ଆଜିକୁ ମିଶାଇ ଦୀପିକାଙ୍କ ଧାରଣା ୬୬ ଦିନରେ ପହଞ୍ଚିଛି। ପତ୍ନୀର ମାନ୍ୟତା ସହ ଦେଢ଼ ବର୍ଷର ପୁଅକୁ ବାପାର ପରିଚୟ ଦାବି କରି ଅଗଷ୍ଟ ୧ ତାରିଖରୁ ଚାଲିଛି ପ୍ରେମିକ ଦୀନେଶଙ୍କ ଦୁଆରେ ଅହୋରାତ୍ର ଧାରଣା