ଏବେ ବିଧାନସଭା ବାଚସ୍ପତି ଗିରିଶ ଗୌତ୍ତମ ‘ପଠାନ’କୁ ବିରୋଧ କରିଛନ୍ତି। ସେ ଶାହରୁଖ ଖାନଙ୍କୁ ଟାର୍ଗେଟ୍ କରିଛନ୍ତି। କହିଛନ୍ତି ଯେ ଶାହରୁଖ ତାଙ୍କ ଝିଅ ସହିତ ଏହି ଚଳଚ୍ଚିତ୍ର ଦେଖିବା ଉଚିତ ଆଉ ଏକ ଫଟୋ ଅପଲୋଡ୍ କରିବା ଉଚିତ। ଏହା ସହିତ ସେ ଆହୁରି କଡା ସମାଲୋଚନା ମଧ୍ୟ କରିଛନ୍ତି।
'ବେଶରମ୍ ରଙ୍ଗ୍' ଗୀତକୁ ନେଇ ଦୀପିକା ପାଦୁକୋନ ଏବେ ବିବାଦରେ ଅଛନ୍ତି। ସେ ଏହି ଫିଲ୍ମରେ ଗେରୁଆ ରଙ୍ଗର ପୋଷାକ ପିନ୍ଧିଥିବାରୁ ତାଙ୍କୁ ଟାର୍ଗେଟ୍ କରାଯାଉଛି। ତେବେ ଏହି ମାମଲରେ ଦୀପିକା ପ୍ରଥମ ନୁହନ୍ତି। ଏହା ପୂର୍ବରୁ ଅନେକ ଅଭିନେତ୍ରୀ ମଧ୍ୟ ଗେରୁଆ ରଙ୍ଗର ପୋଷାକ ପିନ୍ଧି ପରଦାରେ ସେମାନଙ୍କ ସେନ୍ସୁଆଲ୍ ଷ୍ଟାଇଲ୍ ଦେଇଛନ୍ତି।
ଦୀପିକା ପାଦୁକୋନ୍ଙ୍କ 'ବେଶରମ୍ ରଙ୍ଗ୍'କୁ ନେଇ ବିବାଦ ଥମୁନି। ତାଙ୍କ ଅଶ୍ଳୀଳ ପୋଜ୍ ଓ ଆଟିଚ୍ୟୁଡ୍କୁ ନେଇ ଲୋକେ ବିରୋଧ କରୁଛନ୍ତି। ତେବେ ଦୀପିକାଙ୍କ ଫିଲ୍ମକୁ ନେଇ ଏମିତି ବିରୋଧର ସ୍ୱର ଉଠିବା ଏହା ପ୍ରଥମ ଘଟଣା ନୁହେଁ। ଏମିତି ଅନେକ ଫିଲ୍ମ ଏହି ଧାରାରେ ଅଛି। ଆସନ୍ତୁ ନଜର ପକେଇବା।
ରିଲିଜ୍ ପୂର୍ବରୁ ଫିଲ୍ମ ‘ପଠାନ୍’(Pathaan)କୁ ନେଇ ବିବାଦ ତେଜୁଥିବା ବେଳେ ପ୍ରଥମ ଥର ପାଇଁ ବଲିଉଡ୍ ବାଦ୍ଶାହ ଶାହରୁଖ ଖାନ୍ ଏସମ୍ପର୍କରେ ମୁହଁ ଖୋଲିଛନ୍ତି।
ସୋସିଆଲ ମିଡିଆରେ ଶାହରୁଖଙ୍କ ଲୁକ୍ସକୁ ନେଇ ଗୋଟିଏ ପଟେ ଜବରଦସ୍ତ ମନ୍ତବ୍ୟ ଆସୁଥିବା ବେଳେ ଦୀପିକାଙ୍କ ଡ୍ରେସ୍ ଓ ଡ୍ୟାନ୍ସକୁ ନେଇ ଉଠିଛି ବିବାଦ ।
'ପଠାନ'ର ପ୍ରଥମ ଗୀତ 'ବେଶରମ୍ ରଙ୍ଗ' ରିଲିଜ୍ ହେବା ପର ଠାରୁ ବିବାଦକୁ ଚାଲିଯାଇଛି। ଗୀତ ଦ୍ୱାରା ହିନ୍ଦୁ ଧର୍ମକୁ ଅପମାନ କରାଯାଉଛି ବୋଲି କୁହାଯାଇ ଏହାକୁ ବୟକଟ୍ କରିବାକୁ ଦାବି ହେଉଛି। ବିଜେପିର ଏହା ଚାଲ୍ ବୋଲି କଂଗ୍ରେସ୍ ମତ ଦେଉଛି। ଲୋକେ ମଧ୍ୟ ଦୀପିକାଙ୍କୁ ଟ୍ରୋଲ୍ କରୁଛନ୍ତି।
'ପଠାନ'ର ପ୍ରଥମ ଗୀତ ରିଲିଜ୍ ହୋଇଛି। 'ବେଶରମ୍ ରଙ୍ଗ୍'ରେ ଶାହାରୁଖ ଏବଂ ଦୀପିକା ପାଦୁକୋନଙ୍କ କେମେଷ୍ଟ୍ରୀ ଦର୍ଶକଙ୍କୁ ଆକର୍ଷଣ କରୁଛି। ଗୀତ ରିଲିଜ୍ ହେବାର କିଛି ସମୟ ପରେ ଏହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ଆଜିକାଲି ଶାରୀରିକ ସମ୍ପର୍କ ଏକ ସାଧାରଣ କଥା ହୋଇଯାଇଛି। ଯୁବତୀମାନେ ଶାରୀରିକ ସଂପର୍କ ରଖି ଗର୍ଭବତୀ ହେଉଛନ୍ତି ଆଉ ଆବର୍ସନ କରୁଛନ୍ତି। ତେବେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଠିକ୍ ନା ଭୁଲ ଏହାକୁ ନେଇ ଏମିତି କହିଛନ୍ତି କିଛି ସେଲିବ୍ରିଟି। ଆସନ୍ତୁ ଜାଣିବା…
ଚତୁର୍ଥ ବିବାହ ବାର୍ଷିକୀ ପାଳନ କରିଛନ୍ତି ରଣବୀର ସିଂହ ଏବଂ ଦୀପିକା। ଏହି ଦିନକୁ ସ୍ୱତନ୍ତ୍ର କରିବା ପାଇଁ ରଣବୀର ଦୀପିକା ପାଦୁକୋନଙ୍କୁ ସୁନ୍ଦର ସର୍ପ୍ରାଇଜ୍ ଦେଇଛନ୍ତି। ଜାଣନ୍ତୁ କ’ଣ ସର୍ପ୍ରାଇଜ୍ ଦେଲେ।
ବଲିଉଡ୍ରେ ଏମିତି ୫ ଜଣ ଅଭିନେତ୍ରୀ ଅଛନ୍ତି ଯେଉଁମାନଙ୍କ ପାଖରେ କୋଟି କୋଟି ଟଙ୍କାର ସମ୍ପତ୍ତି ରହିଛି। ଏମାନଙ୍କ ଆଗରେ ଅନେକ ଅଭିନେତା ମଧ୍ୟ ଫିକା ପଡିଯିବେ। ଜାଣିଛନ୍ତି ସେମାନେ କିଏ ଆଉ କେତେ ଟଙ୍କା ସମ୍ପତ୍ତିର ମାଲିକାଣୀ? ଆସନ୍ତୁ ନଜର ପକେଇବା।
ମାନସିକ ସ୍ୱାସ୍ଥ୍ୟକୁ ନେଇ ପରିବାରର ଭୂମିକାକୁ ନେଇ ଅଭିନେତ୍ରୀ ଦୀପିକା କହିଛନ୍ତି, ‘ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଯେତେବେଳେ ମୁଁ ଏହି(ଡିପ୍ରେସନ୍) ସମସ୍ୟା ଦେଇ ଗତି କରୁଥିଲି, ସେତେବେଳେ ମୋ ମା’ଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା।
ବଲିଉଡ୍ରେ ବୟକଟ୍ ଟ୍ରେଣ୍ଡ୍ ଯୋଗୁଁ ଫ୍ଲପ୍ ହେଉଛି ସବୁ ଫିଲ୍ମ। ଏହାରି ଭିତରେ ବ୍ଲକ୍ ବ୍ଲଷ୍ଟର୍ର ସବୁ ରେକର୍ଡ ଭାଙ୍ଗୁଛି ସାଉଥ୍ ଫିଲ୍ମ। ଏନେଇ ବଲିଉଡ୍ ତାରକା ଏବେ ସାଉଥ୍ ମୁହାଁ ହେଉଛନ୍ତି। ଦେଖନ୍ତୁ କେଉଁମାନେ ଅଛନ୍ତି ଏହି ତାଲିକାରେ।
‘ବ୍ରହ୍ମାସ୍ତ୍ର’ ଏବେ ବକ୍ସ ଅଫିସ୍ରେ ହଇଚଇ ସୃଷ୍ଟି କରୁଛି। ଏହାର ଦ୍ୱିତୀୟ ଭାଗକୁ ନେଇ ମଧ୍ୟ ଦର୍ଶକେ ଉତ୍ସାହିତ ହୋଇପଡିଲେଣି। ଦ୍ୱିତୀୟ ଭାଗର ମୁଖ୍ୟ ଭୂମିକାରେ ରଣବୀର କପୁର ନା ହ୍ରିତିକ ରୋଶନ ନଜର ଆସିବେ, ତାକୁ ନେଇ ଆରମ୍ଭ ହେଲାଣି ଚର୍ଚ୍ଚା। ତେବେ କିଏ ଏହି ଭୂମିକାରେ ଆସିବେ ଜାଣନ୍ତୁ।
ବିଶ୍ୱରେ ଏକା ଭଳି ଦେଖାଯାଉଥିବା ପ୍ରାୟ ୭ ଜଣ ଲୋକ ରହିଥାନ୍ତି । ଅର୍ଥାତ ପ୍ରତ୍ୟେକ ଲୋକର ହମ୍ସକଲ ରହିଛନ୍ତି ।
ସିଦ୍ଧାନ୍ତ ସେହି କମେଣ୍ଟସ୍ ଉପରେ ମଧ୍ୟ ନିଜର ପ୍ରତିକ୍ରିୟା ରଖିଥିଲେ । ଯେଉଁଥିରେ କୁହାଯାଉଥିଲା ଯେ, ଦୀପିକାଙ୍କ ସହ ଅନ୍ତରଙ୍ଗ ମହୂର୍ତ୍ତର ଦୃଶ୍ୟ ସୁଟିଂ କରିବା ପାଇଁ ତାଙ୍କ ସ୍ୱାମୀ ରଣବୀର ସିଂହଙ୍କଠାରୁ ସିଦ୍ଧାନ୍ତ ଅନୁମତି ମାଗିଥିଲେ ।
ବଲିଉଡ ଜଗତର ଦୁଇ ଆଗ ଧାଡିର ଅଭିନେତ୍ରୀ ହେଲେ ଦୀପିକା ପାଦୁକୋନ୍ ଓ କାଟ୍ରିନା କୈଫ୍। ଏହି ଦୁଇ ଅଭିନେତ୍ରୀଙ୍କୁ ଗୋଟିଏ ଫ୍ରେମ୍ରେ ଦେଖିବା ଏତେ ସହଜ ନୁହେଁ। କେବେ କେବେ ଏମିତି ସୁଯୋଗ ଆସିଥାଏ ଯେତେବେଳେ ଏହି ଦୁଇ ଅଭିନେତ୍ରୀଙ୍କୁ ଗୋଟିଏ ଫ୍ରେମ୍ରେ ଦେଖିବାକୁ ମିଳେ। ତେବେ ଉଭୟଙ୍କ ଏକ ବିଗତ ଦିନର ଫଟୋ ବର୍ତ୍ତମାନ ସୋସିଆଲ୍ ମିଡିଆରେ ହଇଚଇ ଖେଳଉଛି।
ଏସ୍ଟିଏସ୍କ ଫିଲ୍ମ, ଇରୋସ୍ ଏସ୍ଟିଏସ୍କ ଗ୍ଲୋବାଲ କର୍ପୋରେସନ ଘୋଷଣା କରିଛି ଯେ ବଲିଉଡ୍ ଷ୍ଟାର୍ ଦୀପିକା ପାଦୁକୋନଙ୍କ ପାଇଁ ଏକ ରୋମାଣ୍ଟିକ୍ କମେଡୀ ଫିଲ୍ମ ତିଆରି କରିବ। ଏହାକୁ ଏହାର କୋ ପ୍ରଡକ୍ସନ ବ୍ୟାନର ମାଧ୍ୟମରେ ତିଆରି କରାଯିବ। ଏହି କଥା ଏସ୍ଟିଏସ୍କଫିଲ୍ମ ମୋଶନ୍ ପିକ୍ଚର ଗ୍ରୁପ୍ର ଚେୟାମ୍ୟାନ୍ ଏଡମ୍ ଫୋଗେନସନ କହିଛନ୍ତି।
ବଲିଉଡର ସବୁଠାରୁ ପ୍ରେମୀ ଦମ୍ପତି ହେଲେ ଦୀପିକା ପାଦୁକୋନ ଓ ରଣବୀର ସିଂ। ଏହି ଦୁଇ ପ୍ରେମୀ ଯୁଗଳ ନଭେମ୍ବର ୨୦୧୮ରେ ଇଟାଲୀରେ ଏକ ଗ୍ରାଣ୍ଡ୍ ଡେଷ୍ଟିନେସନ୍ ବିବାହ କରି ପରସ୍ପରର ହାତ ଧରିଥିଲେ। ସୋସିଆଲ ମିଡିଆରେ ଉଭୟ ଦୀପିକା ଏବଂ ରଣବୀରଙ୍କର ଅନେକ ପ୍ରଶଂସକ ଅଛନ୍ତି। ପ୍ରଶଂସକମାନେ ସେମାନଙ୍କ ବିଷୟରେ ପ୍ରତ୍ୟେକ ଦିନ କିଛି ନା କିଛି ଜାଣିବାକୁ ଆଗ୍ରହୀ।
ମୁମ୍ବାଇ: ବିରାଟ-ଅନୁଷ୍କାଙ୍କ ବିବାହ ପରେ ଯେଉଁ ସେଲିବ୍ରେଟିଙ୍କ ବିବାହ ପାଇଁ ସମେସ୍ତ ଚାହିଁ ରହିଛନ୍ତି ସେ ହେଲେ ଦୀପିକା ପାଦୁକୋନ୍ ଓ ରଣବୀର ସିଂଙ୍କ ବିବାହ। ମିଳିଥିବା ସୂଚନା ଯଦି ସତ ହୋଇଥାଏ ତେବେ ଖୁବ୍ ଶୀଘ୍ର ବଲିଉଡ଼ର ଏହି ପାୱାର କପଲ୍ଙ୍କ ଘରେ ଶାହାନାଇ ବାଜିବ। ପୂର୍ବରୁ ଦୀପିକା-ରଣବୀରଙ୍କ ବିବାହକୁ ନେଇ ଅନେକ ଚର୍ଚ୍ଚା ହୋଇଥିଲେ ମଧ୍ୟ ତାହା କେବେ ସତରେ ପରିଣତ ହୋଇନାହିଁ। ପୁଣିଥରେ ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଖବର […]