ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି - ୮ମୀ ରାତ୍ରି ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର- ମେଷ ଅହୋରାତ୍ର । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ- ଭୂମିଦାନ ରାତ୍ରି ୦୧.୩୩ ଗତେ ୨ ପାଦ-କୃଷି ଓ ବଂଶହାନୀ-ଭୂମି ଓ ତିଳକାଞ୍ଜନ ଦାନ ।
ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ସୋମବାର ଚନ୍ଦ୍ର –ମୀନ ରାତ୍ରି ୦୧.୪୪ ଗତେ ମେଷ। ତିଥି - ୭ମୀ ରାତ୍ରି୦୪.୧୪ ଗତେ ୮ମୀ; ଘାତ ଚନ୍ଦ୍ର – ମେଷ ଅହୋରାତ୍ର; ଘାତବାର – ମିଥୁନ
ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ ରବିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି - ୫ମୀ ପ୍ରାତଃ ୦୭.୧୦ ଗତେ ୬ଷ୍ଠୀ (କ୍ଷୟ) ନିଶାନ୍ତ ୦୫.୨୦ ଗତେ ୭ମୀ ।ଘାତ ଚନ୍ଦ୍ର- ଧନୁ ରାତ୍ରି୦୧.୪୪ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ- ୧ ପାଦ । କୃଷିହାନୀ- ଭୂମିଦାନ ନିଶାନ୍ତ ୦୫.୨୦ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।
ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୪ ତାରିଖ ଶୁକ୍ରବାର, ଚନ୍ଦ୍ର – କୁମ୍ଭ ଅହୋରାତ୍ର ତିଥି - ୩ୟା ଦିବା ୧୨.୪୫ ଗତେ ୪ର୍ଥୀ ଘାତ ଚନ୍ଦ୍ର –ମିଥୁନ ଓ ମୀନ ରାତ୍ରି ୧୧.୧୮ ଗତେ ଧନୁ ଘାତ ବାର – ବିଛା ଧନୁ ଓ ମୀନ ପୁଷ୍କର ଦୋଷ – ପ୍ରାତଃ ୦୭.୦୮ ଗତେ ୧ ପାଦ କୁଟୁମ୍ବହାନି- ତିଳକାଞନ ଦାନ ନିଶାନ୍ତ ୦୪.୪୪ ପର୍ଯ୍ୟନ୍ତ
ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ, ଗୁରୁବାର। ଚନ୍ଦ୍ର – ମକର ରାତ୍ରି ୧୧.୨୬ ଗତେ କୁମ୍ଭ ତିଥି - ୨ୟା ଦିବା ୦୪.୧୭ ଗତେ ୩ୟା ଘାତ ଚନ୍ଦ୍ର –ମିଥୁନ ଓ ମୀନ ଅହୋରାତ୍ର ଘାତ ବାର –ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୧୭ ପର୍ଯ୍ୟନ୍ତ
ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୨ ତାରିଖ ବୁଧବାର । ଚନ୍ଦ୍ର – ମକର ଅହୋରାତ୍ର, ତିଥି - ପ୍ରତିପଦ ରାତ୍ରି ୦୮.୦୬ ଗତେ ୨ୟା, ଘାତ ଚନ୍ଦ୍ର – ସିଂହ ରାତ୍ରି ୧୧.୨୬ ଗତେ ମିଥୁନ ଓ ମୀନ, ଘାତ ବାର – କର୍କଟ, ପୁଷ୍କର ଦୋଷ – ରାତ୍ରି ୦୮.୦୬ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର, ଚନ୍ଦ୍ର – ଧନୁ ରାତ୍ରି ୧୨.୧୫ ଗତେ ମକର, ତିଥି – ପୂର୍ଣ୍ଣିମା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ଦିବା ୦୪.୦୨ ଗତେ ୧ ପାଦ-କୃଷିହାନି-ଭୂମିଦାନ
ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ ଶୀ ପ୍ରାତଃ ୦୭.୨୭ ଗତେ ୧୪ଶୀ । ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାତ୍ରି ୧୨.୧୫ ଗତେ ସିଂହ । ଘାତ ବାର- ମିଥୁନ । ପୁଷ୍କର ଦୋଷ- ସନ୍ଧ୍ୟା ୦୬.୫୮ ଗତେ ୧ ପାଦ- କୁଟୁମ୍ବହାନୀ- ତିଳକାଞ୍ଜନ ଦାନ ।
ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୧.୩୩ ଗତେ ଧନୁ । ତିଥି- ୧୨ଶୀ ଦିବା ୧୦.୩୪ ଗତେ ୧୩ଶୀ । ଘାତ ଚନ୍ଦ୍ର- ତୁଳା, କୁମ୍ଭ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ପାଦ- କୃଷି ଓ ପଶୁହାନୀ- ଭୂମି ଓ ଅନ୍ନଦାନ ଦିବା ୧୦.୩୪ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।
ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ସନ୍ଧ୍ୟା ୦୭.୦୭ ଗତେ ବିଛା । ତିଥି- ୧୦ମୀ ଦିବା ୦୨.୫୧ ଗତେ ୧୧ଶୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ନାସ୍ତି ।
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର, ଚନ୍ଦ୍ର – ତୁଳା ଅହୋରାତ୍ର ତିଥି – ୯ମୀ ଦିବା ୦୩.୪୮ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ତୁଳା , କୁମ୍ଭ ପୁଷ୍କର ଦୋଷ – ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୧.୨୬ ପର୍ଯ୍ୟନ୍ତ
ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର ଚନ୍ଦ୍ର – କନ୍ୟା ଦିବା ୧୧.୧୧ ଗତେ ତୁଳା । ତିଥି – ୮ମୀ ଦିବା ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ମକର । ପୁଷ୍କର ଦୋଷ – ରାତ୍ରି ୦୧.୦୮ ଗତେ ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୭ମୀ ଦିବା ୦୩.୦୮ ଗତେ ୮ମୀ, ଘାତ ଚନ୍ଦ୍ର – ବୃଷ ଦିବା ୧୧.୧୧ ପର୍ଯ୍ୟନ୍ତ, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୩.୦୮ ଗତେ ୧ପାଦ
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ସୋମବାର, ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୬ଷ୍ଠୀ ଦିବା ୦୧.୪୩ ଗତେ ୭ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ଦିବା ୦୧.୪୩ ଗତେ ୧ ପାଦ- ପଶୁସମ୍ପଦ ନାଶ - ଅନ୍ନଦାନ
ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ସିଂହ ରାତ୍ରି ୧୧.୪୧ ଗତେ କନ୍ୟା । ତିଥି- ୫ମୀ ଦିବା ୧୧.୪୫ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- ବୃଷ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନୀ- ଭୂମି ଓ ତିଳକାଞ୍ଜନ ଦାନ ରାତ୍ରି ୦୭.୪୬ ଗତେ ୧ ପାଦ- କୃଷିହାନି ଭୂମିଦାନ ।
ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଦିବା ୧୦.୫୫ ଗତେ ସିଂହ । ତିଥି- ୩ୟା ପ୍ରାତଃ ୦୬.୫୮ ଗତେ ୪ର୍ଥୀ । ଘାତ ଚନ୍ଦ୍ର- କର୍କଟ, ମକର ଅହୋରାତ୍ର । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ନାସ୍ତି ।
ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର ।ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ୩ୟା ଅହୋରାତ୍ର । ଘାତ ଚନ୍ଦ୍ର- ଦିବା ୧୦.୫୫ ଗତେ କର୍କଟ, ମକର । ଘାତବାର- ତୁଳା, କୁମ୍ଭ । ପୁଷ୍କରଦୋଷ- ନାସ୍ତି ।
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ, ବୁଧବାର। ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୨ୟା ନିଶାନ୍ତ ୦୪.୩୦ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ
ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୨ ଗତେ କର୍କଟ । ତିଥି- ପ୍ରତିପଦ ରାତ୍ରି ୦୨.୧୦ ଗତେ ୨ୟା । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ-ଭୂମିଦାନ ରାତ୍ରି ୦୨.୧୦ ଗତେ ୨ ପାଦ - କୃଷି ଓ ବଂଶହାନୀ ।
ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର, ତିଥି – ଅମାବାସ୍ୟା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୦.୩୨ ପର୍ଯ୍ୟନ୍ତ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ନିଶାନ୍ତ ୦୫.୧୧ ପର୍ଯ୍ୟନ୍ତ
ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର – ବୃଷ ଦିବା ୧୧.୨୨ ଗତେ ମିଥୁନ, ତିଥି – ୧୪ଶୀ ରାତ୍ରି ୧୦.୦୮ ଗତେ ଅମାବାସ୍ୟା, ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୨.୩୯ ଗତେ ୨ ପାଦ - କୃଷି ଓ ବଂଶହାନି – ଭୂମି- ତିଳକାଞନ ଦାନ
ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର। ଚନ୍ଦ୍ର – ବୃଷ ଅହୋରାତ୍ର, ତିଥି – ୧୩ଶୀ ରାତ୍ରି ୦୮.୩୨ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଦିବା ୧୧.୨୨ ଗତେ କନ୍ୟା, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ
ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର। ଚନ୍ଦ୍ର – ବୃଷ ଅହୋରାତ୍ର; ତିଥି – ୧୨ଶୀ ସନ୍ଧ୍ୟା ୦୭.୧୭ ଗତେ ୧୩ଶୀ, ଘାତ ଚନ୍ଦ୍ର– ବିଛା ଅହୋରାତ୍ର, ଘାତ ବାର– ବିଛା, ଧନୁ ଓ ମୀନ
ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୧.୫୮ ଗତେ ବୃଷ ,ତିଥି – ୧୧ଶୀ ସନ୍ଧ୍ୟା ୦୬.୨୫ ଗତେ ୧୨ଶୀ ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ସନ୍ଧ୍ୟା ୦୬.୨୫ ଗତେ ୨ପାଦ-ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ
ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୧୦ମୀ ସନ୍ଧ୍ୟା ୦୫.୫୯ ଗତେ ୧୧ଶୀ । ଘାତ ଚନ୍ଦ୍ର- ମେଷ ରାତ୍ରି ୦୧.୫୮ ଗତେ ବିଛା । ଘାତ ବାର – କର୍କଟ, ପୁଷ୍କର ଦୋଷ- ରାତ୍ରି ୦୭.୪୩ ଗତେ ୧ପାଦ- କୁଟୁମ୍ଭହାନୀ- ତିଳକାଞ୍ଚନ ଦାନ