• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Cyclone Yaas 2021

cyclone
ୟାସ୍ ଭୟ ! ମୁକାବିଲା ପାଇଁ ମ୍ୟାନ-ମେସିନ ସବୁ ପ୍ରସ୍ତୁତ ରଖିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶାକୁ ପୁଣି ବାତ୍ୟା ଭୟ । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ବାତ୍ୟା ୟାସ୍ । ୨୬ ତାରିଖ ସକାଳେ ଏହା ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିବାର ସମ୍ଭାବନା ଅଛି । ତେବେ ସମ୍ଭାବ୍ୟ ବାତ୍ୟା ‘ୟାସ୍’ର ମୁକାବିଲା ପାଇଁ ମ୍ୟାନ ପାଓ୍ୱାର ଓ ମେସିନାରରୀ ପ୍ରସ୍ତୁତ ରଖିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଆଜି ଏହି ବାତ୍ୟା ଉପରେ ସମୀକ୍ଷା ବୈଠକ କରିଥିଲେ SRC ପିକେ ଜେନା । […]

rain
ବାତ୍ୟା ପ୍ରଭାବରେ ୨୫ ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ !

ଆସୁଛି ବାତ୍ୟା। ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରସ୍ତୁତ ହେଉଛନ୍ତି ରାଜ୍ୟ ସରକାର। ତେବେ ଏହାରି ମଧ୍ୟରେ ବାତ୍ୟାକୁ ନେଇ ଓଟିଭିକୁ ସୂଚନା ଦେଇଛନ୍ତି ଆଇଏମଡ଼ି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ସେ କହିଛନ୍ତି ଯେ, ୨୫ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। 

cyclone
ମାଡ଼ି ଆସୁଛି ବାତ୍ୟା: ୨୬ ତାରିଖ ସ୍ଥଳଭାଗ ଛୁଇଁବାର ପୂର୍ବାନୁମାନ କଲା ପାଣିପାଗ ବିଭାଗ

ପଶ୍ଚିମରେ ତାଉତେ ପରେ ପୂର୍ବ ଭାରତକୁ ଡରାଇଲାଣି। ସମ୍ଭାବ୍ୟ ବାତ୍ୟା ୟାସ୍ ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଏହି ସାମୁଦ୍ରିକ ଝଡ଼ ଆସନ୍ତା ୨୬ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ନିକଟରେ ପହଞ୍ଚିବ ବୋଲି ପୂର୍ବାନୁମାନ କରିଛି IMD

naveen
"ପୁନରୁଦ୍ଧାର ଓ ପୁନର୍ଗଠନ କାର୍ଯ୍ୟ ଯୁଦ୍ଧ କାଳୀନ ଭିତ୍ତିରେ ଶେଷ କର"

ବାତ୍ୟା ୟାସ କ୍ଷୟକ୍ଷତିର ପୁନରୁଦ୍ଧାର ଓ ପୁନର୍ଗଠନ କାର୍ଯ୍ୟ ଯୁଦ୍ଧ କାଳୀନ ଭିତ୍ତିରେ ଶେଷ କର। ସପ୍ତାହକ ମଧ୍ୟରେ ଘରଭଙ୍ଗା କ୍ଷତିର ଆକଳନ କର। ଆଜି ରାଜ୍ୟର ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

baijayant-Panda
କେନ୍ଦ୍ରାପଡା ଜିଲ୍ଲାର ବାତ୍ୟାଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ବୈଜୟନ୍ତ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାର ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି କେନ୍ଦ୍ରାପଡାର ପୂର୍ବତନ ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ବୈଜୟନ୍ତ ଆଜି ସକାଳେ କେନ୍ଦ୍ରାପଡ଼ାରେ ପହଞ୍ଚି ପ୍ରଥମେ ରାଜନଗର ବ୍ଲକ ଗସ୍ତ କରିଥିଲେ। ୟାସରେ କ୍ଷତିଗ୍ରସ୍ତ ହୋଇଥିବା…