ଆପଣଙ୍କ ଆଖିରେ ଅନ୍ଧପୁଟୁଳି ବାନ୍ଧି ସେମାନେ ନେଇଯାଆନ୍ତି ଅନ୍ୟଏକ ଦେଶକୁ, ଯେଉଁଠିକୁ ଆପଣ କେବେ ଯାଇନଥିବେ। ଆଖିରୁ ଅନ୍ଧପୁଟୁଳି ଖୋଲିଲା ବେଳକୁ ଆପଣଙ୍କ ଠିକଣା ବଦଳି ସାରିଥିବ। ପଦାକୁ ବାହାରିଲେ ଆରେଷ୍ଟ ହେବେ। ତା ପରେ ଆପଣ ପାଲଟି ଗଲେ ସ୍ଲେଭ୍ ଚା ଦାସ। ଆଉ ତା ପରେ କଣ ହୁଏ ଶୁଣନ୍ତୁ ସାଇବର ଏକ୍ସପର୍ଟଙ୍କଠାରୁ।
୨୦୨୪ ଜାନୁଆରୀରୁ ଜୁନ୍, ଗତ ୬ ମାସ ମଧ୍ୟରେ ଭୁବନେଶ୍ୱରରେ ସାଇବର ଅପରାଧ ଜନିତ ୨ ହଜାର ୩୯୪ଟି ରିପୋର୍ଟ ଥାନାକୁ ଆସିଛି । ଏଥିମଧ୍ୟରୁ ୧୧୦ଟି ମାମଲା ପଞ୍ଜୀକୃତ ହୋଇଛି ।
ବଢିଚାଲିଛି ସାଇବର୍ ଠକେଇ। ଦିନକୁ ଦିନ ନୂଆ ନୂଆ ତରିକାରେ ସାଇବର ଠକମାନେ ଲୁଟ୍ ଚଳାଇଛନ୍ତି।
ପ୍ରଥମେ ଇନଷ୍ଟାଗ୍ରାମରେ ବନ୍ଧୁ ହେଲେ। ଏହାପରେ ଗଢ଼ିଉଠିଲା ଭାଇ ଭଉଣୀର ସମ୍ପର୍କ। ତା’ପରେ ଠକେଇର ଶିକାର ହେଲେ ଭଉଣୀ।
ସାଇବର ଫ୍ରଡଙ୍କ ଶିକାର ହୋଇଛନ୍ତି ଜଣେ ବୟସ୍କ ମହିଳା। ଚୋରଙ୍କ ଜାଲରେ ପଡ଼ି ଗଣିଲେ ୧ କୋଟି ୪୮ ଲକ୍ଷ ଟଙ୍କା। ତିନିଦିନ ଧରି ମହିଳାଙ୍କ ସମସ୍ତ ତଥ୍ୟ ନେଇ ତାଙ୍କୁ ବୁଲାଇଲେ କଳାକନା। ବୃଦ୍ଧାଙ୍କୁ ଡିସିପି ବୋଲି ପରିଚୟ ଦେଇ ତାଙ୍କ ଆକାଉଣ୍ଟ ଖାଲି କରିଦେଇଛନ୍ତି।
ଟେଲିଗ୍ରାମ ଜରିଆରେ ସାଧାରଣ ଲୋକଙ୍କୁ ଚୁନା ମାରୁଥିଲେ ଏହି ଗ୍ୟାଙ୍ଗ । ଭୁବନେଶ୍ୱରରେ ବସି ସାରା ବିଶ୍ୱର ଲୋକଙ୍କୁ କରୁଥିଲେ ଠକେଇ ।
ଜୈନିକ ବ୍ୟକ୍ତି ତାଙ୍କ ପେଟକୁ ଦାନା ଦେଉଥିବା କମ୍ପାନୀକୁ ଠକି କୋଟିଏ ଟଙ୍କାର ଘୋଟାଲା କରିଥିଲେ। ଆଉ ସେହି ଟଙ୍କାକୁ ଏବେ ଲୁଟି ନେଇଛି ସାଇବର ଲୁଟେରା। ଆଉ ସେ ଏବେ ଜେଲରେ ପେଷୁଛନ୍ତି ଚକି!
ସାଇବର ଲୁଟେରାଙ୍କ ମାୟା ଜାଲରେ କଟକର ଦୁଇ ଯୁବ ଇଞ୍ଜିନିୟର। କ୍ରିପ୍ଟୋ କରେନ୍ସି ଲୋଭ ଯୋଗୁ ଖାଲି ହୋଇଗଲା ଆକାଉଣ୍ଟ।
ବଡ଼ ସାଇବର ଠକେଇର ପର୍ଦ୍ଦାଫାସ୍ କଲା କମିଶନରେଟ ପୋଲିସ । ଠକେଇ ହୋଇଥିବା ୩୯ ଲକ୍ଷରୁ ୨୫ ଲକ୍ଷ ଫେରିବାରେ ସଫଳ । ଘଟଣା ସଂପର୍କରେ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୂଚନା
ଭୁବନେଶ୍ୱର: KYC ଅପଡେଟ୍ କରିବା ବାହାନାରେ ଲୁଟି ନେଲେ ୬୦ ହଜାର ଟଙ୍କା । ଲୁଟର ଶିକାର ହୋଇଛନ୍ତି ଭୁବନେଶ୍ୱରର ଜଣେ ଶିକ୍ଷୟିତ୍ରୀ । ଫୋନ୍ ଓ ବ୍ୟାଙ୍କ ଆକାଉଣ୍ଟ ବ୍ଲକ ହୋଇ ଯାଇଥିବା କହି ସାଇବର ଠକ, ଶିକ୍ଷୟିତ୍ରୀ ପ୍ରିୟଦର୍ଶନୀ…
ଭୁବନେଶ୍ୱର: ଆପଣ ଜାଣିନଥିବେ ହେଲେ ଆପଣଙ୍କ ନାଁରେ ଆକ୍ଟିଭ୍ ହୋଇଯାଇଥିବ ସିମ୍ । ଆଉ ସେହି ସିମ୍ ବ୍ୟବହାର କରି ଅପରାଧୀ କରୁଥିବେ ସାଇବର ଲୁଟ୍ । ରାଜ୍ୟ ସୀମା ଡେଇଁ ସାଇବର ଅପରାଧୀଙ୍କ ପାଖକୁ ଯାଉଥିଲା ଏଭଳି ପୁଳା ପୁଳା…
କେନ୍ଦ୍ରାପଡ଼ା/ଭୁବନେଶ୍ୱର: ସାଇବର ସେଲ୍କୁ ବଡ଼ ସଫଳତା । ଫେରାଇ ଆଣିଲା ଲକ୍ଷାଧିକ ଟଙ୍କା । ‘ସେୟାର ମାର୍କେଟରେ ଟଙ୍କା ଲଗାଇଲେ, ଆମେ ତୁମକୁ ପ୍ରଚୁର ଲାଭ ଦେବୁ ।’ ଏଭଳି କିଛି ଲୋଭ ଦେଖାଇ ଟଙ୍କା ଲୁଟ କରିବାର ଉପାୟ ବାହାର…