• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Defamation Case

Rahul Gandhi
ସଂସଦକୁ ଫେରିଲେ ରାହୁଲ ଗାନ୍ଧି

ମୋଦି ସରନେମ୍ ସଂପର୍କିତ ମାନହାନୀ ମାମଲାରେ ସୁରତ କୋର୍ଟ ୨ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇବା ପରେ, ଗତ ମାର୍ଚ୍ଚ ମାସରେ ରାହୁଲଙ୍କ ସଦସ୍ୟତା ରଦ୍ଦ ହୋଇଥିଲା ।

Special story
ତୃପ୍ତିଙ୍କ ନାଁରେ ୫ କୋଟିର ମାନହାନି ମାମଲା ଦାୟର କଲେ ପ୍ରକୃତି

ମାନହାନୀ ମାମଲା ଦାୟର କଲେ ଅଭିନେତ୍ରୀ ପ୍ରକୃତି ମିଶ୍ର । ନିଜ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ନ୍ୟାୟ ପାଇଁ ଗତକାଲି ଉଚ୍ଚ ନ୍ୟାୟଳୟକୁ ଯାଇଥିବା ପ୍ରକୃତି ଆଜି ଭୁବନେଶ୍ୱର କୋର୍ଟରେ ମୋଟ୍‌ ୫ କୋଟି ୧୦ ଲକ୍ଷ ଟଙ୍କାର ମାନହାନୀ ମାମଲା ଦାୟର କରିଛନ୍ତି ।

Dutee Chand
୫ କୋଟି ଟଙ୍କାର ମାନହାନି ମାମଲା ଦାୟର କଲେ ଦୂତି

ଟୋକିଓ ଅଲିମ୍ପିକସ ଚାଲିଥିବା ବେଳେ ଦୂତି ଚାନ୍ଦଙ୍କ ଚରିତ୍ର ଓ ଫଳାଫଳକୁ ନେଇ ୱେବ ଚାନେଲମାନେ ବିଭିନ୍ନ ପ୍ରକାର ଖବର ପ୍ରସାରଣ କରି ତାଙ୍କୁ ମାନସିକ ସ୍ତରରେ ଆଘାତ ଦେଇଛନ୍ତି ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଦୁତି ଚାନ୍ଦ ଅଭିଯୋଗ କରିଛନ୍ତି। ସମ୍ମାନରେ ଆଞ୍ଚ ଆସିଛି, ଖେଳରେ ପ୍ରଭାବିତ ହୋଇଥିବା ସେ କହିଛନ୍ତି।