• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Dacoits

Dacoits
Dacoits Arrested: ଆନ୍ତଃରାଜ୍ୟ ଡକାୟତ ଦଳ ଗିରଫ, ପୋଲିସକୁ ଲିଫ୍ଟ ମାଗି ଫସିଗଲେ

କଳାହାଣ୍ଡି ଜିଲ୍ଲା ପୋଲିସ ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି । ଧର୍ମଗଡ଼ ଥାନା ପୋଲିସ ଏକ ବଡ ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ନଗଦ ୩ କୋଟି ୫୧ଲକ୍ଷ ଟଙ୍କା, ବନ୍ଧୁକ, ଗୁଳି, ଅପରାଧରେ ବ୍ୟବହୃତ ଗାଡି ଏବଂ ମରଣାସ୍ତ୍ର ଆଦି ଜବତ କରିଛି।