ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୫୯ ଗତେ ମେଷ,ତିଥି – ୯ମୀ ସନ୍ଧ୍ୟା ୦୬.୦୫ ଗତେ ୧୦ମୀ ,ଘାତ ଚନ୍ଦ୍ର – ମେଷ ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ
ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର, ଚନ୍ଦ୍ର – ମୀନ ଅହୋରାତ୍ର, ତିଥି – ୮ମୀ ସନ୍ଧ୍ୟା ୦୬.୪୪ ଗତେ ୯ମୀ, ଘାତ ଚନ୍ଦ୍ର – ଧନୁ ରାଶିର ସନ୍ଧ୍ୟା ୦୬.୫୯ ଗତେ ମେଷ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି
ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଦିବା ୦୨.୫୮ ଗତେ ମୀନ । ତିଥି – ୭ମୀ ରାତ୍ରି ୦୮.୦୦ ଗତେ ଅଷ୍ଟମୀ । ଘାତ ଚନ୍ଦ୍ର – ଧନୁ ଅହୋରାତ୍ର । ଘାତ ବାର – ମେଷ ।
ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି –୬ଷ୍ଠୀ ରାତ୍ରି ୦୯.୫୧ ଗତେ ୭ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଦିବା ୦୨.୫୮ ଗତେ ଧନୁ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ, ରାତ୍ରି ୦୮.୩୬ ଗତେ ୧ ପାଦ ।
ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ଦିବା ୦୧.୩୮ ଗତେ କୁମ୍ଭ; ତିଥି – ୫ମୀ ରାତ୍ରି ୧୨.୧୭ ଗତେ ୬ଷ୍ଠୀ
ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୩ୟା ପ୍ରାତଃ ୦୬.୩୦ ଗତେ ୪ର୍ଥୀ (କ୍ଷୟ) ରାତ୍ରି ୦୩.୧୨ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଦିବା ୦୧.୩୮ ଗତେ ମିଥୁନ, ମୀନ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ନାସ୍ତି
ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଦିବା ୦୧.୪୩ ଗତେ ମକର,ତିଥି – ୨ୟା ଦିବା ୧୦.୦୨ ଗତେ ୩ୟା, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ପ୍ରାତଃ ୦୫.୩୯ ଗତେ ୧ ପାଦ ।
ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ଦିବା ୦୧.୩୮ ଗତେ ୨ୟା, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୦୧.୪୩ ଗତେ ସିଂହ, ଘାତ ବାର – ମକର, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୮.୨୪ ଗତେ ୨ ପାଦ
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର – ବିଛା ଦିବା ୦୧.୧୭ ଗତେ ଧନୁ, ତିଥି – ପୂର୍ଣ୍ଣିମା ସନ୍ଧ୍ୟା ୦୫.୦୮ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର । ଚନ୍ଦ୍ର – ବିଛା ଅହୋରାତ୍ର, ତିଥି – ୧୪ଶୀ ରାତ୍ରି ୦୮.୨୧ ଗତେ ପୂର୍ଣ୍ଣିମା, ଘାତ ଚନ୍ଦ୍ର – ଦିବା ୦୧.୧୭ ଗତେ ତୁଳା ଓ କୁମ୍ଭ, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୧୩ଶୀ ରାତ୍ରି ୧୧.୦୭ ଗତେ ୧୪ଶୀ ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ
ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଦିବା ୧୦.୨୮ ଗତେ ବିଛା । ତିଥି- ୧୨ଶୀ ରାତ୍ରି ୦୧.୧୭ ଗତେ ୧୩ଶୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ – ୨ ପାଦ ପଶୁ ଓ ବଂଶହାନୀ- ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୪.୦୯ ।
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୨ ଗତେ ୧୨ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୦୪.୨୯ ଗତେ କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୦୨.୪୨ ଗତେ ୨ ପାଦ
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର – କନ୍ୟା ରାତ୍ରି ୦୩.୨୬ ଗତେ ତୁଳା,ତିଥି – ୯ମୀ ରାତ୍ରି ୦୩.୦୫ ଗତେ ୧୦ମୀ,ଘାତ ଚନ୍ଦ୍ର – ବୃଷ ରାତ୍ରି ୦୩.୨୬ ପର୍ଯ୍ୟନ୍ତ,ଘାତ ବାର – ମକର,ପୁଷ୍କର ଦୋଷ – ୨ ପାଦ - କୃଷିହାନି- ଭୂମିଦାନ ।
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୮ମୀ ରାତ୍ରି ୦୨.୦୫ ଗତେ ୯ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୨ ପାଦ - କୃଷିହାନି- ତିଳକାଞନ ଦାନ ଦିବା ୧୨.୪୨ ପର୍ଯ୍ୟନ୍ତ
ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୪.୫୧ ଗତେ କନ୍ୟା । ତିଥି- ୭ମୀ ରାତ୍ରି ୧୨.୨୫ ଗତେ ୮ମୀ । ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୫୧ ଗତେ ବୃଷ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ । କୃଷି ଓ ପଶୁହାନି- ଭୂମି- ଅନ୍ନଦାନ ଦିବା ୧୦.୧୦ ଗତେ ୩ ପାଦ ।
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୧୦.୧୭ ଗତେ ୭ମୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ - କୃଷିହାନି-ଭୂମିଦାନ ରାତ୍ରି ୧୦.୧୭ ଗତେ ୨ ପାଦ
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୫ମୀ ରାତ୍ରି ୦୭.୫୪ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ରାତ୍ରି ୦୪.୧୭ ଗତେ ସିଂହ,ତିଥି – ୪ର୍ଥୀ ସନ୍ଧ୍ୟା ୦୫.୨୮ ଗତେ ୫ମୀ । ଘାତ ଚନ୍ଦ୍ର – ରାତ୍ରି ୦୪.୧୭ ଗତେ କର୍କଟ, ମକର ,ଘାତ ବାର – ତୁଳା, କୁମ୍ଭ ,ପୁଷ୍କର ଦୋଷ – ନାସ୍ତି ।
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ, ବୁଧବାର, ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୩ୟା ଦିବା ୦୩.୧୦ ଗତେ ୪ର୍ଥୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – କର୍କଟ, ପୁଷ୍କର ଦୋଷ – ନାସ୍ତି
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର ,ତିଥି – ପ୍ରତିପଦ ଦିବା ୧୧.୨୫ ଗତେ ୨ୟା,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ଦିବା ୧୧.୨୫ ଗତେ ୧ପାଦ- ପଶୁସମ୍ପଦ ନାଶ -ଅନ୍ନଦାନ ରାତ୍ରି ୦୮.୧୦ ଗତେ ୨ ପାଦ
ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – ବୃଷ ପ୍ରାତଃ ୦୫.୧୨ ଗତେ ମିଥୁନ ,ତିଥି – ଅମାବାସ୍ୟା ଦିବା ୧୦.୦୭ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବିଛା ପ୍ରାତଃ ୦୫.୧୨ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି– ଭୂମିଦାନ
ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୧ ଗତେ ଅମାବାସ୍ୟା ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ- କୃଷିହାନି – ଭୂମିଦାନ
ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୮.୪୦ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୩.୦୭ ପର୍ଯ୍ୟନ୍ତ
ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ।ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବୃଷ,ତିଥି – ୧୨ଶୀ ଦିବା ୦୮.୩୨ ଗତେ ୧୩ଶୀ,ଘାତ ଚନ୍ଦ୍ର – ମେଷ ରାତ୍ରି ୦୮.୨୩ ଗତେ ବିଛା,ଘାତ ବାର – ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।