ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଲା । ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର ।
କେନ୍ଦ୍ର କର୍ମଚାରୀଙ୍କ DA ବଢ଼ାଇଲେ ସରକାର । ଡିଏ ୩% ବଢ଼ିବା ନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ହୋଇଛି ।
ଗତ ୨୦୨୨-୨୩ରେ ସୁଧହାର ଥିଲା ୮.୧୫ । ଏବେ ଏହାକୁ ବୃଦ୍ଧି କରାଯାଇ ୮.୨୫ କରାଯାଇଛି । ସୁଧହାର ବୃଦ୍ଧି ଖବର ପ୍ରଚାରିତ ହେବା ପରେ ଏବେ ପ୍ରତ୍ୟେକ କେନ୍ଦ୍ରୀୟ କର୍ମଚାରୀ ଡିଏ ବୃଦ୍ଧି ଆଶା ନେଇ ଚାହିଁ ବସିଛନ୍ତି ।
କେନ୍ଦ୍ରୀୟ କର୍ମଚାରୀଙ୍କୁ ସରକାର ପୂଜା ଭେଟି ଦେଇଛନ୍ତି । ଦୁର୍ଗାପୂଜା ପୂର୍ବରୁ କେନ୍ଦ୍ର ସରକାର କର୍ମଚାରୀମାନଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ।
ବିଧାନସଭାରେ ବଜେଟ୍ ଉପସ୍ଥାପନ ସମୟରେ ଏହି ରାଜ୍ୟ ସରକାର ମହଙ୍ଗା ଭତ୍ତା(DA)କୁ ଆହୁରି ବୃଦ୍ଧି କରିଛନ୍ତି। ପଶ୍ଚିମବଙ୍ଗର ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ଘୋଷଣା କରିଛନ୍ତି ଯେ ପଶ୍ଚିମବଙ୍ଗ ସରକାର ସରକାରୀ କର୍ମଚାରୀଙ୍କ ପାଇଁ ଡିଏକୁ ୩% ବୃଦ୍ଧି କରିଛନ୍ତି।
ଜାନୁଆରୀ ୨୦୨୩ରେ ଏହି ମହଙ୍ଗା ଭତ୍ତା ଲାଗୁ ହୋଇପାରେ । କିନ୍ତୁ ଏନେଇ ମାର୍ଚ୍ଚ ମାସ ହୋଲି ସମୟରେ ଘୋଷଣା ହେବ ।
ଦେଶ ପ୍ରେମ କଥା କହିବା ସହ ଏହି ଅବସରରେ ମୁଖ୍ୟମନ୍ତ୍ରୀ ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଘୋଷଣା କରିଥିଲେ ।
ଭୁବନେଶ୍ୱର: ସରକାରୀ ଚାକିରିଆଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨ ପ୍ରତିଶତ ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ପରେ ଏହା ୫ରୁ ବୃଦ୍ଧି ପାଇ ୭ ପ୍ରତିଶତ ହୋଇଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତବର୍ଷ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍ସନ୍ ପାଉଥିବା ପେନ୍ସନ୍ ଭୋଗୀଙ୍କ ଟିଆଇ ମଧ୍ୟ ବୃଦ୍ଧି […]