ୍ରାପଡ଼ା/ଭୁବନେଶ୍ୱର: ସାଇବର ସେଲ୍କୁ ବଡ଼ ସଫଳତା । ଫେରାଇ ଆଣିଲା ଲକ୍ଷାଧିକ ଟଙ୍କା । ‘ସେୟାର ମାର୍କେଟରେ ଟଙ୍କା ଲଗାଇଲେ, ଆମେ ତୁମକୁ ପ୍ରଚୁର ଲାଭ ଦେବୁ ।’ ଏଭଳି କିଛି ଲୋଭ ଦେଖାଇ ଟଙ୍କା ଲୁଟ କରିବାର ଉପାୟ ବାହାର…