• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Cyclone Dana

Cyclone Dana
ପୁଣି ଅକ୍ଟୋବର, ପୁଣି ବାତ୍ୟା! ପ୍ରବଳ ବେଗରେ ବହିବ ପବନ, ପ୍ରବଳ ବର୍ଷା ସମ୍ଭାବନା

ଆସୁଛି ବାତ୍ୟା । ଆସନ୍ତା ୨୩ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବାତ୍ୟା, ୨୪ ତାରିଖ ସକାଳେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ନିକଟ ସମୁଦ୍ରକୁ ଆସିବ ।

Cyclone
ବାତ୍ୟା ନାଁ ଶୁଣି ଛାନିଆ ଉପକୂଳବାସୀ; ସରକାର ପ୍ରସ୍ତୁତ, ଆଲର୍ଟରେ ରେସ୍କ୍ୟୁ ଟିମ୍

ଅକ୍ଟୋବରରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଉପକୂଳରେ ପଶିଛି ଛନକା । ବାରମ୍ବାର ବାତ୍ୟାର ସାମ୍ନା କରିଥିବା ଉପକୂଳ ବାସିନ୍ଦାଙ୍କ ମଧ୍ୟରେ ପୁଣି ବାତ୍ୟା ଭୟ ।

Cyclone Dana
ବାତ୍ୟାର ନାଁ 'ଦାନା' କାହିଁକି? କ'ଣ ଏହି ନାଁର ଅର୍ଥ .. ଜାଣନ୍ତୁ

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଯଦି ବାତ୍ୟାର ରୂପ ନିଏ, ତେବେ ଏହାର ନାମ ରହିବ ଦାନା ।

Cyclone
୨୩ରେ ବାତ୍ୟା ଆଶଙ୍କା, ୨୪ରେ ଛୁଇଁବ ଉପକୂଳ !

୨୨ ତାରିଖ ସକାଳେ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହେବ । ତେବେ ଏହା ୨୩ ସୁଦ୍ଧା ବାତ୍ୟା ରୂପ ନେବ ।