ଭାବବିହ୍ୱଳ ଢଙ୍ଗରେ ମାଆ, ପତ୍ନୀ ଓ ପରିବାର ସମ୍ପର୍କରେ ରଖିଲେ ତଥ୍ୟ । ସୋମବାର ନୂଆ ସିଜେଆଇ ଭାବେ ଦାୟିତ୍ୱ ନେବେ ଜଷ୍ଟିସ୍ ସଞ୍ଜୀବ ଖାନା ।
ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଡି.ଓ୍ୱାଇ ଚନ୍ଦ୍ରଚୂଡ଼ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି।
ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ। ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଳିତ ନିଜର ଉତ୍ତରାଧିକାରୀ ଭାବେ ଜଷ୍ଟିସ୍ ଚନ୍ଦ୍ରଚୂଡଙ୍କ ନାଁ ସୁପାରିଶ କରିଛନ୍ତି। ଏନେଇ ସେ ସରକାରଙ୍କୁ ଚିଠି ଲେଖି ଜଣାଇଛନ୍ତି।