ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି - ୪ର୍ଥୀ ଦିବା ୦୨.୩୧ ଗତେ ୫ମୀ,ଘାତ ଚନ୍ଦ୍ର - କର୍କଟ, ମକର ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି
ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ଦିବା ୦୯.୦୧ ଗତେ ସିଂହ,ତିଥି - ୩ୟା ଦିବା ୧୨.୦୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଦିବା ୦୯.୦୧ ଗତେ କର୍କଟ, ମକର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ ।
ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ସୋମବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି - ୨ୟା ଦିବା ୦୯.୩୯ ଗତେ ୩ୟା,ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ପାଦ - ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୯.୩୯ ପର୍ଯ୍ୟନ୍ତ ।
ସୌର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ। ଇଂରାଜୀରେ ୮ ତାରିଖ, ରବିବାର। ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ପ୍ରତିପଦ ପ୍ରାତଃ ୦୭.୦୭ ଗତେ ୨ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ ପ୍ରାତଃ ୦୭.୦୭ ଗତେ ୨ ପାଦ।
ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଶନିବାର । ଚନ୍ଦ୍ର – ମିଥୁନ ରାତ୍ରି ୦୮.୨୩ ଗତେ କର୍କଟ,ତିଥି- ପ୍ରତିପଦ ଅହୋରାତ୍ର,ଘାତ ଚନ୍ଦ୍ର- କନ୍ୟା ରାତ୍ରି ୦୮.୨୩ ପର୍ଯ୍ୟନ୍ତ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ରାତ୍ରି ୦୩.୦୭ ଗତେ ୧ପାଦ
ସୌର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଶୁକ୍ରବାର। ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ପୂର୍ଣ୍ଣିମା ନିଶାନ୍ତ ୦୪.୩୭ ଗତେ ପ୍ରତିପଦ, ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର, ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୨.୧୩ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ।
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଗୁରୁବାର । ଚନ୍ଦ୍ର – ବୃଷ ଦିବା ୦୮.୦୫ ଗତେ ମିଥୁନ । ତିଥି- ୧୪ଶୀ ରାତ୍ରି ୦୨.୧୪ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଦିବା ୦୮.୦୫ ଗତେ କନ୍ୟା ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ବୁଧବାର । ଚନ୍ଦ୍ର – ବୃଷ (ଅହୋରାତ୍ର),ତିଥି- ୧୩ଶୀ ରାତ୍ରି ୧୨.୦୧ ଗତେ ୧୪ଶୀ ,ଘାତ ଚନ୍ଦ୍ର- ବିଛା (ଅହୋରାତ୍ର),ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ମଙ୍ଗଳବାର। ଚନ୍ଦ୍ର – ବୃଷ (ଅହୋରାତ୍ର),ତିଥି- ୧୨ଶୀ ରାତ୍ରି ୧୦.୦୨ ଗତେ ୧୩ଶୀ,ଘାତ ଚନ୍ଦ୍ର- ବିଛା,(ଅହୋରାତ୍ର)ଘାତ ବାର – ମକର,ପୁଷ୍କର ଦୋଷ – ୩ ପାଦ – କୃଷି, ପଶୁ ଓ ବଂଶହାନି ଭୂମି- ଅନ୍ନ ଓ ତିଳକାଞନ ଦାନ ଦିବା ୦୪.୨୫ ଗତେ ୨ ପାଦ
ସୌର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ସୋମବାର
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ରବିିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି- ୧୦ମୀ ସନ୍ଧ୍ୟା ୦୭.୧୧ ଗତେ ୧୧ଶୀ ଘାତ ଚନ୍ଦ୍ର- ମେଷ ଅହୋରାତ୍ର,ଘାତ ବାର – ମେଷ ,ପୁଷ୍କର ଦୋଷ – ୧ପାଦ -କୃଷିହାନି- ଭୂମିଦାନ
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ଶନିବାର। ଚନ୍ଦ୍ର – ମୀନ ଦିବା ୧୧.୪୮ ଗତେ ମେଷ,ତିଥି- ୯ମୀ ସନ୍ଧ୍ୟା ୦୬.୩୩ ଗତେ ୧୦ମୀ,ଘାତ ଚନ୍ଦ୍ର- ଧନୁ ଦିବା ୧୧.୪୮ ଗତେ ମେଷ,ଘାତ ବାର – ବୃଷ , ସିଂହ ଓ କନ୍ୟା ,ପୁଷ୍କର ଦୋଷ – ୧ପାଦ -କୃଷିହାନି- ଭୂମିଦାନ
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୮ମୀ ସନ୍ଧ୍ୟା ୦୬.୩୪ ଗତେ ୯ମ,ଘାତ ଚନ୍ଦ୍ର- ଧନୁ ,(ଅହୋରାତ୍ର),ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୭ମୀ ସନ୍ଧ୍ୟା ୦୭.୧୭ ଗତେ ୮ମୀ,ଘାତ ଚନ୍ଦ୍ର- ଧନୁ(ଅହୋରାତ୍ର),ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞନ ଦାନ ଦିବା ୧୧.୪୫ ଗତେ ୧ପାଦ
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ।ଚନ୍ଦ୍ର – ବିଛା ଅହୋରାତ୍ର,ତିଥି- ୧୩ଶୀ ରାତ୍ରି ୧୦.୧୬ ଗତେ ୧୪ଶୀ,ଘାତ ଚନ୍ଦ୍ର- ନାସ୍ତି,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି-ତିଳକାଞନ ଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି- ୫ମୀ ରାତ୍ରି ୧୦.୫୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର- ମିଥୁନ , ମୀନ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ କୃଷିହାନି- ଭୂମିଦାନ ।
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – ମକର ରାତ୍ରି ୦୩.୩୧ ଗତେ କୁମ୍ଭ,ତିଥି- ୪ର୍ଥୀ ରାତ୍ରି ୦୧.୩୮ ଗତେ ୫ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୦୩.୩୧ ଗତେ ମିଥୁନ , ମୀନ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର – ମକର ଅହୋରାତ୍ର ,ତିଥି- ୨ୟା ଦିବା ୦୮. ୨୪ ଗତେ ୩ ୟା ,ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ,ଘାତ ବାର – ମେଷ ,ପୁଷ୍କର ଦୋଷ – ୩ ପାଦ- ପଶୁ - ବଂଶହାନି- ଭୁମି, ଅନ୍ନ ଓ ତିଳକାଞନ ଦାନ ଦିବା ୦୮. ୨୪ ଗତେ ୨ ୟା ।
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ।ଚନ୍ଦ୍ର – ଧନୁ ରାତ୍ରି ୦୩.୩୦ ଗତେ ମକର,ତିଥି- ପ୍ରତିପଦ ଦିବା ୧୨.୦୬ ଗତେ ୨ୟା,ଘାତ ଚନ୍ଦ୍ର-,ତୁଳା ଓ କୁମ୍ଭ ରାତ୍ରି ୦୩.୩୦ ଗତେ ସିଂହ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ - କୃଷିିହାନି- ଭୂମିଦାନ ଦିବା ୧୨.୦୬ ଗତେ ୨ପାଦ ।
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର,ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି- ଅମାବାସ୍ୟା ଦିବା ୦୩.୪୬ ଗତେ ପ୍ରତିପଦ,ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ରାତ୍ରି ୦୪.୦୨ ଗତେ ଧନୁ,ତିଥି- ୧୪ଶୀ ସନ୍ଧ୍ୟା ୦୭.୧୩ ଅମାବାସ୍ୟା,ଘାତ ଚନ୍ଦ୍ର- ରାତ୍ରି ୦୪.୦୨ ଗତେ ତୁଳା ଓ କୁମ୍ଭ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି- ୧୩ଶୀ ରାତ୍ରି ୧୦.୧୬ ଗତେ ୧୪ଶୀ,ଘାତ ଚନ୍ଦ୍ର- ନାସ୍ତି,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି-ତିଳକାଞନ ଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୬ ଗତେ ବିଛା, ତିଥି- ୧୨ଶୀ ରାତ୍ରି ୧୨.୪୫ ଗତେ ୧୩ଶୀ ଘାତ ଚନ୍ଦ୍ର- ନାସ୍ତି । ଘାତ ବାର – ମକର ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୯.୫୩ ଗତେ ୩ ପାଦ
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୧ଶୀ ରାତ୍ରି ୦୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ରାତ୍ରି ୦୨.୩୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – କନ୍ୟା ରାତ୍ରି ୧୦.୨୯ ଗତେ ତୁଳା ତିଥି- ୧୦ମୀ ରାତ୍ରି ୦୩.୩୨ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ରାତ୍ରି ୧୦.୨୯ ପର୍ଯ୍ୟନ୍ତ ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ