• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Cyclone Jawad Alert

Cyclone Jawad
୬ କି.ମି. ବେଗରେ ମାଡ଼ି ଆସୁଛି ବାତ୍ୟା, କାଲି ମଧ୍ୟାହ୍ନରେ ପୁରୀ ଛୁଇଁବ !

ଆସନ୍ତାକାଲି ମଧ୍ୟାହ୍ନରେ ବାତ୍ୟା ‘ଜୱାଦ୍‌’ ପୁରୀ ଉପକୂଳ ଛୁଇଁବା ସମ୍ଭାବନା ରହିଛି।  ବାତ୍ୟା ‘ଜୱାଦ୍‌’ ଏବେ ଗୋପାଳପୁରଠୁ ୩୬୦ କି.ମି. ଦୂରରେ ଥିବାବେଳେ ବିଶାଖାପାଟଣା ଠାରୁ ୨୫୦ କି.ମି. ଦୂରରେ ରହିଛି। 

cyclone
ଗୋପାଳପୁରରୁ ୪୭୦ କିମି, ପାରାଦୀପରୁ ୫୮୦ କିମି ଦୂରରେ ବାତ୍ୟା 

ପାଖେଇ ଆସୁଛି ବାତ୍ୟା । ବର୍ତ୍ତମାନ ଗୋପାଳପୁରରୁ ୪୭୦ କିମି, ପାରାଦୀପରୁ ୫୮୦ କିମି ଦୂରରେ ବାତ୍ୟା 

school students
ଆସନ୍ତାକାଲି ଏହି ଜିଲ୍ଲାରେ ସ୍କୁଲ୍‌ ଛୁଟି

ବାତ୍ୟା ‘ଜୱାଦ୍‌’ ପାଇଁ ଆସନ୍ତାକାଲି ଗଞ୍ଜାମ ଜିଲ୍ଲାରେ ସ୍କୁଲ୍‌ ଛୁଟି ନେଇ ଘୋଷଣା ହୋଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଛୁଟି ନେଇ ଡିଇଓ ଘୋଷଣା କରିଛନ୍ତି।

cyclone
ବିଶାଖାପାଟଣାରୁ ୪୨୦ କିମି ଦୂରରେ ବାତ୍ୟା

ବାତ୍ୟା ଜୱାଦ୍ ଗୁଲାବ ବାତ୍ୟାଠୁ ଅଧିକ ତିତିଲିଠୁ କମ୍ ହେବ ବୋଲି କୁହାଯାଉଛି । ୪ ସଂଧ୍ୟାରୁ ବାତ୍ୟା ଉତ୍ତର ଓ ଉତ୍ତର ପୂର୍ବ ଦିଗକୁ ମୁହାଁଇବ । ଏହାପରେ ୫ ତାରିଖ ପୂର୍ବାହ୍ନରେ ପୁରୀ ଜିଲ୍ଲାରେ ଉପକୂଳ ନିକଟବର୍ତ୍ତୀ ହେବ । ଉପକୂଳ ନିକଟ ହୋଇ ସମାନ ଦିଗରେ ପଶ୍ଚିମବଙ୍ଗକୁ ଅଗ୍ରସର ହେବ।

Cyclone Jawad Alert Restricts Fishermen In Puri District From Entering Into Water
ପୁରୀରେ ଲ୍ୟାଣ୍ଡଫଲ ହେବା ପରେ ଆତଙ୍କିତ ସମୁଦ୍ରକୂଳିଆ ଲୋକେ

ମାଡ଼ି ଆସୁଛି ବାତ୍ୟା...ପୁରୀରେ ଲ୍ୟାଣ୍ଡଫଲ ହେବା ପରେ ଆତଙ୍କିତ ସମୁଦ୍ରକୂଳିଆ ଲୋକେ...ଦେଖନ୍ତୁ ପେଣ୍ଠକଟାରେ କେମିତି ଗର୍ଜନ କରୁଛି ସମୁଦ୍ର

High Tide In Sea
ଆସିବ ବଡ଼ ଜୁଆର ! ‘ଗୁଲାବ’ ଠାରୁ ଅଧିକ ରହିବ ବାତ୍ୟା ‘ଜୱାଦ୍‌’

ବାତ୍ୟା ଜୱାଦ୍‌’ ପ୍ରଭାବରେ ଆଜି ସଂଧ୍ୟାରୁ ଓଡ଼ିଶା ଉପକୂଳ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯିବାର ସମ୍ଭାବନା ରହିଛି। ତେବେ ଅମାବାସ୍ୟା ଥିବାରୁ ବାତ୍ୟା ବେଳେ ସମୁଦ୍ରରେ ଜୁଆର ଆସିବ। ପ୍ରାୟ ୫ ମିଟର ପର୍ଯ୍ୟନ୍ତ ଜୁଆର ଆସିବାର ସମ୍ଭାବନା ରହିଛି। 

Cyclone Jawad
ସୃଷ୍ଟି ହେଲା ବାତ୍ୟା ‘ଜୱାଦ୍‌’, ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ

ପଶ୍ଟିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଥିବାବେଳେ ଆଜି ପୂର୍ବାହ୍ନରେ ଏହା ବାତ୍ୟାରେ ପରିଣତ ହୋଇଛି।

Cyclone Jawad Alert Sounded For Balugoan Fishermen, Restricted From Entering Into Waters
ଡଙ୍ଗା ଆଣିଲୁ କିନ୍ତୁ ରଖିବୁ କେଉଁଠି?

ବାତ୍ୟା ଆସୁଛି, ସମୁଦ୍ର ଭିତରକୁ ଯାଉନାହାନ୍ତି ମତ୍ସଜୀବୀ...ବାଲୁଙ୍ଗାରେ ଡଙ୍ଗାକୁ ସୁରକ୍ଷିତ ଭାବରେ ରଖୁଛନ୍ତି ଧୀବର

Cyclone Jawad Alert- Chilika Lake Floating Bridge Vessel Suspended
ଭସା ପୋଲ ବନ୍ଦ, ଡଙ୍ଗାରେ ଯାଉଛନ୍ତି ଯାତ୍ରୀ

ମାଡ଼ି ଆସୁଛି ବାତ୍ୟା : ଭସା ପୋଲ ସେବାକୁ ବନ୍ଦ କଲା ପ୍ରଶାସନ, ଡଙ୍ଗାରେ ପାର ହେଉଛନ୍ତି ଲୋକେ

Cyclone Warning
ପୁରୀରେ ମାଡ଼ ହେବ ବାତ୍ୟା ! ସର୍ବାଧିକ ୧୦୦ କି.ମି. ବେଗରେ ପବନ ବହିପାରେ

ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ ଅନୁସାରେ ପୁରୀ ଜିଲ୍ଲାରେ ବାତ୍ୟା ‘ଜୱାଦ ସ୍ଥଳଭାଗ ଛୁଇଁପାରେ। ଏନେଇ SRC ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ସ୍ଥଳ ଭାଗ ଅଳ୍ପ ଛୁଇଁବା ପରେ ପୁଣି ସମୁଦ୍ରକୁ ଚାଲି ଯାଇପାରେ ବାତ୍ୟା। 

Heavy Rainfall Alert
୩୨ କି.ମି. ବେଗରେ ମାଡ଼ି ଆସୁଛି ବାତ୍ୟା: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌, ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା !

ପଶ୍ଟିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ବାତ୍ୟା ‘ଜୱାଦ’ ଏବେ ଘଣ୍ଟା ପ୍ରତି ୩୨ କିଲୋମିଟର ବେଗରେ ଉପକୂଳ ମୁହାଁ ହେଉଛି।

Cyclone Jawad Alert- Farmers In Athagarh Harvesting Ripe Crops Hurriedly
ବାତ୍ୟା ଉଜାଡ଼ି ଦେବ କି ଫସଲ?

ବାତ୍ୟା ଉଜାଡ଼ି ଦେବ କି ଫସଲ? ଏତେ ପରିଶ୍ରମ କଲେ କିନ୍ତୁ ଅମଳ ବେଳକୁ ମାଡ଼ି ଆସିଲା ବାତ୍ୟା

Cyclone Jawad Alert- Khordha Administration Preps Up, Cancels Govt Employees’ Leaves
ବାତ୍ୟା ପାଇଁ ଛୁଟି ବାତିଲ

ବାତ୍ୟା ପାଇଁ ଛୁଟି ବାତିଲ : ସଜାଗ ରହିବାକୁ ଦିଆଗଲା ନିର୍ଦ୍ଦେଶ…ସମ୍ଭାବ୍ୟ ବାତ୍ୟା ୪ ତାରିଖରେ ଉତ୍ତର ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ପହଞ୍ଚିବାକୁ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଏନେଇ ପ୍ରସ୍ତୁତି କରିଛି । ୩ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି ।