ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି । ଧନଖଡ଼ଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ଜେପି ନଡ୍ଡା ।
ଗତ ୧୧ରେ ଡେଙ୍ଗୁରେ ଆକ୍ରାନ୍ତ ହେବା ପରେ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଫେରିଥିଲେ ଜୁଏଲ୍ । ଏବେ ପୁଣି ଥରେ ଅସୁସ୍ଥ ହେବା ପରେ ତାଙ୍କୁ ଦିଲ୍ଲୀ ଏମସର ଛାତି ରୋଗ ବିଭାଗରେ ଭର୍ତ୍ତି କରାଯାଇଛି।
AIIMS ସର୍ଭର ଆଟାକ୍ ଚୀନ୍ ଦ୍ୱାରା କରାଯାଇଥିବା ସରକାରୀ ସୂତ୍ରରୁ ସ୍ପଷ୍ଟ ହୋଇଛି । ୫ଟି ସର୍ଭରରୁ ସରକ୍ଷିତ ଭାବେ ଡାଟା ରିଷ୍ଟୋର କରାଯାଇଛି ।
ମହାମାରୀ କରୋନା ଭାଇରସ୍ ପରେ ଏବେ ଆଉ ଏକ ଫଙ୍ଗସ୍କୁ ନେଇ ଚିନ୍ତା ବଢ଼ିଛି। ଦିଲ୍ଲୀ ଏମ୍ସ ଡାକ୍ତରମାନେ ନୂଆ ପ୍ରାଣ ଘାତକ ଫଙ୍ଗସ୍ ‘Aspergillus Lentulus’ ଚିହ୍ନଟ କରିଛନ୍ତି।