ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର, ଚନ୍ଦ୍ର- ମେଷ ଦିବା ୧୦.୨୯ ଗତେ ବୃଷ, ତିଥି- ୨ୟା ରାତ୍ରି ୧୦.୨୩ ଗତେ ୩ୟା, ଘାତଚନ୍ଦ୍ର- ମେଷ ରାଶିର, ଦିବା ୧୦.୨୯ ଗତେ ବିଛା ରାଶିର, ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୦୧ ପର୍ଯ୍ୟନ୍ତ ।
ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ରବିବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି – ପ୍ରତିପଦ ରାତ୍ରି ୧୧.୫୩ ଗତେ ୨ ୟାଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ରାତ୍ରି ୧୧.୫୩ ଗତେ ୨ ପାଦ - କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୪.୪୧ ଗତେ କୃତ୍ତିକା ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ।
ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୮ ତାରିଖ, ଶନିବାର ଚନ୍ଦ୍ର- ମୀନ ପ୍ରାତଃ ୦୭.୩୧ ଗତେ ମେଷ ତିଥି – ପୂର୍ଣ୍ଣିମା ରାତ୍ରି ୦୧.୫୩ ଗତେ ପ୍ରତିପଦ ଘାତ ଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୭.୩୧ ଗତେ ମେଷ ରାଶିର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ
ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି – ୧୩ଶୀ ପ୍ରାତଃ ୦୬.୫୭ ଗତେ ୧୪ଶୀ (କ୍ଷୟ) । ରାତ୍ରି ୦୪.୧୭ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତ ବାର – ବିଛା, ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି ।
ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୬ ତାରିଖ, ଗୁରୁବାର, ଚନ୍ଦ୍ର- କୁମ୍ଭ ପ୍ରାତଃ ୦୫.୫୭ ଗତେ ମୀନ ତିଥି – ୧୨ଶୀ ଦିବା ୦୯.୪୪ ଗତେ ୧୩ଶୀ ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର, ପ୍ରାତଃ ୦୫.୫୭ ଗତେ ଧନୁ ରାଶିର ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୪୪ ଗତେ ୧ ପାଦ - କୁଟୁମ୍ବହାନି - ତିଳକାଞ୍ଚନ ଦାନ ଦିବା ୧୧.୨୬ ପର୍ଯ୍ୟନ୍ତ
ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୫ ତାରିଖ, ବୁଧବାର ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ୧୧ଶୀ ଦିବା ୧୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ରଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ଦିବା ୧୨.୩୨ ଗତେ ୧ ପାଦ - ପଶୁସମ୍ପଦ ନାଶ – ଅନ୍ନ ଦାନ ଦିବା ୦୧.୨୯ ଗତେ ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ
ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର-କୁମ୍ଭ ଅହୋରାତ୍ର । ତିଥି-୧୦ମୀ ଦିବା ୦୩.୧୪ ଗତେ ୧୧ଶୀ । ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତ ବାର-ମକର ରାଶିର ।
ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର- ମକର ରାତ୍ରି ୦୪.୨୨ ଗତେ କୁମ୍ଭ, ତିଥି – ୯ମୀ ସନ୍ଧ୍ୟା ୦୫.୪୫ ଗତେ ୧୦ମୀ, ଘାତ ଚନ୍ଦ୍ର- ସିଂହ ରାଶିର, ରାତ୍ରି ୦୪.୨୨ ଗତେ ମିଥୁନ ଓ ମୀନ ରାଶିର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ନାସ୍ତି
ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୭.୫୯ ଗତେ ୯ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୪୩ ଗତେ ୧ ପାଦ କୃଷି ହାନି-ଭୂମିଦାନ ।
ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଶନିବାର, ଚନ୍ଦ୍ର- ଧନୁ ରାତ୍ରି ୦୧. ୩୭ ଗତେ ମକର ତିଥି – ୭ମୀ ରାତି ୦୯.୫୩ ଗତେ ୮ମୀ ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ରାତ୍ରି ୦୧.୩୭ ଗତେ ସିଂହ ରାଶିର ଘାତ ବାର – ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନ ଦାନ ରାତ୍ରି ୦୭.୫୩ ଗତେ ୩ ପାଦ କୃଷି, ପଶୁ ଓ ବଂଶ ହାନି ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୯.୫୩ ଗତେ ୨ ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ
ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୬ଷ୍ଠୀ ରାତ୍ରି ୧୧.୨୫ ଗତେ ୭ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ରାତ୍ରି ୧୧.୨୫ ଗତେ ୧ ପାଦ ପଶୁସମ୍ପଦ ନାଶ-ଅନ୍ନ ଦାନ ।
ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୯.୦୨ ଗତେ ଧନୁ । ତିଥି- ୫ମୀ ରାତ୍ରି ୧୨.୩୨ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ରାତ୍ରି ୦୯.୦୨ ଗତେ ତୁଳା ଓ କୁମ୍ଭ । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ନାସ୍ତି ।
ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର, ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୪ର୍ଥୀ ରାତ୍ରି ୦୧.୧୨ ଗତେ ୫ମୀ ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି
ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର, ଚନ୍ଦ୍ର– ତୁଳା ଦିବା ୦୨.୧୮ ଗତେ ବିଛା ତିଥି- ୩ୟା ରାତ୍ରି ୦୧.୨୬ ଗତେ ୪ର୍ଥୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୩୦ ଗତେ ୧ପାଦ କୃଷିହାନି ଓ ଭୂମିଦାନ
ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର– ତୁଳା ଅହୋରାତ୍ର । ତିଥି- ୨ୟା ରାତ୍ରି ୦୧.୧୩ ଗତେ ୩ୟା । ଘାତଚନ୍ଦ୍ର- ନାସ୍ତି, ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ ଅନ୍ନ ଦାନ ରାତ୍ରି ୦୭.୩୪ ଗତେ ୨ ପାଦ ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୩ ଗତେ ୧ପାଦ କୁଟୁମ୍ବହାନି ତିଳକାଞ୍ଚନ ଦାନ ।
ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଚନ୍ଦ୍ର –ତୁଳା ଅହୋରାତ୍ର । ତିଥି- ପ୍ରତିପଦ ରାତ୍ରି ୧୨.୩୨ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ରାତ୍ରି ୧୨.୩୨ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ନିଶାନ୍ତ ୦୫.୨୧ ଗତେ ତୁଳା । ତିଥି- ଅମାବାସ୍ୟା ରାତ୍ରି ୧୧.୨୫ ଗତେ ପ୍ରତିପଦ । ଘାତଚନ୍ଦ୍ର- ବୃଷ ରାଶିର ନିଶାନ୍ତ ୦୫.୨୧ ପର୍ଯ୍ୟନ୍ତ । ଘାତବାର- ବୃଷ, ସିଂହ ଓ କନ୍ୟା ରଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ।
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର - କନ୍ୟା ଅହୋରାତ୍ର । ତିଥି-୧୪ ଶୀ ରାତ୍ରି ୦୯.୫୧ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ମୀନ । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୦୨.୧୦ ପର୍ଯ୍ୟନ୍ତ
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ସନ୍ଧ୍ୟା ୦୬.୧୬ ଗତେ କନ୍ୟା । ତିଥି- ୧୩ଶୀ ରାତ୍ରି ୦୭.୫୪ ଗତେ ୧୪ ଶୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ସନ୍ଧ୍ୟା ୦୬.୧୬ ଗତେ ବୃଷ ରାଶିର । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ଦିବା ୧୧.୩୫ ଗତେ ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ।
ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୧ ତାରିଖ ବୁଧବାର ଚନ୍ଦ୍ର –ସିଂହ ଅହୋରାତ୍ର ତିଥି-୧୨ଶୀ ସନ୍ଧ୍ୟା ୦୫.୩୭ ଗତେ ୧୩ ଶୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- କର୍କଟ ପୁଷ୍କର ଦୋଷ- ୧ ପାଦ ପଶୁସମ୍ପଦ ନାଶ ଅନ୍ନଦାନ ସନ୍ଧ୍ୟା ୦୫.୩୭ ପର୍ଯ୍ୟନ୍ତ
ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୦ ତାରିଖ ମଙ୍ଗଳବାର, ଚନ୍ଦ୍ର –କର୍କଟ ପ୍ରାତଃ ୦୫.୪୪ ଗତେ ସିଂହ ତିଥି- ୧୧ ଶୀ ଦିବା ୦୩.୦୮ ଗତେ ୧୨ଶୀ ଘାତ ଚନ୍ଦ୍ର- ପ୍ରାତଃ ୦୫.୪୪ ଗତେ କର୍କଟ ଓ ମକର ଘାତ ବାର- ମକର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୩.୦୮ ଗତେ ୦୨ ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର –କର୍କଟ ଅହୋରାତ୍ର । ତିଥି- ୧୦ମୀ ଦିବା ୧୨.୩୭ ଗତେ ୧୧ । ଘାତ ଚନ୍ଦ୍ର- ନାସ୍ତି, ଘାତ ବାର- ମିଥୁନପୁଷ୍କର ଦୋଷ- ନାସ୍ତି ।
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ରବିବାର । ଚନ୍ଦ୍ର –କର୍କଟ ଅହୋରାତ୍ର ।ତିଥି- ୯ମୀ ଦିବା ୧୦.୧୩ ଗତେ ୧୦ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମେଷ । ପୁଷ୍କର ଦୋଷ-୧ ପାଦ-କୃଷିହାନି-ଭୂମିଦାନ ।
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ଗୁରୁବାର । ଚନ୍ଦ୍ର –ବୃଷ ପ୍ରାତଃ ୦୬.୫୯ ଗତେ ମିଥୁନ । ତିଥି- ୭ ମୀ ଅହୋରାତ୍ର । ଘାତ ଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୬.୫୯ ଗତେ କନ୍ୟା । ଘାତ ବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ।
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୬ଷ୍ଠୀ ନିଶାନ୍ତ ୦୫.୪୧ ଗତେ ୭ ମୀ । ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତ ବାର- କର୍କଟ । ପୁଷ୍କର ଦୋଷ- ନିଶାନ୍ତ ୦୫.୪୧ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ।