ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ।ଚନ୍ଦ୍ର – ମୀନ ରାତ୍ରି ୧୧.୫୩ ଗତେ ମେଷ,ତିଥି – ୧୪ଶୀ ଦିବା ୧୧.୨୪ ଗତେ ଅମାବାସ୍ୟା,ଘାତ ଚନ୍ଦ୍ର – ଧନୁ ରାତ୍ରି ୧୧.୫୩ ଗତେ ମେଷ,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।
ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୧.୨୭ ଗତେ ୧୪ଶୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।
ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୮.୫୨ ଗତେ ମୀନ ,ତିଥି – ୧୨ଶୀ ଦିବା ୦୩.୪୬ ଗତେ ୧୩ଶୀ,ଘାତ ଚନ୍ଦ୍ର – ମିଥୁନ ଓ ମୀନ ରାତ୍ରି ୦୮.୫୨ ଗତେ ଧନୁ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ ଦିବା ୦୩.୪୬ ଗତେ ଗତେ ୧ ପାଦ ।
ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୧ଶୀ ସନ୍ଧ୍ୟା ୦୬.୧୪ ଗତେ ୧୨ଶୀ, ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ସନ୍ଧ୍ୟା ୦୬.୧୪ ଗତେ ୨ ପାଦ -କୃଷି ଓ ପଶୁହାନି - ଭୂମି ଓ ଅନ୍ନଦାନ ରାତ୍ରି ୦୪.୦୬ ଗତେ ୩ ପାଦ
ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର, ଚନ୍ଦ୍ର – ମକର ସନ୍ଧ୍ୟା ୦୬.୪୩ ଗତେ କୁମ୍ବ, ତିଥି – ୧୦ମୀ ରାତ୍ରି ୦୮.୪୫ ଗତେ ୧୧ଶୀ, ଘାତ ଚନ୍ଦ୍ର – ସିଂହ ସନ୍ଧ୍ୟା ୦୬.୪୩ ଗତେ ମିଥୁନ ଓ ମୀନ, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ
ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୯ମୀ ରାତ୍ରି ୧୧.୧୩ ଗତେ ୧୦ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ଦିବା ୦୯.୧୪ ପର୍ଯ୍ୟନ୍ତ ।
ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ଧନୁ ଦିବା ୦୪.୨୧ ଗତେ ମକର,ତିଥି – ୮ମୀ ରାତ୍ରି ୦୧.୩୪ ଗତେ ୯ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଦିବା ୦୪.୨୧ ଗତେ ସିଂହ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୧୦.୪୨ ଗତେ ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ।
ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୬ଷ୍ଠୀ ପ୍ରାତଃ ୦୫.୩୯ ଗତେ ୭ମୀ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ପ୍ରାତଃ ୦୫.୩୯ ଗତେ ୧ ପାଦ- ପଶୁ ସମ୍ପଦ ନାଶ- ଅନ୍ନଦାନ ।
ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ବିଛା ଦିବା ୧୨.୫୭ ଗତେ ଧନୁ,ତିଥି – ୫ମୀ ପ୍ରାତଃ ୦୭.୧୮ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ଦିବା ୧୨.୫୭ ଗତେ ତୁଳା , କୁମ୍ଭ। ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।
ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି – ୪ର୍ଥୀ ଦିବା ୦୮.୩୭ ଗତେ ୫ମୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି
ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ରବିବାର । ଚନ୍ଦ୍ର – ତୁଳା ଦିବା ୦୮.୦୧ ଗତେ ବିଛା,ତିଥି – ୩ୟା ଦିବା ୦୯.୩୫ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶହାନି ଭୂମି ଓ ତିଳକାଞନ ଦାନ ଦିବା ୦୧.୫୯ ଗତେ ୧ପାଦ
ସୌର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ, ଶନିବାର, ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୨ୟା ଦିବା ୧୦.୧୧ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ ଦିବା ୧୦.୧୧ ଗତେ ୧ପାଦ
ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପ୍ରତିପଦ ଦିବା ୧୦.୨୧ ଗତେ ୨ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ଦିବା ୧୦.୨୧ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ
ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ରାତ୍ରି ୦୧.୦୯ ଗତେ ତୁଳା,ତିଥି – ପୂର୍ଣ୍ଣିମା ଦିବା ୧୦.୦୪ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବୃଷ ରାତ୍ରି ୦୧.୦୯ ପର୍ଯ୍ୟନ୍ତ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି
ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୯ ଗତେ ପୂର୍ଣ୍ଣିମା,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୧ ପର୍ଯ୍ୟନ୍ତ ।
ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଦିବା ୦୪.୦୫ ଗତେ କନ୍ୟା,ତିଥି – ୧୩ଶୀ ଦିବା ୦୮.୦୫ ଗତେ ୧୪ଶୀ ,ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୦୫ ଗତେ ବୃଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ୦୯.୩୫ ଗତେ ୨ପାଦ ।
ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ସୋମବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୨ଶୀ ପ୍ରାତଃ ୦୬.୨୪ ଗତେ ୧୩ଶୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର, ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ- ପଶୁ ସମ୍ପଦ ନାଶ- ଅନ୍ନଦାନ ପ୍ରାତଃ ୦୬.୨୪ ପର୍ଯ୍ୟନ୍ତ
ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୨ଶୀ ଅହୋରାତ୍ର,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ
ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ଶନିବାର । ଚନ୍ଦ୍ର – କର୍କଟ ନିଶାନ୍ତ ୦୪.୪୮ ଗତେ ସିଂହ,ତିଥି – ୧୧ଶୀ ରାତ୍ରି ୦୪.୨୦ ଗତେ ୧୨ଶୀ,ଘାତ ଚନ୍ଦ୍ର – ନିଶାନ୍ତ ୦୪.୪୮ ଗତେ କର୍କଟ, ମକର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୪.୨୦ ଗତେ ୨ ପାଦ
ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି – ୧୦ମୀ ରାତ୍ରି ୦୧.୫୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି
ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।
ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର । ତିଥି – ୮ମୀ ରାତ୍ରି ୦୯.୦୭ ଗତେ ୯ମୀ । ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର । ଘାତ ବାର - କର୍କଟ ।
ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ମଙ୍ଗଳବାର, ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୭ମୀ ସନ୍ଧ୍ୟା ୦୭.୦୨ ଗତେ ୮ମୀ, ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର, ଘାତ ବାର - ମକର, ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୭.୦୨ ଗତେ ୧ ପାଦ
ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର – ବୃଷ ରାତ୍ରି ୦୪.୨୫ ଗତେ ମିଥୁନ,ତିଥି – ୬ଷ୍ଠୀ ସନ୍ଧ୍ୟା ୦୫.୨୮ ଗତେ ୭ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୪.୨୫ ଗତେ କନ୍ୟା,ଘାତ ବାର- ମିଥୁନ,ପୁଷ୍କର ଦୋଷ – ସନ୍ଧ୍ୟା ୦୫.୨୮ ଗତେ ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ
ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୫ମୀ ଦିବା ୦୪.୩୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମେଷ,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୨.୦୧ ଗତେ ୧ପାଦ