୨୦୨୪ ମସିହାରେ ଦେଶର ରାଜନୈତିକ ଦୃଶ୍ୟପଟ୍ଟରେ ଯେଉଁ ଦୁଇଟି ବଡ ଘଟଣା ଘଟିଥିଲା ତାହା ହେଲା ନରେନ୍ଦ୍ର ମୋଦି ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ହେବା ଏବଂ ଦୀର୍ଘ ୨୪ ବର୍ଷ ପରେ ଓଡ଼ିଶାରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜୁ ଜନତା ଦଳ ବା ବିଜେଡି ସରକାରର ପତନ ଘଟିବା । ବିଜେଡିର ଏହି ପତନକୁ ଏକ ଭୂମିକମ୍ପ ସହିତ ତୂଳନା କରାଯାଉଛି । ଯେଉଁ ବିଜେଡି ଦିନେ ନିଜକୁ ଅପରାଜେୟ ବୋଲି ଦାବି କରୁଥିଲା ଏବଂ ନବୀନ ପଟ୍ଟନାୟକ ବଂଚିଥିବା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପଦରେ ରହିବେ ବୋଲି କହୁଥିଲା, ତାହାର ଏଭଳି ପତନ ହେବ ବୋଲି ବହୁ କମ୍ ସମୀକ୍ଷକ କଳ୍ପନା କରିଥିଲେ ।
ହଇଲୋ ମୁଁ ତୋ ଗେରସ୍ତ ଟି? ତୁ ମୋ କଥା ଶୁଣୁନୁ କ’ଣ? ମଲା ତୁମେ ଯାହା କହିବ ମୁଁ କଣ ଶୁଣିବି ବୋଲି ବାଧ୍ୟ ନା କ’ଣ?