• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Cyclone Dana

Cyclone Dana emergency helpline
ମାଡ଼ି ଆସୁଛି ‘ଦାନ’; ଜରୁରୀକାଳୀନ ହେଲ୍ପଲାଇନ୍‌ ଓ କଣ୍ଟ୍ରୋଲ ରୁମ୍‌ ନମ୍ବର ଜାରି କଲେ ରାଜ୍ୟ ସରକାର...

ଓଡ଼ିଶା ଉପକୂଳ ମୁହାଁ ବାତ୍ୟା ଦାନା । ସମୁଦ୍ରରୁ ବଳ ଗୋଟାଇ ଆଗକୁ ଆଗକୁ ବଢୁଛି । ବାତ୍ୟାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଜରୁରୀକାଳୀନ ହେଲ୍ପଲାଇନ ଓ କଣ୍ଟ୍ରୋଲ ରୁମ ନମ୍ବର ଜାରି କରିଛନ୍ତି । 

Heavy Rainfall
ବାତ୍ୟାକୁ ନେଇ ବଡ଼ ସୂଚନା; ଆଜି ସନ୍ଧ୍ୟାରୁ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷିବ !

ଆଜି ସନ୍ଧ୍ୟା ପରଠୁ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷିବ ନେଇ ସୂଚନା । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ ।

Cyclone
ବାତ୍ୟା ପାଇଁ ସବୁ ଛାନିଆ; ଜାଣନ୍ତୁ ବାତ୍ୟା ବେଳେ କ’ଣ କରିବେ, କିପରି ରହିବେ ସୁରକ୍ଷିତ...

ବାତ୍ୟା ଆସିଲେ କଣ କରିବେ ? କଣ କରିବେନି ? ବାତ୍ୟା ଦାନାରୁ କେମିତି ରକ୍ଷା ପାଇବେ ?

cyclone
ବାତ୍ୟା ‘ଦାନା’କୁ ନେଇ ବଡ଼ ଖବର; ଭିତରକନିକା-ଧାମରା ଭିତରେ କରିବ ଲ୍ୟାଣ୍ଡଫଲ୍‌ !

ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ୍‌ କରିପାରେ ବାତ୍ୟା  । ଲ୍ୟାଣ୍ଡଫଲ୍‌ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା । 

Cyclone Dana has formed
ସୃଷ୍ଟି ହେଲା ବାତ୍ୟା 'ଦାନା'; ଘଣ୍ଟାପ୍ରତି ୧୮ କିମି ବେଗରେ ମାଡ଼ି ଆସୁଛି

ସୃଷ୍ଟି ହେଲା ବାତ୍ୟା 'ଦାନା' । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା 'ଦାନା'। ଗଭୀର ଅବପାତ ଆଜି ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ଘଣ୍ଟାପ୍ରତି ଏବେ ୧୮ କିମି ବେଗରେ ଆଗକୁ ବଢୁଛି ।

NDRF
ବାତ୍ୟା ମୁକାବିଲା ପ୍ରସ୍ତୁତି; ପଞ୍ଜାବରୁ ଆସିଲେ ମହିଳା NDRF ସଦସ୍ୟ

ବାତ୍ୟା ମୁକାବିଲା ନେଇ ଚାଲିଛି ପ୍ରସ୍ତୁତି।ପଞ୍ଜାବ ଭଟିଣ୍ଡାରୁ ଭୁବନେଶ୍ବରରେ ପହଞ୍ଚିଛନ୍ତି ୫ଟି NDRF ଟିମ୍। ଗତକାଲି ମଧ୍ୟରାତିରେ ଏହି ଟିମ୍ ଭୁବନେଶ୍ବର ବିମାନବନ୍ଦରେ ପହଞ୍ଚିଛନ୍ତି। ତେବେ ବଡ଼ କଥା ହେଉଛି ଏହି ଟିମ୍‌ରେ ମହିଳା ସଦସ୍ୟ ମଧ୍ୟ ଅଛନ୍ତି।

Cyclone
ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ; ଘଣ୍ଟାପ୍ରତି ୩ କିମି ବେଗରେ ମାଡ଼ି ଆସୁଛି

ବଙ୍ଗୋପସାଗରରୁ ବଳ ଗୋଟାଇ ଆଗକୁ ବଢୁଛି ଗଭୀର ଅବପାତ। ଆଜି ସୃଷ୍ଟି ହେବ ବାତ୍ୟା, କାଲି ଭୀଷଣ ରୂପ ନେବ। ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ବାତ୍ୟା ନେଇ ୟେଲୋ ଆଲର୍ଟ ଜାରି ହୋଇଛି ।

Cyclone Dana
Cyclone Dana: ଉପକୂଳରେ ବହିବ ଭୀଷଣ ପବନ! ଓଟିଭିକୁ ସୂଚନା ଦେଲେ IMD ଡିଜି

ସମ୍ଭାବ୍ୟ ବାତ୍ୟାରେ ଅଧିକ ପ୍ରଭାବିତ ହୋଇପାରେ ଉତ୍ତର ଓଡ଼ିଶା । ପୁରୀରୁ ପଶ୍ଚିମବଙ୍ଗର ଚବିଶ ପ୍ରଗଣା ଜିଲ୍ଲାରେ ବେଶୀ ପ୍ରଭାବ ଦେଖାଇପାରେ ସାମୁଦ୍ରିକ ଝଡ଼ ।

Cyclone Dana
ବାତ୍ୟା ପ୍ରସ୍ତୁତି ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; କାଲି ରାତି ସୁଦ୍ଧା ଲୋକଙ୍କୁ କରାଯିବ ସ୍ଥାନାନ୍ତର

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ପ୍ରଭାବିତ ହେବାକୁ ଥିବା ଅଞ୍ଚଳର ଲୋକଙ୍କୁ କାଲି ରାତି ସୁଦ୍ଧା ସ୍ଥାନାନ୍ତର କରାଯିବ । ଏନେଇ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । 

depression
ସୃଷ୍ଟି ହେଲା ଅବପାତ; ୨୩ ତାରିଖ ସୁଦ୍ଧା ବାତ୍ୟାର ରୂପ ନେବ 'ଦାନା'

ସୃଷ୍ଟି ହେଲା ଅବପାତ। ବଙ୍ଗୋପସାଗରରେ ସକ୍ରିୟ ୱେଲ୍ ମାର୍କଡ ଲୋ ପ୍ରେସର ଆଜି ଡିପ୍ରେସନରେ ପରିଣତ ହୋଇଛି। ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି ଅବପାତ।

Cyclone 'Dana'
ଆଜି ଅବପାତ, କାଲି ବାତ୍ୟା; ୧୦୦ରୁ ୧୧୦ କିମି ବେଗରେ ବହିବ ପବନ !

ଓଡ଼ିଶାରେ ମାଡ଼ ହୋଇପାରେ ସମ୍ଭାବ୍ୟ ସାଇକ୍ଲୋନ। ବଙ୍ଗୋପସାଗରରୁ ବଳ ଗୋଟାଉଥିବା ଲଘୁଚାପ ଭୀଷଣ ବାତ୍ୟାର ରୂପ ନେଇ ଉପକୂଳ ଅତିକ୍ରମ କରିପାରେ। ଆଜି ୱେଲ ମାର୍କ ଲୋ ପ୍ରେସର ଅବପାତରେ ପରିଣତ ହେବ।

Cabinet Secretary
କ୍ୟାବିନେଟ ସଚିବଙ୍କ ବାତ୍ୟା ପ୍ରସ୍ତୁତି ସମୀକ୍ଷା; ଆଲର୍ଟ ରହିବାକୁ ନିର୍ଦ୍ଦେଶ

ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଲେ କେନ୍ଦ୍ର କ୍ୟାବିନେଟ ସଚିବ। କ୍ୟାବିନେଟ ସଚିବ ଟି.ଭି. ସୋମନାଥଙ୍କ ଅଧ୍ୟକ୍ଷତାରେ ଜାତୀୟ ଆପାତ ପରିଚାଳନା କମିଟି- NCMCର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି।

cyclone
ବାତ୍ୟା ନାଁ ଶୁଣି ଉପକୂଳିଆଙ୍କ ଛାତି ଧଡ଼ଧଡ଼; ଧନଜୀବନ ବଞ୍ଚାଇବାକୁ କସରତ ଆରମ୍ଭ

ବାତ୍ୟା ନାଁ ଶୁଣି ଉପକୂଳିଆଙ୍କ ଛାତି ଧଡ଼ଧଡ଼ । ଭୟଭୀତ ଅବସ୍ଥାରେ ଅଛନ୍ତି ଜଗତସିହଂପୁର ଏରସମା ବ୍ଲକ ପଦ୍ମପୁରର ଲୋକେ । ବାତ୍ୟା ହେଲେ କେମିତି ବଞ୍ଚାଇବେ ଧନଜୀବନ, ସେନେଇ କସରତ ଆରମ୍ଭ କଲେଣି ପଦ୍ମପୁର ଲୋକ ।

School Closed
୨୩ରୁ ୨୫ ପର୍ଯ୍ୟନ୍ତ ୧୪ ଜିଲ୍ଲାରେ ସ୍କୁଲ୍ ଛୁଟି

ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ । ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼, କଟକରେ ସ୍କୁଲ୍ ଛୁଟି ।

Cyclone Dana
Cyclone Dana: ହାଇଆଲର୍ଟରେ ଉପକୂଳ ଓଡ଼ିଶା, ଅଗ୍ନିଶମ ଓ ODRAF ଟିମ୍ ତୟାର

ସମୁଦ୍ରରୁ ଫେରି କୂଳରେ ଡଙ୍ଗା ବାନ୍ଧିଲେଣି ମତ୍ସ୍ୟଜୀବୀ । ଥୋଡ଼ ପାଚିନଥିଲେ ବି ତରବରିଆ ଧାନ କାଟୁଛନ୍ତି ଚାଷୀ ।

Cyclone Dana
ସ୍ପଷ୍ଟ ହେଲା ଭୀଷଣ ବାତ୍ୟା; ୨୪ ରାତି ନହେଲେ ୨୫ ପାହାନ୍ତିରେ ହେବ ମାଡ଼

ଚିତ୍ର ସ୍ପଷ୍ଟ ହେଲା । ୨୪ ରାତି କିମ୍ବା ୨୫ ତାରିଖ ଭୋରରୁ ଓଡ଼ିଶାରେ ମାଡ଼ ହୋଇପାରେ ଭୀଷଣ ବାତ୍ୟା- ଦାନା ।

Cyclone Dana
Cyclone Dana: ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା, କ୍ୟାବିନେଟ ସଚିବଙ୍କୁ କଲେ ଅବଗତ

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନରେ ବାତ୍ୟା ମୁକାବିଲା ସମୀକ୍ଷା ବୈଠକ ଚାଲିଛି ।

IMD DG
Cyclone Dana: ମାଡ଼ି ଆସିବ ଜୁଆର! ୨୩ରୁ ଢ଼ାଳିବ ବର୍ଷା: IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର

୨୩ ତାରିଖରୁ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇପାରେ । ତେବେ ୨୪ ଓ ୨୫ ତାରିଖରେ ବେଶୀ ବର୍ଷା ହେବ ।

Cyclone Dana
‘ଆଦୌ ଭୟଭୀତ ହୁଅନ୍ତୁନି, ବାତ୍ୟା ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ’ 

ଲୋକେ ଆଦୌ ଭୟଭୀତ ହୁଅନ୍ତୁନି, ବାତ୍ୟା ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ।  ଆଜି ରାଜ୍ୟବାସୀଙ୍କୁ କିଛି ଏଭଳି ବାର୍ତ୍ତା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। 

Cyclone
ବଦଳିଲା ବାତ୍ୟାର ଗତିପଥ, ଜାଣନ୍ତୁ ‘ଦାନା’ କେଉଁଠି କରିବ ଲ୍ୟାଣ୍ଡଫଲ୍‌

ଏହା ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଲ୍ୟାଣ୍ଡଫଲ୍‌ କରିପାରେ । ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ଅତିବେଶୀରେ ଘଣ୍ଟାପ୍ରତି ୧୦୦- ୧୨୦ କିମି ରହିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Cyclone Dana
କେଉଁଠି ଉପକୂଳ ଛୁଇଁବ ‘ଦାନା’, ଆସିଲା ସମ୍ଭାବ୍ୟ ବାତ୍ୟାର ଗତିପଥ

୨୪ ବେଳକୁ ଭୀଷଣ ବାତ୍ୟାର ରୂପ ନେଇପାରେ । ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଛୁଇଁପାରେ । କେଉଁଠି ଲ୍ୟାଣ୍ଡଫଲ୍ କରିବ ଅବପାତ ପରେ ଆକଳନ କରାଯାଇ ପାରିବ ।

Low Pressure
ବାତ୍ୟାକୁ ନେଇ ଆସିଲା ବଡ଼ ଖବର, ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ସମ୍ଭାବ୍ୟ ସାମୁଦ୍ରିକ ଝଡ଼ର ନାଁ ରଖାଯାଇଛି 'ଦାନା'। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୨୪ ସକାଳେ ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି ।

Cyclone
ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହେବ ଘୂର୍ଣ୍ଣିବଳୟ, ୨୩ରେ ନେବ ବାତ୍ୟା ରୂପ

IMD ଡିଜି କହିଛନ୍ତି ଯେ, ୨୪ ଓ ୨୫ ତାରିଖ ବେଶୀ ଗୁରୁତ୍ବପୂର୍ଣ୍ଣ । ଏହି ସମୟରେ ପବନର ବେଗ ୧୦୦ରୁ ୧୨୦ କିଲୋମିଟର ଯାଏଁ ରହିପାରେ ।

Cyclone Dana
ପୁଣି ଅକ୍ଟୋବର, ପୁଣି ବାତ୍ୟା! ପ୍ରବଳ ବେଗରେ ବହିବ ପବନ, ପ୍ରବଳ ବର୍ଷା ସମ୍ଭାବନା

ଆସୁଛି ବାତ୍ୟା । ଆସନ୍ତା ୨୩ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବାତ୍ୟା, ୨୪ ତାରିଖ ସକାଳେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ନିକଟ ସମୁଦ୍ରକୁ ଆସିବ ।

Cyclone
ବାତ୍ୟା ନାଁ ଶୁଣି ଛାନିଆ ଉପକୂଳବାସୀ; ସରକାର ପ୍ରସ୍ତୁତ, ଆଲର୍ଟରେ ରେସ୍କ୍ୟୁ ଟିମ୍

ଅକ୍ଟୋବରରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଉପକୂଳରେ ପଶିଛି ଛନକା । ବାରମ୍ବାର ବାତ୍ୟାର ସାମ୍ନା କରିଥିବା ଉପକୂଳ ବାସିନ୍ଦାଙ୍କ ମଧ୍ୟରେ ପୁଣି ବାତ୍ୟା ଭୟ ।