ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ଦିବା ୧୨/୨୮ ଗତେ ତୁଳା ତିଥି- ୧୨ଶୀ ଦିବା ୧୦/୦୭ ଗତେ ୧୩ଶୀ ଘାତ ଚନ୍ଦ୍ର- ବୃଷ ଦିବା ୧୨/୨୮ ନିଶାନ୍ତ ଘାତ ବାର – ମିଥୁନ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୧୦/୦୭ ପର୍ଯ୍ୟନ୍ତ
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦/୪୧ ଗତେ ୧୨ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୦/୪୧ ଗତେ ୨ ପାଦ
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୦ମୀ ଦିବା ୧୦/୩୦ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ୧ ତିଳକାଞନ ଦାନ ରାତ୍ରି ୧୨/୧୨ ଗତେ ୧ ପାଦ
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ନିଶାନ୍ତ ୦୫/୨୮ ଗତେ କନ୍ୟା ତିଥି- ୯ମୀ ଦିବା ୦୯/୩୩ ଗତେ ୧୦ମୀ ଘାତ ଚନ୍ଦ୍ର- କର୍କଟ, ମକର ନିଶାନ୍ତ ୦୫/୨୮ ଗତେ ବୃଷ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ରାତ୍ରି ୧୧/୦୬ ଗତେ ୧ ପାଦ- କୁଟୁମ୍ଭହାନି-ତିଳକାଞନ ଦାନ
କୌଣସି ଖବର ପାଇ ମୁଣ୍ଡବ୍ୟଥା ହୋଇପାରେ ।
ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର – କର୍କଟ ସନ୍ଧ୍ୟା ୦୬/୫୮ ଗତେ ସିଂହ । ତିଥି- ୮ମୀ ଅହୋରାତ୍ର । ଘାତ ଚନ୍ଦ୍ର- ସନ୍ଧ୍ୟା ୦୬/୫୮ ଗତେ କର୍କଟ, ମକର । ଘାତ ବାର – କର୍କଟ । ପୁଷ୍କର ଦୋଷ – ନାସ୍ତି
ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି- ୭ମୀ ନିଶାନ୍ତ ୦୫/୫୦ ଗତେ ୮ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ ନିଶାନ୍ତ ୦୫/୫୦ ଗତେ ୧ପାଦ
ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ପ୍ରାତଃ ୦୬/୨୯ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୦୩/୨୪ ଗତେ ୭ମୀ, ଘାତ ଚନ୍ଦ୍ର- କନ୍ୟା ପ୍ରାତଃ ୦୬/୨୯ ପର୍ଯ୍ୟନ୍ତ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୧/୧୪ ପର୍ଯ୍ୟନ୍ତ
ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୫ମୀ ରାତ୍ରି ୧୨/୫୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର - ମେଷ ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ଦିବା ୧୦/୧୮ ଗତେ ୨ପାଦ
ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୪ର୍ଥୀ ରାତ୍ରି ୧୦/୨୬ ଗତେ ୫ମୀ ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ
ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶୁକ୍ରବାର ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬/୧୭ ଗତେ ମିଥୁନ ତିଥି- ୩ୟା ରାତ୍ରି ୦୮/୧୭ ଗତେ ୪ର୍ଥୀ ଘାତ ଚନ୍ଦ୍ର- ବିଛା ରାଶିର ସନ୍ଧ୍ୟା ୦୬/୧୭ କନ୍ୟା ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି
ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର ଚନ୍ଦ୍ର – ବୃଷ ଅହୋରତ୍ର ତିଥି- ୨ୟା ସନ୍ଧ୍ୟା ୦୬/୩୩ ଗତେ ୩ୟା ଘାତ ଚନ୍ଦ୍ର- ବିଛା ଅହୋରତ୍ର ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬/୩୩ ପର୍ଯ୍ୟନ୍ତ
ସୌର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ବୁଧବାର , ଚନ୍ଦ୍ର – ମେଷ ପ୍ରାତଃ ୦୭/୫୮ ଗତେ ବୃଷ । ତିଥି- ପ୍ରତିପଦ ସନ୍ଧ୍ୟା ୦୫/୧୭ ଗତେ ୨ୟା । ଘାତ ଚନ୍ଦ୍ର- ମେଷ ପ୍ରାତଃ ୦୭/୫୮ ଗତେ ବିଛା, କର୍କଟ ।
ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର ଚନ୍ଦ୍ର – ମେଷ ଅହୋରତ୍ର ତିଥି- ପୂର୍ଣ୍ଣିମା ଦିବା ୦୪/୩୨ ଗତେ ପ୍ରତିପଦ ଘାତ ଚନ୍ଦ୍ର- ମେଷ ଅହୋରତ୍ର ଘାତ ବାର – ମକର ପୁଷ୍କର ଦୋଷ - ୧ ପାଦ କୃଷିହାନି- ଭୂମିଦାନ ରାତ୍ରି ୦୧/୩୯ ଗତେ ୨ପାଦ
ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୭ ତାରିଖ ସୋମବାର ଚନ୍ଦ୍ର – ମେଷ ଅହୋରତ୍ର ତିଥି- ୧୩ ଶୀ ଦିବା ୦୪/୧୬ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ମେଷ ଅହୋରତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ – ନାସ୍ତି
ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ରବିବାର ଚନ୍ଦ୍ର – ମୀନ ରାତ୍ରି ୧୨/୦୫ ଗତେ ମେଷ ତିଥି- ୧୩ ଶୀ ଦିବା ୦୪/୨୯ ଗତେ ୧୪ଶୀ ଘାତ ଚନ୍ଦ୍ର- ଧନୁ ରାତ୍ରି ୧୨/୦୫ ଗତେ ମେଷ ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିଦାନି-ଭୂମିଦାନ
ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର ଚନ୍ଦ୍ର – ମୀନ ଅହୋରତ୍ର ତିଥି- ୧୨ଶୀ ସନ୍ଧ୍ୟା ୦୫/୦୭ ଗତେ ୧୩ ଶୀ ଘାତ ଚନ୍ଦ୍ର- ଧନୁ ଅହୋରତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫/୦୭ ଗତେ ୧ ପାଦ
ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ଶୁକ୍ରବାର ଚନ୍ଦ୍ର – କୁମ୍ଭ ସନ୍ଧ୍ୟା ୦୬/୧୯ ଗତେ ମୀନ ତିଥି- ୧୧ଶୀ ସନ୍ଧ୍ୟା ୦୬/୦୮ ଗତେ ୧୨ଶୀ ଘାତ ଚନ୍ଦ୍ର- ମିଥୁନ ଓ ମୀନ ସନ୍ଧ୍ୟା ୦୬/୧୯ ଗତେ ଧନୁ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭ ହାନି-ତିଳକାଞନ ଦାନ ସନ୍ଧ୍ୟା ୦୬/୦୮ ଗତେ ୨ ପାଦ
ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ଗୁରୁବାର। ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୦୭/୩୦ ଗତେ ୧୧ଶୀ, ଘାତ ଚନ୍ଦ୍ର- ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ରାତ୍ରି ୧୨/୪୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ
ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨ ତାରିଖ ବୁଧବାର ଚନ୍ଦ୍ର – ମକର ଦିବା ୦୨/୧୬ ଗତେ କୁମ୍ଭ ତିଥି- ୯ମୀ ରାତ୍ରି ୦୯/୧୦ ଗତେ ୧୦ମୀ ଘାତ ଚନ୍ଦ୍ର- ସିଂହ ଦିବା ୦୨/୧୬ ଗତେ ମିଥୁନ ଓ ମୀନ ଘାତ ବାର – କର୍କଟ ପୁଷ୍କର ଦୋଷ - ନାସ୍ତି
ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର । ଚନ୍ଦ୍ର – ମକର ଅହୋରାତ୍ର ତିଥି- ୮ମୀ ରାତ୍ରି ୧୧/୦୪ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ଘାତ ବାର – ମକର ପୁଷ୍କର ଦୋଷ - ୧ ପାଦ କୃଷିହାନି-ଭୂମିଦାନ
ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ସୋମବାର ଚନ୍ଦ୍ର – ଧନୁ ଦିବା ୧୧/୨୩ ଗତେ ମକର ତିଥି- ୭ମୀ ରାତ୍ରି ୦୧/୧୧ ଗତେ ୮ମୀ ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଦିବା ୧୧/୨୩ ଗତେ ସିଂହ ଘାତ ବାର – ମିଥୁନ ପୁଷ୍କର ଦୋଷ – ୨ ପାଦ ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ ରାତ୍ରି ୦୧/୧୧ ଗତେ ୧ ପାଦ
ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର ଚନ୍ଦ୍ର – ଧନୁ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୩/୨୮ ଗତେ ୭ମୀ ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ ରାତ୍ରି ୦୩/୨୮ ଗତେ ୨ ପାଦ
ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର – ବିଛା ଦିବା ୦୯/୦୫ ଗତେ ଧନୁ ତିଥି- ୪ର୍ଥୀ ଦିବା ୦୮/୧୩ ଗତେ ୫ମୀ ଘାତ ଚନ୍ଦ୍ର- ଦିବା ୦୯/୦୫ ଗତେ ତୁଳା ଓ କୁମ୍ଭ ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ