ସୌର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଅହୋରାତ୍ର । ତିଥି – ୧୨ଶୀ ଦିବା ୧୧.୪୩ ଗତେ ୧୩ଶୀ ।
ସୌର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ଶୁକ୍ରବାର, ଚନ୍ଦ୍ର – ମିଥୁନ ଦିବା ୦୮.୫୮ ଗତେ କର୍କଟ, ତିଥି – ୧୧ଶୀ ଦିବା ୦୯.୧୧ ଗତେ ୧୨ଶୀ, ଘାତ ଚନ୍ଦ୍ର – କନ୍ୟା ଦିବା ୦୮.୫୮ ପର୍ଯ୍ୟନ୍ତ, ଘାତ ବାର-ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୧୧ ଗତେ ୨ ପାଦ
ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର ।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ପ୍ରାତଃ ୦୬.୩୯ ଗତେ ୧୧ଶୀ ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ଦିବା ୧୨.୪୩ ଗତେ ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ।
ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୧୦ମୀ ଅହୋରାତ୍ର,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି
ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର – ବୃଷ ରାତ୍ରି ୦୮.୩୨ ଗତେ ମିଥୁନ, ତିଥି – ୯ମୀ ରାତ୍ରି ୦୪.୧୯ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୮.୩୨ ଗତେ କନ୍ୟା ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।
ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୮ମୀ ରାତ୍ରି ୦୨.୨୧ ଗତେ ୯ମୀ ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।
ସୌର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ, ରବିବାର, ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବୃଷ, ତିଥି – ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର – ମେଷ ଦିବା ୧୦.୧୫ ଗତେ ବିଛା, ଘାତ ବାର- ମେଷ, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି- ଭୂମି, ଅନ୍ନ ଓ ତିଳକାଞନ ଦାନ ରାତ୍ରି ୧୨.୫୯ ଗତେ ୨ ପାଦ
ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୧୨.୨୦ ଗତେ ୭ମୀ ।ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ , ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୨.୨୦ ଗତେ ୨ ପାଦ
ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର,ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୫ମୀ ରାତ୍ରି ୧୨.୩୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବିଛା , ଧନୁ ଓ ମୀନ । ପୁଷ୍କର ଦୋଷ – ନାସ୍ତି ।
ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ରାତ୍ରି ୦୩.୪୫ ଗତେ ମେଷ,ତିଥି – ୪ର୍ଥୀ ରାତ୍ରି ୦୧.୩୩ ଗତେ ୫ମୀ ,ଘାତ ଚନ୍ଦ୍ର – ଧନୁ ରାତ୍ରି ୦୩.୪୫ ଗତେ ମେଷ,ଘାତ ବାର- ତୁଳା , କୁମ୍ଭ, ପୁଷ୍କର ଦୋଷ – ନାସ୍ତି
ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୩ୟା ରାତ୍ରି ୦୩.୨୪ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ପ୍ରାତଃ ୦୬.୩୮ ପର୍ଯ୍ୟନ୍ତ ।
ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୧.୧୧ ଗତେ ମୀନ।ତିଥି – ପ୍ରତିପଦ ଦିବା ୦୯.୦୫ ଗତେ ୨ୟା।ଘାତ ଚନ୍ଦ୍ର – ମିଥୁନ ଓ ମୀନ ରାତ୍ରି ୦୧.୧୧ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ଦିବା ୦୯.୦୧ ଗତେ ୨ ପାଦ ।
ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ସୋମବାର ।ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ଅମାବାସ୍ୟା ଦିବା ୧୨.୩୫ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।
ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର ।ଚନ୍ଦ୍ର – ମକର ରାତ୍ରି ୦୧.୧୪ ଗତେ କୁମ୍ଭ,ତିଥି – ୧୪ଶୀ ଦିବା ୦୪.୧୮ ଗତେ ଅମାବାସ୍ୟା। ଘାତ ଚନ୍ଦ୍ର – ସିଂହ ରାତ୍ରି ୦୧.୧୪ ଗତେ ମିଥୁନ ଓ ମୀନ । ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ
ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର, ଚନ୍ଦ୍ର – ଧନୁ ରାତ୍ରି ୦୧.୪୭ ଗତେ ମକର, ତିଥି – ୧୨ଶୀ ରାତ୍ରି ୧୧.୩୬ ଗତେ ୧୩ଶୀ, ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୧.୪୭ ଗତେ ସିଂହ, ଘାତ ବାର-ବିଛା , ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୮.୨୭ ଗତେ ୨ ପାଦ
ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୧୧ଶୀ ରାତ୍ରି ୦୨.୪୯ ଗତେ ୧୨ଶ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଅହୋରାତ୍ର,ଘାତ ବାର- ତୁଳା, କୁମ୍ଭ,ପୁଷ୍କର ଦୋଷ – ରାତ୍ରି ୦୨.୪୯ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ।
ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର,ଚନ୍ଦ୍ର – ବିଛା ରାତ୍ରି ୧୨.୪୪ ଗତେ ଧନୁ,ତିଥି – ୯ମୀ ପ୍ରାତଃ ୦୭.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ରାତ୍ରି ୧୨.୪୪ ଗତେ ତୁଳା, କୁମ୍ଭ,ଘାତ ବାର- କର୍କଟ,ପୁଷ୍କର ଦୋଷ – ନାସ୍ତି ।
ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ମଙ୍ଗଳବାର। ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୮ମୀ ଦିବା ୦୯.୦୪ ଗତେ ୯ମୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ
ସୈାର ମକର ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର – ତୁଳା ରାତ୍ରି ୦୮.୩୬ ଗତେ ବିଛା,ତିଥି – ୭ମୀ ଦିବା ୦୯.୪୬ ଗତେ ୭ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମିଥୁନ ,ପୁଷ୍କର ଦୋଷ – ୨ ପାଦ -ପଶୁ ଓ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ଦିବା ୦୯.୪୬ ଗତେ ୧ ପାଦ ।
ସୈାର ମକର ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୦୯.୪୬ ଗତେ ୭ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୪୬ ଗତେ ୨ ପାଦ
ସୌର ମକର ମାସ ଫାଲ୍ଗୁନ କୃଷ୍ଣପକ୍ଷ । ୧୧ ତାରିଖ ଶନିବାର । ଚନ୍ଦ୍ର – କନ୍ୟା ଦିବା ୦୧.୦୧ ଗତେ ତୁଳା । ତିଥି – ୫ମୀ ଦିବା ୦୯.୦୮ ଗତେ ୬ଷ୍ଠୀ ଘାତ ଚନ୍ଦ୍ର – ବୃଷ ଦିବା ୦୧.୦୧ ପର୍ଯ୍ୟନ୍ତ ଘାତ ବାର- ବୃଷ, ସିଂହ ଓ କନ୍ୟା
ସୈାର ମକର ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର। ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୪ର୍ଥୀ ପ୍ରାତଃ ୦୭.୫୮ ଗତେ ୫ମୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ବିଛା , ଧନୁ ଓ ମୀନ ,ପୁଷ୍କର ଦୋଷ – ନାସ୍ତି ।
ସୈାର ମକର ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର । ତିଥି – ୩ୟା ପ୍ରାତଃ ୦୬.୨୩ ଗତେ ୪ର୍ଥୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୦.୨୬ ପର୍ଯ୍ୟନ୍ତ ।
ସୌର ମକର ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ, ବୁଧବାର ଚନ୍ଦ୍ର – ସିଂହ ରାତ୍ରି ୦୨.୪୮ ଗତେ କନ୍ୟା ତିଥି – ୩ୟା ଅହୋରାତ୍ର ଘାତ ଚନ୍ଦ୍ର – କର୍କଟ ଓ ମକର ରାତ୍ରି ୦୨.୪୮ ଗତେ ବୃଷ ଘାତ ବାର- କର୍କଟ ପୁଷ୍କର ଦୋଷ – ରାତ୍ରି ୦୮.୧୪ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ।
ସୈାର ମକର ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୨ୟା ରାତ୍ରି ୦୪.୨୮ ଗତେ ୩ୟା ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ରାତ୍ରି ୦୪.୨୮ ଗତେ ୧ ପାଦ