ତେବେ ପୀଡ଼ିତାଙ୍କ ମନ୍ତବ୍ୟ ପରେ ଏବେ ଡିସିପିଙ୍କ କଥାର ସତ୍ୟତାକୁ ନେଇ ପ୍ରଶ୍ନ ଉଠିଛି । ANIକୁ ମନ୍ତବ୍ୟ ଦେଇ ଡିସିପି ମେଜର ଓ ବାନ୍ଧବୀଙ୍କୁ ଦୋଷାରୋପ କରିଥିଲେ ।
ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ୍ ପାଇଁ ପୋଲିସ କଡ଼ାକଡ଼ି ଚେକିଂ କରିବ । ସବୁ ଥାନାକୁ ବ୍ରେଥ୍ ଆନାଲାଇଜର ଦିଆଯାଇଛି। ସେହିପରି ଆସନ୍ତା ୨୬ ତାରିଖରେ ଜିରୋ ନାଇଟ ସେଲିବ୍ରେସନ କରୁଥିବା ହୋଟେଲ ଏବଂ କ୍ଲବ ସହ ଏକ ବୈଠକ ବସିବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ।
ସହରରେ ଟ୍ରାଫିକ ବ୍ୟବସ୍ଥା ସହ ଲୁଟେରାଙ୍କ ଉପରେ ନଜର ରହିବ...କୁଆଖାଇ ଓ ଦୟା ନଦୀରେ ଅସ୍ଥାୟୀ ପୋଖରୀରେ ହେବ ବିସର୍ଜନ...
ଅଭିଯୋଗ ଅନୁଯାୟୀ, ଅର୍ଚ୍ଚନା ଜଣେ ବ୍ୟକ୍ତିଙ୍କର ବ୍ୟକ୍ତିଗତ ଫଟୋ ରଖି ବ୍ଲାକ୍ମେଲ କରୁଥିଲେ । ଅର୍ଚ୍ଚନାଙ୍କ ନାଁରେ ୪୯୬//୨୨ରେ କେସ୍ ରୁଜୁ ହୋଇଛି । ୩୮୭, ୪୨୦, ୫୦୬ ଓ IT ଆକ୍ଟରେ ମାମଲା ରୁଜୁ ହୋଇଛି । ଏହି ଘଟଣାର ତଦନ୍ତ ମଧ୍ୟ ଜୋରସୋରରେ ଆରମ୍ଭ ହୋଇଯାଇଛି ବୋଲି କହିଛନ୍ତି ଡିସିପି ।
ବସ୍ତିରେ ପଶି କବାଟ ବାଡ଼େଇଲା ପୋଲିସ । ବ୍ୟାପକ ଦେଶୀମଦ କାରବାର ହେଉଥିବା ଅଭିଯୋଗକୁ ଭିତ୍ତି କରି ଭୁବନେଶ୍ୱର ସାଲିଆସାହି ବସ୍ତିରେ ପୋଲିସର ବଡ଼ ଚଢାଉ ।