ଆସୁଥିବା ବାତ୍ୟାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି। ଓଡ଼ିଶାକୁ ବାତ୍ୟା ଜନିତ ପବନ କି ବର୍ଷା, କିଛି ହେବନି। ୧୪ ପୂର୍ବାହ୍ନରେ ବାଂଲାଦେଶ ଓ ମିଆଁମାର ମଧ୍ୟରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି।
ବଙ୍ଗୋପସାଗରରେ ସକ୍ରିୟ ଅବପାତ ଆଜି ସନ୍ଧ୍ୟାରେ ବାତ୍ୟା ରୂପ ନେଇପାରେ। କ୍ରମଶଃ ଏହା ଘନୀଭୂତ ହୋଇ ୧୧ ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି।
ବାଂଲାଦେଶ କିମ୍ବା ମିଆଁମାର ମୁହାଁଇବା ସମ୍ଭାବନା । ଆସନ୍ତା ୧୦ ତାରିଖ ସୁଦ୍ଧା ବାତ୍ୟାର ରୂପ ନେବ ଅବପାତ । ଓଡ଼ିଶା ଉପରେ ବାତ୍ୟା ପ୍ରଭାବର ସମ୍ଭାବନା ନାହିଁ କହିଲେ ଆଇଏମଡି ।
ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଆଜି ସୂଚନା ଦେଇଛନ୍ତି, ‘ପୂର୍ବାନୁମାନ ଅନୁସାରେ ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। କାଲି ସୁଦ୍ଧା ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।’
ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ୯ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ ଘୂର୍ଣ୍ଣିଝଡ଼ । ପରେ ସାମୁଦ୍ରିକ ଝଡର ରୂପ ନେଇପାରେ । ଗତିପଥ କ’ଣ ହେବ ? ଲଘୁଚାପ ହେଲା ପରେ ପୂରା ଚିତ୍ର ସ୍ପଷ୍ଟ ହେବ ବୋଲି ଜଣାପଡିବ ବୋଲି କହିଛି ପାଣିପାଗ ବିଭାଗ ।
ସମ୍ଭାବ୍ୟ ବାତ୍ୟା କେଉଁଆଡ଼କୁ ଯିବ ? ଏହାର ତୀବ୍ରତା କ’ଣ ରହିବ, ସେନେଇ ଏପର୍ଯ୍ୟନ୍ତ IMD ପକ୍ଷରୁ ଆକଳନ କରାଯାଇନାହିଁ। ତେବେ ଏହା ଉପରେ ଆଇଏମଡି ନିୟମିତ ନଜର ରଖିଛି।
ମେ’ ୩, ୨୦୧୯ । ୪ ବର୍ଷ ତଳେ ଆଜିର ଦିନରେ ରାଜଧାନୀ ଭୁବନେଶ୍ୱର ସମେତ ଓଡ଼ିଶାର ଅନେକ ଉପକୂଳବର୍ତ୍ତୀ ଅଞ୍ଚଳକୁ ଛାରଖାର କରିଦେଇଥିଲା ଅତି ପ୍ରବଳ ସାମୁଦ୍ରିକ ଝଡ଼ ଫନି । ଅନେକଙ୍କ ମନରୁ ଏହାର କ୍ଷତ ଏବେବି ଶୁଖିନଥିବା ବେଳେ, ପୁଣି ଘାରିଛି ଆଉ ଏକ ଖରାଦିନିଆ ବାତ୍ୟା ଆଶଙ୍କା । ହେଲେ ଲୋକଙ୍କୁ ଆତଙ୍କିତ ନହୋଇ ସତର୍କ ରହିବାକୁ କହିଛି ଭାରତୀୟ ପାଣିପାଗ ବିଭାଗ ।
ଆସନ୍ତା ମେ’ ୯ ତାରିଖ ପାଖାପାଖି ବାତ୍ୟା ସୃଷ୍ଟି ହୋଇପାରେ। ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ପ୍ରେସ୍ମିଟ୍ରେ ଆଜି ଏହି ସୂଚନା ଦେଇଛନ୍ତି।
ସମ୍ଭାବ୍ୟ ସ୍ଥିତିକୁ ନେଇ ରାଜ୍ୟ ସରକାର ବି ଆରମ୍ଭ କରିଦେଇଛନ୍ତି ପ୍ରାକ୍ ପ୍ରସ୍ତୁତି ।
ପାଣିପାଗ ବିଶେଷଜ୍ଞ କହିବା କଥା, ପ୍ରାକ୍ ମୌସୁମୀ ୠତୁରେ ବାତ୍ୟା ପାଇଁ ସାଧାରଣତଃ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥାଏ । ପ୍ରଭାବରେ ପୂର୍ବବର୍ଷ ଗୁଡ଼ିକରେ ଖରାଦିନିଆ ବାତ୍ୟା ଦେଖିଛନ୍ତି ଓଡ଼ିଶାବାସୀ । ୧୯୮୨ ମସିହା ଜୁନ୍ ମାସର ବାତ୍ୟା ପରେ ପରେ ୨୦୧୯ ମେ’ ୩ରେ ଫନି, ୨୦୨୦ରେ ଅମ୍ଫାନ୍ ଏବଂ ୨୦୨୧ରେ ସେହି ଖରାଦିନିଆ ବାତ୍ୟା ୟଶ୍ ନିଦ ହଜାଇ ଦେଇଥିଲା ଉପକୂଳବାସୀଙ୍କର ।
ବାତ୍ୟାପ୍ରବଣ ମେ’ ମାସ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ୧୧ଟି ବିଭାଗ ଓ ସବୁ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଦେଇଛନ୍ତି।
ଖ୍ରୀଷ୍ଟମାସ ମଧ୍ୟରେ ଆମେରିକାରେ ବମ୍ ସାଇକ୍ଲୋନ୍ ବିପଦ ଦେଖାଦେଇଛି। ବାତ୍ୟା ବିପଦକୁ ଦୃଷ୍ଟିରେ ରଖି ପାଞ୍ଚ ହଜାରରୁ ଅଧିକ ବିମାନ ବାତିଲ କରାଯାଇଛି। ଏହା ଖୁବ ଭୟଙ୍କର ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଘୁଘୁ ପବନ... ତୁହାକୁ ତୁହା ବର୍ଷା। ତାମିଲନାଡୁର ମାମଲାପୁରମ ନିକଟରେ ବାତ୍ୟା ମାଣ୍ଡୋସ ସ୍ଥଳଭାଗ ଛୁଇଁବା ପରେ ଉପୁଡି ପଡିଛି ବର୍ଷ ବର୍ଷ ଧରି ଠିଆ ହୋଇଥିବା ବିରାଟ ଗଛ କେଉଁଠି ଗାଡି ଉପରେ ବିଶାଳ ଗଣ୍ଡି ମାଡି ବସିଛି ତ କେଉଁଠି ଗଛ ପଡି ରାସ୍ତା ବନ୍ଦ ଗାଡିମୋଟର। କାନ୍ଥ ଭୁଶୁଡି ମାଟି ତଳେ ଚାପି ହୋଇରହିଛି ଏକାଧିକ ଗାଡି ମୋଟର ପବନ ମାଡରେ ଉଡିଯାଇଛି। ପେଟ୍ରୋଲ ପମ୍ପର ଛାତ ବଡ ବଡ ବିଲଡିଂ ବି କ୍ଷତିଗ୍ରସ୍ତ ହୋଇଛି
ବାତ୍ୟା ମାଣ୍ଡୋସ୍ର ପ୍ରଭାବ ଦେଖିବାକୁ ମିଳିଛି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ।
୨୪ରେ ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଲାଗି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
୨୩ କିମ୍ବା ୨୪ରେ ବଙ୍ଗୋପସାଗରରେ ସାଇକ୍ଲୋନ୍ ଆଶଙ୍କା । ଆଇଏମଡିର ସୂଚନା, ସ୍ପଷ୍ଟ ହୋଇନି ଲ୍ୟାଣ୍ଡଫଲ୍ ସ୍ଥଳ । ବିଭିନ୍ନ ପାଣିପାଗ ମଡେଲର ଆକଳନକୁ ନେଇ ନାନା ଚର୍ଚ୍ଚା ।
ଏଣେ ଅକ୍ଟୋବରରେ ପୁଣି ବାତ୍ୟା ଆସୁଥିବା ଶୁଣି ଛାନିଆ ହେଲେଣି ସମୁଦ୍ର ଦାଢ଼ରେ ଚାଷ-ବାସ କରୁଥିବା ଲୋକମାନେ।
ଏପଟେ ଅକ୍ଟୋବର ମାସ ସାରା ତୁହାକୁ ତୁହା ବର୍ଷାରେ କ୍ଷତିଗ୍ରସ୍ତ ଫସଲକୁ ନେଇ ଚିନ୍ତାରେ ଥିବା ଚାଷୀ, ବାତ୍ୟା ଆଶଙ୍କାକୁ ନେଇ ଛାନିଆ।
ଉପକୂଳ ଦେଇ ସମାନ୍ତରାଳ ଭାବେ ଓଡ଼ିଶା ଉପକୂଳ ଯିବାର ସମ୍ଭାବନା ରହିଛି।
୨୦୧୯ରେ ବଙ୍ଗୋପସାଗରେ ବାତ୍ୟା ଫନି ସୃଷ୍ଟି ହୋଇଥିବା ବେଳେ ଦକ୍ଷିଣ ଭାରତ ମହାସଗରରେ ବାତ୍ୟା ଲୋର୍ଣ୍ଣା ସୃଷ୍ଟି ହୋଇଥିଲା।
ଆନ୍ଧ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ୭୦ରୁ ୮୦ କିମି ରହିବ।
ଆସନ୍ତା ୧୨ ତାରିଖ ବେଳକୁ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ୭ ରୁ ୧୧ ସେମି ବର୍ଷା ସମ୍ଭାବନା ରହିଛି