• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Cyclone Update

Cyclone Mocha Update
ଅତି ଭୀଷଣ ବାତ୍ୟାର ରୂପ ନେଲା ‘ମୋକା’, ୧୪ ମଧ୍ୟାହ୍ନରେ ଲ୍ୟାଣ୍ଡଫଲ୍‌

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ବାତ୍ୟା ‘ମୋକା’ ଅତି ଭୀଷଣ ବାତ୍ୟାର ରୂପ ନେଇଛି। ଘଣ୍ଟା ପ୍ରତି ୯ କି.ମି. ବେଗରେ ଏହା ଉତ୍ତର ଆଡ଼କୁ ଗତି କରୁଛି।

Cyclone Mocha formed over Southeast Bay of Bengal
ସୃଷ୍ଟି ହେଲା ବାତ୍ୟା 'ମୋକା', ୧୪ରେ କରିବ ଲ୍ୟାଣ୍ଡଫଲ୍‌

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହୋଇଛି। ଏହି ବାତ୍ୟାର ନାଁ ‘ମୋକା’ ରଖାଯାଇଛି। ବାତ୍ୟା ‘ମୋକା’ ପରବର୍ତ୍ତୀ ସମୟରେ ଭୀଷଣ ବାତ୍ୟାରେ ଏହା ପରିଣତ ହୋଇ ରିକର୍ଭ କରି ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ବାଂଲାଦେଶ, ମିଆଁମାର ମୁହାଁ ହେବ। 

cyclone will have no impact on Odisha says imd dg
ଟଳିଲା ବିପଦ ! ଓଡ଼ିଶାକୁ ନାହିଁ ବାତ୍ୟା ପ୍ରଭାବ

ଆସୁଥିବା ବାତ୍ୟାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି। ଓଡ଼ିଶାକୁ ବାତ୍ୟା ଜନିତ ପବନ କି ବର୍ଷା, କିଛି ହେବନି। ୧୪ ପୂର୍ବାହ୍ନରେ ବାଂଲାଦେଶ ଓ ମିଆଁମାର ମଧ୍ୟରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି।

IMD predicts cyclone over Bay of Bengal around May 9
ମେ’ ମାସରେ କାହିଁକି ହେଉଛି ବାତ୍ୟା?

ଏବେ ଅକ୍ଟୋବର ନୁହେଁ ବରଂ ମେ’ମାସକୁ ନେଇ ଲାଗିଲାଣି ଡର । ବାରମ୍ବାର ଏଇ ମାସରେ ସମୁଦ୍ରରେ ସୃଷ୍ଟି ହେଉଛି ବାତ୍ୟା । ଜାଣନ୍ତୁ ଏଥର ବାତ୍ୟାର କଣ ରହିଛି ଅପଡେଟ୍‌

Today Midnight Cyclone Mandous To Landfall
ଆଜି ମଧ୍ୟରାତ୍ରରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ! ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ବାତ୍ୟା ପ୍ରଭାବରେ ଉତ୍ତର ତାମିଲନାଡ଼ୁର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ଘଣ୍ଟାପ୍ରତି ୮୫ କି.ମି. ବେଗରେ ପବନ ବହିପାରେ। ଏହାକୁ ଦୃଷ୍ଟିରେ ରଖି ଉତ୍ତର ତାମିଲନାଡୁର ବହୁ ଜିଲ୍ଲାରେ ସ୍କୁଲ୍‌, କଲେଜ ଛୁଟି ଘୋଷଣା କରାଯାଇଛି।

Cyclone Mandous Update
ଡିସେମ୍ବର ୯ ମଧ୍ୟ ରାତ୍ରରେ ଉପକୂଳ ଅତିକ୍ରମ କରିବ ବାତ୍ୟା, ଘଣ୍ଟାପ୍ରତି ୭୦ କି.ମି. ବେଗରେ ପବନ ବହିପାରେ...

ବଙ୍ଗୋପସାଗରରେ ସକ୍ରିୟ ରହିଛି ବାତ୍ୟା ‘ମେଣ୍ଡସ୍’। ଦକ୍ଷିଣ-ପଶ୍ଚିମ ଓ ଏହାର ଆଖପାଖ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଘନୀଭୂତ ହୋଇ ଏକ ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଛି।

SRC Pradeep Jena
ବଦଳିଲା ଦିଗ ! ସ୍ଥଳ ଭାଗ ଛୁଇଁପାରେ ବାତ୍ୟା ଅସାନୀ

କାକିନାଡ଼ା-ବିଶାଖାପାଟଣା ମଝାମଝି ସ୍ଥଳଭାଗ ଛୁଇଁ ଛୁଇଁ ଯାଇପାରେ । ପୁଣି ସମୁଦ୍ରକୁ ମୋଡ଼ ନେଇପାରେ ।

Jenamani Cyclone Update
Cyclone Update: ଆସିଲା ଖୁସି ଖବର ! ‘ବାତ୍ୟା, ସ୍ଥଳଭାଗ ଛୁଇଁବାର ସମ୍ଭାବନା ନାହିଁ’

ଉପକୂଳ ଅଞ୍ଚଳରେ ପାଖାପାଖି ୪୦ରୁ ୬୦ କିମି ପବନ ବହିପାରେ । ୧୦ ଓ ୧୧ରେ ଉପକୂଳର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବ।

Umashankar Das
Cyclone Update: ବଙ୍ଗୋପସାଗରରେ ହେବାକୁ ଥିବା ବାତ୍ୟା ଗତିପଥ ବଦଳାଇବ କହିଲା ପାଣିପାଗ ବିଭାଗ

 ବାତ୍ୟା ଓଡ଼ିଶା ଉପକୂଳ ପାଖାପାଖି ହୋଇ ଯିବାର ସମ୍ଭାବନା ରହିଛି । ପ୍ରଭାବରେ ୧୦ ଓ ୧୧ରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ ।

Cyclone Update
Cyclone Update: ବାତ୍ୟା ମୁକାବିଲା ପାଇଁ ୧୭୫ ୟୁନିଟ୍ ପ୍ରସ୍ତୁତ ଅଛନ୍ତି କହିଲେ ଅଗ୍ନିଶମ ଡିଜି

ସମ୍ଭାବ୍ୟ ବାତ୍ୟା ପାଇଁ ସବୁ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ତଳିଆ ଅଞ୍ଚଳରୁ ଜଳ ନିଷ୍କାସନ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ଭୁବନେଶ୍ୱରରେ ୧୮ଟି ସ୍ଥାନରେ ଟିମ୍ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Cyclone Update
୧୦ରେ ଉପକୂଳ ନିକଟତର ହେବ ବାତ୍ୟା

ଆଣ୍ଡାମାନ ସାଗରରେ ୮ରେ ସୃଷ୍ଟି ହେବ , ୧୦ରେ ଉପକୂଳ ନିକଟତର ହେବ ବାତ୍ୟା: IMD। ଆସନ୍ତାକାଲି ସୁଦ୍ଧା ଅବପାତରେ ପରିଣତ ହେବ ଲଘୁଚାପ । କେଉଁଠି କରିବ ଲ୍ୟାଣ୍ଡଫଲ୍ ଏବେ ବି ଅସ୍ପଷ୍ଟ।

cyclone jawad updates
ସର୍ବାଧିକ ୧୦୦ କିମି ବେଗରେ ବହିବ ପବନ : IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର

ସମ୍ଭାବ୍ୟ ବାତ୍ୟା ସଂପର୍କରେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ଜରୁରୀ ସୂଚନା । ବାତ୍ୟା ପ୍ରଭିବରେ ସର୍ବାଧିକ ୧୦୦ କିମି ବେଗରେ ପବନ ବହିବା ନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

Cyclone Update | Response Teams To Be Sent To Different Dists By Friday, Says Odisha SRC
ବାତ୍ୟା ପାଇଁ ୩୨ NDRF ଟିମ୍

କେନ୍ଦ୍ର କ୍ୟାବିନେଟ୍ ସଚିବ ରାଜୀବ ଗୌବା ସମ୍ଭାବ୍ୟ ବାତ୍ୟା ସମୀକ୍ଷା କରିଛନ୍ତି.. ପ୍ରଭାବିତ ହେବାକୁ ଥିବା ରାଜ୍ୟ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ପଶ୍ଚିମବଙ୍ଗ, ଆଣ୍ଡାମାନ ନିକୋବର ମୁଖ୍ୟ ସଚିବ ଓ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି..

Cyclone Update - Landfall On Dec 4, Odisha To Experience Heavy Rains From Dec 3
ଶନିବାର ଘାଣ୍ଟିବ ବାତ୍ୟା....

ଆସୁଛି ବାତ୍ୟା। ୪ ତାରିଖ ସକାଳେ ଉପକୂଳରେ ପହଞ୍ଚିବ ବାତ୍ୟା। ବାତ୍ୟା ଆସୁଥିବା ସ୍ପଷ୍ଟ କରିଛନ୍ତି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଓଟିଭିକୁ ଏକ୍ସକ୍ଲୁସିଭ୍ ସାକ୍ଷାତକାର ଦେଇ ଆଇଏମଡି ଡିଜି ଏହି ସୂଚନା ଦେଇଛନ୍ତି।