ଏସ୍ବିଆଇ ଗ୍ରାହକଙ୍କୁ ବଡ଼ ଝଟକା । ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ (SBI) କିଛି ଡେବିଟ୍ କାର୍ଡରେ ବାର୍ଷିକ ରକ୍ଷଣାବେକ୍ଷଣ ଚାର୍ଜରେ ବଡ଼ ପରିବର୍ତ୍ତନ କରିଛି ।