ଦୁଗ୍ଧ ଓ ଦୁଗ୍ଧଜାତ ସାମଗ୍ରୀ ମାନ ପରଖିବାକୁ ଦେଶବ୍ୟାପୀ ଆରମ୍ଭ ହେବ ଯାଞ୍ଚ୍ ପ୍ରକ୍ରିୟା । ଦୁଗ୍ଧ ଓ ଦୁଗ୍ଧଜାତ ଉତ୍ପାଦରେ ଅପମିଶ୍ରମଣ ରୋକିବା ତଥା ଏହାର ମାନକୁ ସୁରକ୍ଷିତ ରଖିବା ଉଦ୍ଦେଶ୍ୟରେ ଖାଦ୍ୟ ନିରାପତ୍ତା ଓ ମାନକ ପ୍ରାଧିକରଣ FSSAI ପକ୍ଷରୁ ଆରମ୍ଭ ହେବାକୁ ଯାଉଛି ଏହି ନମୁନା ଯାଞ୍ଚ ସର୍ଭେ ।
ବଜାରରେ ମିଳୁଥିବା କ୍ଷୀର କେତେ ବିଶୁଦ୍ଧ ? ଆପଣ ଖାଉଥିବା ଦୁଗ୍ଧ ଓ ଦୁଗ୍ଧଜାତ ସାମଗ୍ରୀର ମାନ ଠିକ୍ ତ ? ଆଉ ଟଙ୍କା ଦେଇ କିଣୁଥିବା ଏଭଳି ଖାଦ୍ୟରେ କେଉଁଠି ଅପମିଶ୍ରଣର ଆଶଙ୍କା ନାହିଁ ତ ?
ଆଜିଠୁ କିଛି ଅତ୍ୟାବଶ୍ୟକ ସାମଗ୍ରୀ(Daily Essential Items) ଦାମ୍ ବଢ଼ିଛି। ଯେପରିକି ଦହି, ଲସି, ଚାଉଳ, ପନିର ଓ କିଛି ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦାମ୍ ବୃଦ୍ଧି ହୋଇଛି।