ଚାରିଆଡ଼େ ସବୁଜିମାର ଆସର...ବିସ୍ତୀର୍ଣ୍ଣ ଜଳରାଶି ସାଙ୍ଗକୁ ମନମୋହୁଛି ବଣ ପାହାଡ଼ । କେଉଁଠି ପରିବା ବାଡ଼ି ତ ଆଉ କେଉଁଠି ମାଣ୍ଡିଆ ଚାଷ ମନମୋହୁଛି ।
ସାଙ୍ଗର କୁକୁରକୁ ବଞ୍ଚାଇବାକୁ ପାଣିକୁ ଡେଇଁ ପଡ଼ିଲେ । କୁକୁର ତ ଆରାମରେ ପହଁରି ପହଁରି ଆସିଗଲା । କିନ୍ତୁ ରହିଗଲେ ଯୁବକ ଜଣକ । ପାଣି ଭିତରେ ସଲୀଳ ସମାଧି ନେଲେ ।
ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ସୁଲେଇପାଟ ଡ୍ୟାମ । ରାସ୍ତାର ଉଭୟ ପଟରେ ସବୁଜ ବନାନୀ । ଡ୍ୟାମର ନୀଳ ଜଳ ରାଶି ସହ ପାହାଡ଼ର ଶୋଭା ସମସ୍ତଙ୍କୁ ଆକର୍ଷିତ କରେ । ଆଉ ଏହି ଶୋଭାରାଜିକୁ ଉପଭୋଗ କରିବାକୁ ଏବେ ଲାଗିଛି ଭିଡ଼ ।
ଡ୍ୟାମର କାର୍ଯ୍ୟନିର୍ବାହୀ ଇଂଜିନିୟର କହିଛନ୍ତି, ଆଗାମୀ ଦିନରେ ଲଘୁଚାପ ବର୍ଷା ସମ୍ଭାବନା ଥିବାରୁ ସ୍ଥିତି ସୁଧୁରିବାର ଆଶା ରହିଛି।
ପ୍ରବଳ ବର୍ଷା ପରେ ଧରମପୁରୀ ତହସିଲ ଅଞ୍ଚଳ କୋଠିଦାରେ କାରମ ନଦୀ ଉପରେ ଥିବା ଡ୍ୟାମ୍ରୁ ଘଳିଆ ପଡ଼ିଥିଲା ।
ପାହାଡରୁ ଆସୁଥିବା ଝରଣା ପାଣିକୁ ଅଟକାଇ ଦେଲେ । ବାଲି ଓ ପଥରରେ ଗଢିଦେଲେ ବନ୍ଧ । ସରକାରଙ୍କଠାରୁ ଟଙ୍କାଟିଏ ବି ସାହାଯ୍ୟ ନେଇନାହାନ୍ତି । କେବଳ ଶ୍ରମଦାନ କରି ରଚିଦେଲେ ଇତିହାସ । ସାରା ଅଞ୍ଚଳ କହୁଛି ସାବାସ୍ ସାବାସ୍।