ରାଜ୍ୟର ୮୯ଟି କ୍ଷେତ୍ରରେ ଶ୍ରମିକଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି ହୋଇଛି। ମହଙ୍ଗା ଭତ୍ତା ୧୧ ଟଙ୍କା ଲେଖାଏ ବୃଦ୍ଧି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି।