• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Daily Horoscope

Horoscope
Daily Horoscope 23rd Dec 2023 : ସଙ୍ଗୀତ କ୍ଷେତ୍ରରେ ସୁଯୋଗ, ମହିଳାମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିବେ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଶନିବାର ଚନ୍ଦ୍ର- ମେଷ ରାତ୍ରି ୦୩.୧୭ ଗତେ ବୃଷ ତିଥି- ୧୧ଶୀ ପ୍ରାତଃ ୦୭.୧୨ ଗତେ ୧୨ଶୀ

Daily Horoscope 6th Dec 2023
Daily Horoscope 22nd Dec 2023 : ବିଦେଶ ଯାତ୍ରାର ସୁଯୋଗ ଆସିବ, ପୁରୁଣା ରୋଗରୁ ତ୍ରାହି ପାଇବେ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୧୦ମୀ ଦିବା ୦୮.୧୬ ଗତେ ୧୧ଶୀ । ଘାତଚନ୍ଦ୍ର- ମେଷ ରାଶିର । ଅହୋରାତ୍ର ,ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Daily Horoscope
Daily Horoscope 21st Dec 2023: ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ,ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ..

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ରାତ୍ରି ୧୦.୦୯ ଗତେ ମେଷ । ତିଥି- ୯ମୀ ଦିବା ୦୯.୩୭ ଗତେ ୧୦ମୀ । ଘାତଚନ୍ଦ୍ର- ଧନୁ ରାଶିର , ରାତ୍ରି ୧୦.୦୯ ଗତେ ମେଷ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି ।

Horoscope
Daily Horoscope 20th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି- ୮ମୀ ଦିବା ୧୧.୧୪ ଗତେ ୯ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର

Today Horoscope
Daily Horoscope 19th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ମଙ୍ଗଳବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୬.୨୦ ଗତେ ମୀନ ତିଥି- ୭ମୀ ଦିବା ୦୧.୦୭ ଗତେ ୮ମୀ

Horoscope
Daily Horoscope 18 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ଲାଭ ସହିତ ସମ୍ପତ୍ତି ବୃଦ୍ଧି ହେବ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୬ଷ୍ଠୀ ଦିବା ୦୩.୧୪ ଗତେ ୭ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶି । ପୁଷ୍କର ଦୋଷ- ଦିବା ୦୩.୧୪ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୨ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Horoscope
Daily Horoscope 17th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନପ୍ରାପ୍ତିର ଯୋଗ...

ସୌର ଧନୁମାସ  ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ  ରବିବାର । ଚନ୍ଦ୍ର- ମକର ଦିବା ୦୩.୪୪ ଗତେ କୁମ୍ଭ । ତିଥି- ୫ମୀ ସନ୍ଧ୍ୟା ୦୫.୩୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୩.୪୪ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Today Horoscope
Daily Horoscope 15th Dec 2023 : ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ, ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର ଚନ୍ଦ୍ର- ଧନୁ ଦିବା ୦୧.୪୪ ଗତେ ମକର ତିଥି- ୩ୟା ରାତ୍ରି ୧୦.୩୦ ଗତେ ୪ର୍ଥୀ

Daily Horoscope 6th Dec 2023
Daily Horoscope 14th Dec 2023 : ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ, ନୂତନ ବନ୍ଧୁତ୍ୱ ସୃଷ୍ଟି ହେବା ସମ୍ଭାବନା..

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୫୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୫୬ ପର୍ଯ୍ୟନ୍ତ ।

Daily Horoscope, 15 Jan 2022
Daily Horoscope 12th Dec 2023: ନୂଆ ଯାନବାହନ କିଣିବେ,ବୈବାହିକ ଜୀବନରେ ମଧୁରତା ଆସିପାରେ ..

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୨ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୪ଶୀ ପ୍ରାତଃ ୦୬.୨୪ ଗତେ ଅମାବାସ୍ୟା (କ୍ଷୟ) ନିଶାନ୍ତ ୦୫.୦୧ ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Daily Horoscope 11th Dec 2023
Daily Horoscope 11th Dec 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଉନ୍ନତି କରିବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୧ତାରିଖ ସୋମବାର ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୩ ଶୀ ପ୍ରାତଃ ୦୭.୧୦ ଗତେ ୧୪ ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୨.୧୨ପର୍ଯ୍ୟନ୍ତ

Daily Horoscope
Daily Horoscope 10th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ..

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ରବିବାର । ଚନ୍ଦ୍ର- ତୁଳା ନିଶାନ୍ତ ୦୬.୧୧ ଗତେ ବିଛା, ତିଥି- ୧୨ଶୀ ପ୍ରାତଃ ୦୭.୧୩ ଗତେ ୧୩ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୮ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Horoscope
Daily Horoscope 9th Dec 2023 : ପ୍ରେମ କ୍ଷେତ୍ରରେ ସଫଳତା, ରାଜନୀତିରେ ନୂତନ ସମସ୍ୟାରେ ପୀଡିତ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶନିବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ ( ମଳ ) ପ୍ରାତଃ ୦୬.୩୧ ଗତେ ୧୨ ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୬.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Daily Horoscope 8th Dec 2023
Daily Horoscope 8th Dec 2023 : ଆର୍ଥିକ ସମସ୍ୟା ସମାଧାନ ହେବ, କ୍ରୀଡା କ୍ଷେତ୍ରରେ ସଫଳତା

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ଶୁକ୍ରବାର ଚନ୍ଦ୍ର- କନ୍ୟା ରାତ୍ରି ୦୯.୫୨ ତୁଳା ତିଥି- ୧୧ଶୀ ଅହୋରାତ୍ର

Daily Horoscope 6th Dec 2023
Daily Horoscope 7th Dec 2023 : ଚାକିରୀରେ କର୍ମ ତତ୍‌ପର, ରାଜନୀତିରେ ଦୁଃସାହସିକ ପଦକ୍ଷପ ଗ୍ରହଣ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ଗୁରୁବାର ଚନ୍ଦ୍ର- କନ୍ୟା ଅହୋରାତ୍ର ତିଥି- ୧୦ମୀ ନିଶାନ୍ତ ୦୫.୦୬ ଗତେ ୧୧ଶୀ

Daily Horoscope, 15 Jan 2022
Daily Horoscope 6th Dec 2023 : ଭୂସମ୍ପତ୍ତି କିଣିବାର ଯୋଗ, ଦୂର ହେବ ଦୀର୍ଘ ଦିନର ଘରୋଇ ସମସ୍ୟା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ବୁଧବାର । ଚନ୍ଦ୍ର- ସିଂହ ଦିବା ୧୦.୨୧ ଗତେ କନ୍ୟା । ତିଥି- ୯ମୀ ରାତ୍ରି ୦୩.୦୪ ଗତେ ୧୦ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ଦିବା ୧୦.୨୧ ଗତେ ବୃଷ ରାଶିର, ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Daily Horoscope, 15 Jan 2022
Daily Horoscope 5th Dec 2023 : ଦାମ୍ପତ୍ୟ ଜୀବନରେ ତିକ୍ତତା, ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୮ମୀ ରାତ୍ରି ୧୨.୩୭ ଗତେ ୯ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୩.୩୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Daily Horoscope 4th Dec 2023
Daily Horoscope 4th Dec 2023: ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର, ବିଦ୍ୟା କ୍ଷେତ୍ରରେ ପ୍ରଶଂସା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର, ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ, ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର

Daily Horoscope
Daily Horoscope 3rd Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ରବିବାର ଚନ୍ଦ୍ର- କର୍କଟ ରାତ୍ରି ୦୯.୩୬ ଗତେ ସିଂହ ତିଥି- ୬ଷ୍ଠୀ ସନ୍ଧ୍ୟା ୦୭.୨୭ ଗତେ ୭ମୀ

Daily Horoscope
Daily Horoscope 2nd Dec 2023: ଏହ ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍‌ ଲାଭଦାୟକ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶନିବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ୫ମୀ ସନ୍ଧ୍ୟା ୦୫.୧୪ ଗତେ ୬ଷ୍ଠୀ ।

Daily Horoscope
Daily Horoscope 29th Nov 2023: ସୁଖମୟ ହେବ ସାଂସାରିକ ଜୀବନ, ଶରଣାଗତ ହେବେ ଶତ୍ରୁ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୨ୟା ଦିବା ୦୧.୫୭ ଗତେ ୩ୟା । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୧.୫୭ ପର୍ଯ୍ୟନ୍ତ ।

Daily Horoscope
Daily Horoscope 28th Nov 2023: ଉଚ୍ଚ ପଦବୀ ପାଇବାରେ ସଫଳ, ପରିବାରରେ ନୂତନ ସଦସ୍ୟଙ୍କ ଆଗମନ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର, ଚନ୍ଦ୍ର- ବୃଷ ରାତ୍ରି ୦୧.୪୧ ଗତେ ମିଥୁନ, ତିଥି- ପ୍ରଦିପଦ ଦିବା ୦୨.୦୫ ଗତେ ୨ୟା, ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୧.୪୧ ଗତେ କନ୍ୟା ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Daily Horoscope
Daily Horoscope 27th Nov 2023: ପ୍ରେମକ୍ଷେତ୍ରରେ ସଫଳତା ପାଇବେ,ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି...

ସୌର ବିଛା ମାସ  କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି-  ପୂର୍ଣ୍ଣିମା ଦିବା ୦୨.୪୬ ଗତେ ପ୍ରତିପଦ । ଘାତଚନ୍ଦ୍ର-  ବିଛା ରାଶିର ଅହୋରାତ୍ର  । ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୧.୩୬ ପର୍ଯ୍ୟନ୍ତ ।

Daily Horoscope
Daily Horoscope 26th Nov 2023: ଦୃଢ଼ ମନୋବଳ ନେଇ କାମ କରିବାର ସୁଯୋଗ ପାଇବେ...

ସୈାର ବିଛା ମାସ  କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ଚନ୍ଦ୍ର-  ମେଷ ରାତ୍ରି ୦୭.୫୬ ଗତେ ବୃଷ ତିଥି-  ୧୪ଶୀ ଦିବା ୦୩.୫୩ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର-  ମେଷ ରାଶିର, ରାତ୍ରି ୦୭.୫୬ ଗତେ ବିଛା ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ

Daily Horoscope
Daily Horoscope 25th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ, ହୋଇପାରେ ବଡ଼ କ୍ଷତି..!

ସୌର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ  ଶନିବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୩ଶୀ ସନ୍ଧ୍ୟା ୦୫.୨୨ ଗତେ ୧୪ଶୀ । ଘାତଚନ୍ଦ୍ର-ମେଷ ରାଶିର ଅହୋରାତ୍ର । ଘାତବାର-ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ  ।