ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର । ତିଥି – ୮ମୀ ରାତ୍ରି ୦୯.୦୭ ଗତେ ୯ମୀ । ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର । ଘାତ ବାର - କର୍କଟ ।
ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ମଙ୍ଗଳବାର, ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୭ମୀ ସନ୍ଧ୍ୟା ୦୭.୦୨ ଗତେ ୮ମୀ, ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର, ଘାତ ବାର - ମକର, ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୭.୦୨ ଗତେ ୧ ପାଦ
ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର – ବୃଷ ରାତ୍ରି ୦୪.୨୫ ଗତେ ମିଥୁନ,ତିଥି – ୬ଷ୍ଠୀ ସନ୍ଧ୍ୟା ୦୫.୨୮ ଗତେ ୭ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୪.୨୫ ଗତେ କନ୍ୟା,ଘାତ ବାର- ମିଥୁନ,ପୁଷ୍କର ଦୋଷ – ସନ୍ଧ୍ୟା ୦୫.୨୮ ଗତେ ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ
ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୫ମୀ ଦିବା ୦୪.୩୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମେଷ,ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ଦିବା ୦୨.୦୧ ଗତେ ୧ପାଦ
ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର ।ଚନ୍ଦ୍ର – ମେଷ ସନ୍ଧ୍ୟା ୦୭.୨୫ ଗତେ ବୃଷ,ତିଥି – ୩ୟା ଦିବା ୦୪.୨୩ ଗତେ ୫ମୀ,ଘାତ ଚନ୍ଦ୍ର – ମେଷ ସନ୍ଧ୍ୟା ୦୭.୨୫ ଗତେ ବିଛା,ଘାତ ବାର- ବୃଷ, ସିଂହ ଓ କନ୍ୟା,.ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୧.୧୯ ଗତେ ୨ ପାଦ ।
ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୩ୟା ସନ୍ଧ୍ୟା ୦୫.୦୦ ଗତେ ୪ର୍ଥୀ ଘାତ ଚନ୍ଦ୍ର – ମେଷ ଅହୋରାତ୍ର, ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।
ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ଦିବା ୦୨.୦୯ ଗତେ ମେଷତିଥି – ୨ୟା ସନ୍ଧ୍ୟା ୦୬.୨୧ ଗତେ ୩ୟା ,ଘାତ ଚନ୍ଦ୍ର – ଧନୁ ଦିବା ୦୨.୦୯ ଗତେ ମେଷ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ –୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬.୨୧ ପର୍ଯ୍ୟନ୍ତ ।
ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ପ୍ରତିପାଦ ରାତ୍ରି ୦୮.୨୧ ଗତେ ୨ୟା ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ରାତ୍ରି ୦୮.୨୧ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।
ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଦିବା ୧୧.୫୮ ଗତେ ମୀନ ତିଥି – ଅମାବାସ୍ୟା ରାତ୍ରି ୧୦.୫୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ , ମୀନ ଦିବା ୧୧.୫୮ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୨୫ ଗତେ ୧ ପାଦ ।
ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ, ସୋମବାର, ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୪ଶୀ ରାତ୍ରି ୦୧.୪୭ ଗତେ ଅମାବାସ୍ୟା, ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର, ଘାତ ବାର- ମିଥୁନ,ପୁଷ୍କର ଦୋଷ – ରାତ୍ରି ୦୭.୩୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ
ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର – ମକର ଦିବା ୧୧.୧୬ ଗତେ କୁମ୍ଭ,ତିଥି – ୧୨ଶୀ ଦିବା ୦୮.୦୭ ଗତେ ୧୩ଶୀ,ଘାତ ଚନ୍ଦ୍ର – ସିଂହ ଦିବା ୧୧.୧୬ ଗତେ ମିଥୁନ , ମୀନ,ଘାତ ବାର- ମେଷ । ପୁଷ୍କର ଦୋଷ – ୨ ପାଦ - କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୮.୦୭ ଗତେ ୧ ପାଦ ।
ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶନିବାର,ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୧୧ଶୀ ଦିବା ୧୧.୧୪ ଗତେ ୧୨ଶୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ- ଦିବା ୧୧.୧୪ ଗତେ ୨ ପାଦ
ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର । ଚନ୍ଦ୍ର – ଧନୁ ଦିବା ୧୦.୧୭ ଗତେ ମକର,ତିଥି – ୧୦ ମୀ ଦିବା ୦୨.୦୭ ଗତେ ୧୧ଶୀ,ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୧୦.୧୭ ଗତେ ସିଂହ,ଘାତ ବାର- ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୨.୪୫ ପର୍ଯ୍ୟନ୍ତ
ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର ଚନ୍ଦ୍ର – ଧନୁ ଅହୋରାତ୍ର ,ତିଥି – ୯ମୀ ଦିବା ୦୪.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଅହୋରାତ୍ର ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନିଶାନ୍ତ ୦୪.୪୬ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ
ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର । ଚନ୍ଦ୍ର – ବିଛା ପ୍ରାତଃ ୦୭.୩୩ ଗତେ ଧନୁ,ତିଥି – ୮ମୀ ସନ୍ଧ୍ୟା ୦୬.୪୬ ଗତେ ୯ମୀ,ଘାତ ଚନ୍ଦ୍ର – ପ୍ରାତଃ ୦୭.୩୩ ଗତେ ତୁଳା ଓ କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି
ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୭ମୀ ରାତ୍ରି ୦୮.୨୨ ଗତେ ୮ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମକର,ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ରାତ୍ରି ୦୮.୨୨ ଗତେ ୧ ପାଦ
ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୦୯.୨୭ ଗତେ ୭ମୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମିଥୁନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୮.୨୦ ଗତେ ୨ ପାଦ
ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୧୭ ଗତେ ବିଛା,ତିଥି – ୫ମୀ ରାତ୍ରି ୧୦.୦୧ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ପ୍ରାତଃ ୦୭.୫୯ ଗତେ ୨ ପାଦ ।
ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶନିବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୦.୦୬ ଗତେ ୫ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ
ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬.୩୬ ଗତେ ତୁଳା,ତିଥି – ୩ୟା ରାତ୍ରି ୦୯.୪୨ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬.୩୬ ପର୍ଯ୍ୟନ୍ତ,ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।
ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୫୪ ଗତେ ୩ୟା । ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୦୮.୫୪ ପର୍ଯ୍ୟନ୍ତ ।
ସୌର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ବୁଧବାର । ଚନ୍ଦ୍ର - ସିଂହ ଦିବା ୦୮.୫୨ ଗତେ କନ୍ୟା । ତିଥି - ପ୍ରତିପଦ ରାତ୍ରି ୦୭.୪୩ ଗତେ ୨ୟା । ଘାତ ଚନ୍ଦ୍ର - କର୍କଟ, ମକର ଦିବା ୦୮.୫୨ ଗତେ ବୃଷ । ଘାତ ବାର- କର୍କଟ ।
ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ପୂର୍ଣ୍ଣିମା ସନ୍ଧ୍ୟା ୦୬.୧୦ ଗତେ ପ୍ରତିପଦ ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର । ଘାତ ବାର- ମକର,ପୁଷ୍କର ଦୋଷ – ୧- ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୨.୨୧ ଗତେ ୨ ପାଦ
ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୪ଶୀ ଦିବା ୦୪.୧୭ ଗତେ ପୂର୍ଣ୍ଣିମା ,ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି
ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ରବିବାର । ଚନ୍ଦ୍ର – କର୍କଟ ରାତ୍ରି ୦୯.୩୦ ଗତେ ସିଂହ,ତିଥି – ୧୩ଶୀ ଦିବା ୦୨.୦୭ ଗତେ ୧୪ଶୀ,ଘାତ ଚନ୍ଦ୍ର – ରାତ୍ରି ୦୯.୩୦ ଗତେ କର୍କଟ , ମକର,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ