ବାତ୍ୟା ଦାନା କେତେ କ୍ଷୟକ୍ଷତି କରିଛି ? କେଉଁ ଜିଲ୍ଲାରେ କେତେ କ୍ଷତି ?
ପ୍ରବଳବର୍ଷା ପରେ ଫୁଲୁଛି ନଦୀ । ବୁଢ଼ାବଳଙ୍ଗ ନଦୀର ଉପର ମୁଣ୍ଡରେ ବାଙ୍ଗିରିପୋଷି ବ୍ଲକ୍ର ଜାମତାଳିଆ ପାଖରେ ନଦୀର ଉଗ୍ର ରୂପ ।
ବାତ୍ୟା ‘ଦାନା’ର ମୁକାବିଲା ପାଇଁ ଗ୍ରାଉଣ୍ଡ ଜିରୋରେ ବଡ଼ ତୟାରୀ । କେନ୍ଦ୍ରାପଡ଼ାରୁ ଭଦ୍ରକ, ବାଲେଶ୍ୱରରୁ ଜଗତସିଂହପୁର ।
ନାନା ଶଙ୍କା ଆଉ ନାନା ଚର୍ଚ୍ଚା ଭିତରେ କେନ୍ଦ୍ରୀୟ ଆଣ୍ଡାମାନ ସାଗର ଉପରେ ଭାସମାନ ମେଘ ଖଣ୍ଡ ବଢ଼ାଇଲାଣି ଆଶଙ୍କା। କାରଣ ଏଠାକାର ବାୟୁମଣ୍ଡଳର ଉପରି ଭାଗରେ ୫.୮ କିଲୋମିଟର ଯାଏଁ ବ୍ୟାପିଛି ଘୁର୍ଣ୍ଣିବଳୟ।
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ।
ରାଜ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ୪ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।
ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୩ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ପାଇଁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୧୧ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ ।
ସମୁଦ୍ରରେ ସୃଷ୍ଟି ହେଲାଣି ଘୂର୍ଣ୍ଣିବଳୟ : ୧୨ରେ ହେବ କି ବାତ୍ୟା? ଓଡ଼ିଶାରେ କେତେ ପଡ଼ିବ ପ୍ରଭାବ?
ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ୯ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ ଘୂର୍ଣ୍ଣିଝଡ଼ । ପରେ ସାମୁଦ୍ରିକ ଝଡର ରୂପ ନେଇପାରେ । ଗତିପଥ କ’ଣ ହେବ ? ଲଘୁଚାପ ହେଲା ପରେ ପୂରା ଚିତ୍ର ସ୍ପଷ୍ଟ ହେବ ବୋଲି ଜଣାପଡିବ ବୋଲି କହିଛି ପାଣିପାଗ ବିଭାଗ ।
ଅକ୍ଟୋବର ୨୪କୁ ନେଇ ବଢିଲା ଚର୍ଚ୍ଚା। ସେହି ଦିନ ବାତ୍ୟା ହେବା ନେଇ ବଢିଲା ଚର୍ଚ୍ଚା…ବାତ୍ୟା ଖବର ଶୁଣି ଛାନିଆ ହେଲେଣି ଉପକୂଳିଆ
୨୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।
ଆସନ୍ତା ୬ ତାରିଖ ବେଳେକୁ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆସିବ କି ବାତ୍ୟା ? ବିଭିନ୍ନ ଘରୋଇ ସଂସ୍ଥାର ଏଭଳି ଆକଳନକୁ ନେଇ ବର୍ତ୍ତମାନ ନା ନା ଚର୍ଚ୍ଚା ଲାଗିରହିଛି । ତେବେ ପାଣିପାଗ ବିଭାଗ ସୂଚନା ଅନୁସାରେ ଉତ୍ତର ଆଣ୍ଡାମାନ ସାଗର ଓ ତାର ପାର୍ଶ୍ୱବର୍ତ୍ତୀ ଅଂଚଳରେ ଗୋଟିଏ ଘୂର୍ଣ୍ଣିବଳୟ ରହିଛି । ଗୋଟିଏ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ରପତ୍ତନ ଠାରୁ ୩.୧ ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଥିବାର ସୂଚନା ମିଳିଛି।
ବାତ୍ୟା ଗୁଲାବ୍ କ୍ରମଶ ଦୁର୍ବଳ ହୋଇ ଓଡ଼ିଶା ଅତିକ୍ରିମ କରି ଛତିଶଗଡ଼ ମୁହାଁ ହୋଇଛି। ଏହା ପ୍ରଭାବରେ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। କୋରାପୁଟର ପଟାଙ୍ଗି ଅଞ୍ଚଳରେ ସର୍ବାଧିକ ୧୪୮ ମିଟର ବର୍ଷା ରେକର୍ଡ ହୋଇଛି।